ଆମେରିକାକୁ ଚାଇନାର ଚେତାବନୀ: ବରଦାସ୍ତ କରିବୁ ନାହିଁ, ଉଚିତ୍‌ ଜବାବ ଦେବୁ

ବେଜିଂ,୨୦।୯: ତାଇଓ୍ବାନକୁ ନେଇ ଚାଇନା ଏବଂ ଆମେରିକା ମଧ୍ୟରେ ସମ୍ପର୍କ ବିଗିଡିବାରେ ଲାଗିଛି। ଆମେରିକାକୁ ସ୍ପଷ୍ଟ ଭାବରେ ଚାଇନା କହିଛି ଯେ, ଦେଶକୁ ବିଭାଜନ କରିବା ଉଦ୍ଦେଶ୍ୟରେ କୌଣସି କାର୍ଯ୍ୟକଳାପକୁ ବରଦାସ୍ତ କରିବ ନାହିଁ ଏବଂ ସାର୍ବଭୌମତ୍ୱ ରକ୍ଷା ପାଇଁ ସମସ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବୁ। ତାଇୱାନର ଶାନ୍ତିପୂର୍ଣ୍ଣ ମିଳନ ପାଇଁ ଉଦ୍ୟମ ହେବ।
ଚାଇନାର ଏହି ମନ୍ତବ୍ୟ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ତାଇୱାନ ସମ୍ପର୍କରେ ଦେଇଥିବା ବିବୃତ୍ତିର ପ୍ରତିକ୍ରିୟା ଭାବରେ ଦେଖାଯାଉଛି। ବାଇଡେନ ନିକଟରେ କହିଥିଲେ ଯେ, ଯଦି ଚାଇନା ସ୍ବୟଂ ଶାସିତ ତାଇୱାନ ଉପରେ ଆକ୍ରମଣ କରିବାକୁ ଚେଷ୍ଟା କରେ, ତେବେ ଆମେରିକା ସୈନ୍ୟ ଏହାକୁ ସୁରକ୍ଷା ଦେବେ।
ଚଳିତ ବର୍ଷ ମେ ମାସରୁ ଏହା ହେଉଛି ଦ୍ୱିତୀୟ ଥର, ତାଇୱାନର ସ୍ବାଧୀନତା ରକ୍ଷା ପାଇଁ ଆମେରିକାର ସାମରିକ ହସ୍ତକ୍ଷେପକୁ ନେଇ ଜୋ ବାଇଡେନ ସକରାତ୍ମକ ପ୍ରତିକ୍ରିୟା ଦେଇଛନ୍ତି। ମେ ମାସରେ ଜାପାନ ଗସ୍ତ ସମୟରେ ସେ କହିଥିଲେ, ଚାଇନାକୁ ତାଇୱାନକୁ ଜବରଦଖଲ କରିବାକୁ ଅନୁମତି ଆମେରିକା ଦେବ ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ସହ ଭାଜପା ନେତାଙ୍କୁ ଜାଳିଦେଲେ

ରାୟପୁର, ୧୯।୬: ଛତିଶଗଡ଼ କୋରିଆ ଜିଲାରେ ବାଲି ଖନନକୁ କେନ୍ଦ୍ର କରି ୨ଗୋଷ୍ଠୀ ମଧ୍ୟରେ ଏକ ଜଘନ୍ୟ ହିଂସାକାଣ୍ଡ ଘଟିଛି। ଅଭିଯୁକ୍ତମାନେ ଏକ କାର୍‌କୁ ଧକ୍କା ଦେଇ…

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri