ଜାପାନକୁ ଚାଇନାର ନାଲି ଆଖି…

ବେଜିଂ,୮।୭: ତାଇଓ୍ବାନ ପ୍ରସଙ୍ଗରେ ଚାଇନା ଜାପାନକୁ ନାଲି ଆଖି ଦେଖାଇଛି। ତାଇଓ୍ବାନକୁ ଜାପାନ ସୈନ୍ୟବାହିନୀ ସହଯୋଗକଲେ ଏହାର କଡ଼ା ଜବାବ୍‌ ମିଳିବ ବୋଲି ଚାଇନା କହିଛି। ଚାଇନାର ପିଏଲ୍‌ଏ ଜାପାନକୁ ଧ୍ୱଂସ କରିଦେବ ବୋଲି ସେ କହିଛନ୍ତି। ଚାଇନାର ସରକାରୀ ଖବର କାଗଜ ଗ୍ଲୋବାଲ ଟାଇମ୍ସ୍‌ରେ ଏନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ଜାପାନର ଉପ ପ୍ରଧାନମନ୍ତ୍ରୀ ତାରୋ ଆସୋ ତାଇଓ୍ବାନ ପ୍ରସଙ୍ଗରେ ସହାୟତା କରିବା ନେଇ ମନ୍ତବ୍ୟ ଦେବାପରେ ଗ୍ଲୋବାଲ ଟାଇମ୍ସ୍‌ରେ ଏହି ଖବର ପ୍ରକାଶ ପାଇଛି। ଆମେରିକା ଜାପାନ ମିଳିତ ଭାବେ ତାଇଓ୍ବାନ ପ୍ରସଙ୍ଗ ସହାୟତାର ହାତ ବଢ଼ାଇ ଥିବାରୁ ଚାଇନା ପ୍ରବକ୍ତା ଝାଓ ଲିଲିଆନ୍‌ ଏହାର ବିରୋଧ କରିଛନ୍ତି। ଏହି ପ୍ରସଙ୍ଗରେ କୌଣସି ହସ୍ତକ୍ଷେପକୁ ସହ୍ୟ କରାଯିବ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଜ୍ଞାନିକଙ୍କ ଚମତ୍କାରିତା, ଭୂକମ୍ପ ଆସିଲେ ପବନରେ ଉଡ଼ିବ ଘର! ଜାଣନ୍ତୁ କେମିତି

ଟୋକିଓ,୧ା୧୦: ଭୂକମ୍ପ ଆସିଲେ ଘର ଦୋହଲିବ ନାହିଁ, ବରଂ ଜମିରୁ ପ୍ରାୟ ୩ ସେଣ୍ଟିମିଟର ଉପରକୁ ଉଠିଯିବ! ଜାପାନର ଏକ କମ୍ପାନୀ ବିକଶିତ କରିଥିବା ଏଭଳି ଭୂକମ୍ପ…

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?