ଚାଇନା ସୋଲାର ମଡୁଲ୍ୟ ଆମଦାନୀ ୭୬ ପ୍ରତିଶତ କମାଇଲା ଭାରତ…

ନୂଆଦିଲ୍ଲୀ,୧୪।୯ : ବିଶ୍ୱର ବ୍ୟବସାୟିକ ଧାରାକୁ ଦୃଷ୍ଟିରେ ରଖି ଭାରତ୨୦୨୩ର ପ୍ରଥମାର୍ଦ୍ଧରେ ଚାଇନାରୁ ସୋଲାର ମଡ୍ୟୁଲ ଆମଦାନୀରେ ୭୬ ପ୍ରତିଶତ ହ୍ରାସ କରିଛି। ଯାହା ସୌର ଶକ୍ତି ଉତ୍ପାଦନରେ ଆତ୍ମନିର୍ଭରଶୀଳ ହେବା ଦିଗରେ ଭାରତର ଦୃଢ଼ ପରିବର୍ତ୍ତନକୁ ପ୍ରତିଫଳିତ କରିଛି।

ଚାଇନା ଠାରୁ ଭାରତର ସୋଲାର ମଡ୍ୟୁଲ ଆମଦାନୀ ୨୦୨୨ ର ପ୍ରଥମାର୍ଦ୍ଧରେ ୯.୮ ଗିଗା ଓ୍ବାଟରୁ ହ୍ରାସ ପାଇ ୨୦୨୩ ରେ ସମାନ ଅବଧିରେ ମାତ୍ର ୨.୩ ଗିଗା ଓ୍ବାଟ ରହିଛି ବୋଲି ବିଶ୍ୱ ଶକ୍ତି ଥିଙ୍କ ଟ୍ୟାଙ୍କର ଏମ୍ବର ରିପୋର୍ଟରେ ଦର୍ଶାଯାଇଛି।

ଏହି ରଣନୀତିକ ପରିବର୍ତ୍ତନ, ଶୁଳ୍କ ଲାଗୁ କରିବା ସହିତ ଆମଦାନୀ ଉପରେ ନିର୍ଭରଶୀଳତା ହ୍ରାସ କରିବା ଏବଂ ଏହାର ଘରୋଇ ଉତ୍ପାଦନ କ୍ଷମତାର ବିକାଶକୁ ପ୍ରାଥମିକତା ଦେବା ପାଇଁ ଭାରତର ସଂକଳ୍ପକୁ ସୂଚିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଓମ ବିର୍ଲଙ୍କ ବାସଭବନ ସାମ୍ନାରେ ନତମସ୍ତକ ହେଲେ ମେୟର, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନର କୋଟା ନଗର ନିଗମର ନୂଆ ମେୟର ଭାବେ ଭାଜପାର ଅନୁସୂୟା ଗୋସ୍ବାମୀ ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଏକ ଭିଡିଓ ସୋସିଆଲ ମିଡିଆରେ…

ରିପୋର୍ଟରେ ବଡ଼ ଖୁଲାସା: ଦଳ ବଦଳାଇଛନ୍ତି ୧୧୧ ଏମ୍‌ପି, ବିଧାୟକ

ନୂଆଦିଲ୍ଲୀ,୨୬ା୯: ୨୦୨୨ରୁ ୨୦୨୬ ମଧ୍ୟରେ ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିର୍ବାଚନ ଜିତିବା ପରେ ୧୧୧ ଏମ୍‌ପି ଏବଂ ବିଧାୟକ ଦଳ ବଦାଇଛନ୍ତି। ସର୍ବାଧିକ ଦଳବଦଳ ନାଗାଲାଣ୍ଡ…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?