କ୍ରିପ୍ଟୋ କରେନ୍ସି କାରବାର ଉପରେ ଚାଇନାର କଟକଣା

ନୂଆଦିଲ୍ଲୀ,୨୭।୯: ଚାଇନାର କେନ୍ଦ୍ରୀୟ ବ୍ୟାଙ୍କ ଶୁକ୍ରବାର କ୍ରିପ୍ଟୋ କରେନ୍ସି କାରବାର ଉପରେ କଟକଣା ଲାଗୁ କରିଛି। ଫଳରେ ଡିଜିଟାଲ କରେନ୍ସି ମୂଲ୍ୟରେ ହ୍ରାସ ଦେଖାଯାଇଛି। କ୍ରିପ୍ଟୋକରେନ୍ସି ସହ ଜଡ଼ିତ ସମସ୍ତ କାର୍ଯ୍ୟକଳାପକୁ ପିପୁଲ୍ସ ବ୍ୟାଙ୍କ ଅଫ୍‌ ଚାଇନା ଅବୈଧ ଘୋଷଣା କରିଛି। ରାଷ୍ଟ୍ରହିତ ଏବଂ ଲୋକଙ୍କ ସମ୍ପତ୍ତିକୁ ସୁରକ୍ଷା ଦେବା ଲକ୍ଷ୍ୟରେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ଚାଇନା କହିଛି। କ୍ରିପ୍ଟୋକରେନ୍ସି ଗଚ୍ଛିତ କରି ରଖିବା ଏବଂ ଏହାର କାରବାର ଉପରେ କଟକଣା ଲାଗିବାରୁ ଏହା ଭାରତ ଲାଗି ବରଦାନ ସଦୃଶ ହୋଇଛି। ଶିଳ୍ପ ବିଶେଷଜ୍ଞଙ୍କ ମୁତାବକ, କ୍ରିପ୍ଟୋ ଟେକ୍ନୋଲୋଜି ଭାରତକୁ ଏହି କ୍ଷେତ୍ରରେ ଗ୍ଲୋବାଲ ଲିଡର ଭାବେ ଗଢ଼ି ତୋଳିପାରେ। ଓ୍ବାଜିରଏକ୍ସର ସିଇଓ ନିଶ୍ଚଳ ସେଟ୍ଟୀଙ୍କ କହିବା ମୁତାବକ, ୫ ଲକ୍ଷ କୋଟି ଡଲାର ଅର୍ଥ ବ୍ୟବସ୍ଥା ଦିଗରେ କ୍ରିପ୍ଟୋ ପ୍ରମୁଖ ଭୂମିକା ଗ୍ରହଣ କରିବ। ଚାଇନାର କଟକଣା ଖବର ଆସିବା ପରେ ବିଟ୍‌କଏନ ଭାଲ୍ୟୁ ୯% ହ୍ରାସ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଶସ୍ତା ହେବ LPG ଗ୍ୟାସ?

ନୂଆଦିଲ୍‌ଲୀ,୨୩।୫: ସରକାର ଖୁବ ଶୀଘ୍ର ସିନ୍ଥେଟିକ ଇନ୍ଧନ ଡାଇମିଥାଇଲ ଇଥରକୁ LPG ସହିତ ମିଶ୍ରଣ କରିବା ପାଇଁ ଏକ ରୋଡମ୍ୟାପ ପ୍ରସ୍ତୁତ କରିପାରନ୍ତି। ଏହି ପରିପ୍ରେକ୍ଷୀରେ, ବ୍ୟୁରୋ…

ପେଟ୍ରୋଲ-ଡିଜେଲ ପରେ ଏବେ LPG ପାଳି? ଜାଣନ୍ତୁ ଆଜି କେତେ ରହିଛି ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୨୩।୫: ଦେଶରେ ସାଧାରଣ ଜନତାଙ୍କ ପକେଟ ଉପରେ ପୁଣି ଥରେ ମହଙ୍ଗା ମାଡ଼ ହୋଇଛି। ଆଜି (୨୩ ମଇ, ୨୦୨୬) ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପୁଣି…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ସାବଧାନ! ବଢ଼ିବାକୁ ଯାଉଛି ଆପଣଙ୍କ ମାସିକ ବଜେଟ; ବଢିଗଲା ପରିବା ଓ ଗ୍ରୋସରି ସାମଗ୍ରୀର ଦାମ!

ନୂଆଦିଲ୍ଲୀ,୨୨।୫: ନିକଟରେ ପେଟ୍ରୋଲ ଏବଂ ଡିଜେଲ ଦରରେ ହୋଇଥିବା ବୃଦ୍ଧି ଏବେ ସାଧାରଣ ଜନତାଙ୍କ ପକେଟ ଉପରେ ଭାରି ପଡ଼ିବାକୁ ଯାଉଛି। ଆପଣଙ୍କର ମାସିକ ଗ୍ରୋସରି (ଖାଦ୍ୟ…

‘ପିଏମ୍‌ ସୂର୍ଯ୍ୟଘର: ମୁଫ୍ତ ବିଜ୍‌ଲି ଯୋଜନା’କୁ ଅଲିମ୍ପିଆନ ଅମିତ ରୋହିଦାସଙ୍କ ପ୍ରୋତ୍ସାହନ

ଭୁବନେଶ୍ୱର, ୨୨ା୫: ଭାରତୀୟ ହକି ଖେଳାଳି ତଥା ଅଲିମ୍ପିଆନ ଅମିତ ରୋହିଦାସ ‘ପିଏମ୍‌ ସୂର୍ଯ୍ୟଘର: ମୁଫ୍ତ ବିଜ୍‌ଲି ଯୋଜନା’ ଅଧୀନରେ ନିଜ ଘରେ ରୁଫ୍‌ଟପ୍‌ ସୋଲାର ସିଷ୍ଟମ…

SBI ଆକାଉଣ୍ଟଧାରୀଙ୍କ ପାଇଁ ବଡ଼ ଖବର; ଲଗାତାର ୬ ଦିନ ବନ୍ଦ ରହିବ..

ନୂଆଦିଲ୍ଲୀ,୨୧।୫: ଦେଶ ସବୁଠାରୁ ନାମୀଦାମୀ ବ୍ୟଙ୍କରେ ୬ ଦିନ ଝୁଲିବ ତାଲା । ପାଖାପାଖି ୨୩୨୭୦ ଶାଖା, ୬୩୦୦୦ରୁ ଅଧିକ ATM ୫୦ କୋଟିରୁ ଅଧିକ ଗ୍ରାହକଙ୍କ…

ସାଧାରଣ ଲୋକଙ୍କୁ ପୁଣି ବଡ଼ ଝଟ୍‌କା! ପେଟ୍ରୋଲ ୫ଟଙ୍କା ପ୍ରତି ଲିଟର…

ନୂଆଦିଲ୍ଲୀ,୨୧।୫: ଯଦି ଆପଣ ଭାବୁଛନ୍ତି ଯେ ଗତ ସପ୍ତାହରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପ୍ରତି ଲିଟର 4 ବୃଦ୍ଧି ପରେ ଆପଣଙ୍କୁ କିଛି ଆଶ୍ୱସ୍ତି ମିଳିବ,…

ଏବେ କେବଳ  Hello ପଠାଇବା ମାତ୍ରେ ମିଳିଯିବ PF  ଆକାଉଣ୍ଟର ସମସ୍ତ ସୂଚନା, ବଡ଼ ପଦକ୍ଷେପ ନେଲା… 

ନୂଆଦିଲ୍ଲୀ,୨୦।୫: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ଖୁବଶୀଘ୍ର କୋଟି କୋଟି ଆକାଉଣ୍ଟଧାରୀଙ୍କ ପାଇଁ ଏକ ବଡ଼ ଡିଜିଟାଲ ସୁବିଧା ଆରମ୍ଭ କରିବାକୁ ଯାଉଛି । ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri