ବିଲାଓ୍ବଲଙ୍କୁ ଫୋନ କଲେ ଚାଇନାର ନୂଆ ବୈଦେଶିକ ମନ୍ତ୍ରୀ…

ବେଜିଂ,୧୦।୧ : ପାକିସ୍ତାନରେ ଚାଇନା ନାଗରିକଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଚାଇନାର ନୂଆ ବୈଦେଶିକ ମନ୍ତ୍ରୀ କୀିନ୍‌ ଗେଙ୍ଗ୍‌ ପଦକ୍ଷେପ ଗ୍ରହଣ କରିଛନ୍ତି। ସେ ପାକିସ୍ତାନୀ ପ୍ରତିପକ୍ଷ ବିଲାଓ୍ବଲ ଭୁଟ୍ଟୋ ଜରଦାରୀଙ୍କୁ ଫୋନ କରିିଛନ୍ତି। ଏହା ସହିତ ଚାଇନା ନାଗରିକଙ୍କ ସୁରକ୍ଷା ପାଇଁ ଉପଯୁକ୍ତ ବ୍ୟବସ୍ଥା କରିବାକୁ ଅନୁରୋଧ କରିଛନ୍ତି।

ଏସମ୍ପର୍କରେ ଚାଇନା ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ସୂଚନା ପ୍ରଦାନ କରାଯାଇଛି। ମନ୍ତ୍ରଣାଳୟ କହିଛି ଯେ, ଦୁଇ ନେତାଙ୍କ ମଧ୍ୟରେ ୯ ଜାନୁୟାରୀରେ ଫୋନରେ ଆଲୋଚନା ହୋଇଥିଲା। ପ୍ରକାଶିତ ବିବୃତିରେ କୁହାଯାଉଛି ଯେ, ବିଲାଓ୍ବଲ ଏନେଇ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri