ତଳେ ମୁଁହ ମାଡ଼ି ଶୋଇଥିବା ପିଲାଙ୍କ ଉପରେ ଚାଲିଲେ ଚାଇନା ରାଷ୍ଟ୍ରଦୂତ: ଅମାନବୀୟ ବୋଲି କହିଲା ଆମେରିକା

ବେଜିଂ, ୨୨।୮: ଚାଇନା ରାଷ୍ଟ୍ରଦୂତଙ୍କ ଏକ ଫଟୋ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ରାଷ୍ଟ୍ରଦୂତ ତଳେ ମୁଁହ ମାଡ଼ି ଶୋଇଥିବା ଛୋଟ ପିଲାଙ୍କ ଉପରେ ଚାଲିଛନ୍ତି। ରେଡ୍‌ କାର୍ପେଟ୍‌ ବଦଳରେ ଛୋଟ ପିଲାଙ୍କ ଉପରେ ରାଷ୍ଟ୍ରଦୂତ ଚାଲୁଥିବାର ଦୃଶ୍ୟ ଭିଡ଼ିଓରେ ରହିଛି। ଏହି ଭିଡ଼ିଓ ଭାଇରାଲ ହେବା ପରେ ବିଭିନ୍ନ ଦେଶ ପକ୍ଷରୁ ନକାରାତ୍ମକ ମନ୍ତବ୍ୟ ଦିଆଯାଇଛି। ଆମେରିକା ଏହାକୁ ଅମାନବୀୟ କହିଛି। ତେବେ ଚାଇନା ଏହାକୁ ଖଣ୍ଡନ କରିଛି। ଚାଇନା କହିଛି ଯେ ରାଷ୍ଟ୍ରଦୂତ ତାଙ୍ଗ ସୋନଗେନ୍‌ ପ୍ରଶାନ୍ତ ସାଗରରେ ଥିବା ଛୋଟ ଦ୍ୱୀପ କିରିବାତି ଗସ୍ତ କରିଥିଲେ। ସେଠାକାର ପରମ୍ପରା ଅନୁସାରେ ଏଭଳି କରାଯାଇଥିଲା। ତେବେ ଚାଇନର ମନ୍ତବ୍ୟ ଏବେ ଟ୍ରୋଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଲିକପ୍ଟର ଦୁର୍ଘଟଣା: ୫ ମୃତ

ଆଞ୍ଚୋରେଜ୍‌,୨୯।୩: ଆମେରିକାର ଆଲାସ୍କା ରାଜ୍ୟରେ ଏକ ହେଲିକପ୍ଟର ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି...

ବାଂଲାଦେଶରେ ସ୍ଥଳଭାଗ ଛୁଇ ତାଣ୍ଡବ ରଚିଲା ସିତ୍ରାଙ୍ଗ

ଢାକା,୨୫।୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ସିତ୍ରାଙ୍ଗ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ମଙ୍ଗଳବାର ଭୋରରେ ବାଂଲାଦେଶର ଭାଲା ନିକଟ ବାରିଶାଲ-ଚାଟୋଗ୍ରାମ ନିକଟରେ ସ୍ଥଳଭାଗ ଅତିକ୍ରମ...

ପ୍ରେମରେ ପଡ଼ିଲେ ବଢେ ଶରୀରର ଓଜନ

ଅଷ୍ଟ୍ରେଲିଆର ସେଣ୍ଟ୍ରାଲ୍‌ କୁଇନ୍ସ ଲ୍ୟାଣ୍ଡ ୟୁନିଭର୍ସିଟିରେ କରାଯାଇଥିବା ଏକ ଗବେଷଣାରୁ ଜଣାପଡିଛି ପ୍ରେମରେ ପଡିବା ପରେ ଉଭୟେ ଝିଅ ଓ ପୁଅଙ୍କ ଶରୀରର ଓଜନ ବୃଦ୍ଧି...

ତାଲିବାନ୍‌ କବ୍‌ଜାରୁ ମୁକୁଳିଲେ ୮୩ ସାଧାରଣ ଲୋକ

କାବୁଲ,୬।୬: ଆଫ୍‌ଗାନୀସ୍ଥାନରେ ତାଲିବାନ୍‌ ଆତଙ୍କବାଦୀ ସଂଗଠନ ଦ୍ୱାରା ବନ୍ଦୀ ହୋଇରହିଥିବା ୮୩ ସାଧାରଣ ଲୋକଙ୍କୁ ମିଳିତ ସୁରକ୍ଷାକର୍ମୀ ମୁକୁଳାଇଛନ୍ତି। କ୍ୱାଇଜାର ଜିଲାର ଫାରେୟାବ ପ୍ରଦେଶରେ ହୋଇଥିବା...

୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଲା ଏହି ପ୍ରାଣୀ…

ମସ୍କୋ,୮।୬: ଦିନେ ଦୁଇ ଦିନ ଅବା ସପ୍ତାହେ ନୁହେଁ। ଏକାଥରେ ୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଛି ଏକ ପ୍ରାଣୀ।...

ନାଟୋ ପାଖରେ ବି ପରମାଣୁ ଅସ୍ତ୍ର ଅଛି

ପ୍ୟାରିସ,୨୫।୨: ରୁଷିଆନ ରାଷ୍ଟ୍ରପତି ଭ୍ଲାଦମିର ପୁଟିନ ପରମାଣୁ ଅସ୍ତ୍ର ବ୍ୟବହାର ଲାଗି ଧମକ ଦେଉଥିବା ବେଳେ ତାଙ୍କୁ ଚେତାବନୀ ଦେଇଛନ୍ତି ଫ୍ରାନ୍ସର ବୈଦେଶିକ ମନ୍ତ୍ରୀ ଜିନ...

ମୋଦିଙ୍କୁ ସର୍ପ ଦଂଶନରେ ମାରିବାକୁ ଧମକ ଦେଲେ ପାକିସ୍ତାନୀ ପପ୍‌ ଗାୟିକା

ଇସ୍‌ଲାମାବାଦ,୪।୯: ଏବେ ସୋସିଆଲ ମିଡିଆରେ ଜଣେ ପାକିସ୍ତାନୀ ପପ୍‌ ଗାୟିକାଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ଆଉ ଏହାକୁ ଦେଖି ଲୋକେ ହସି ହସି ବେଦମ୍‌...

ମହାମାରୀରେ ୮ ନିୟୁତ ଟନ୍‌ ପ୍ଲାଷ୍ଟିକ୍‌ ବର୍ଜ୍ୟ

ଏସ୍‌ ଏଞ୍ଜେଲ୍ସ, ୧୧ା୧୧: କୋଭିଡ୍‌ ମହାମାରୀ ଯୋଗୁ ପରିବେଶ ଉପରେ ବ୍ୟାପକ ପ୍ରଭାବ ପଡ଼ିଛି। ଏହି ସମୟରେ ୮ ନିୟୁତ ଟନ୍‌ରୁ ଅଧିକ ପ୍ଲାଷ୍ଟିକ୍‌ ଆବର୍ଜନା...

Advertisement
Archives

Model This Week