‘ଗଲୱାନ୍ ଘାଟିରେ ପଛକୁ ଫେରିନାହିଁ ଚୀନ, ଏବେ ମଧ୍ୟ ସୀମାରେଖା ଉପରେ ବସି ରହିଛି’: ପେଣ୍ଟାଗନ ରିପୋର୍ଟରେ ବଡ଼ ଦାବି

ନୂଆଦିଲ୍ଲୀ, ୨୧/୧୦: ଲଦାଖର ଗଲୱାନ୍ ଘାଟିରେ ଭାରତ ସହିତ ହିଂସାତ୍ମକ ବିବାଦ ପରେ ଚୀନ ସେନା ଏବେ ମଧ୍ୟ ସେଠାରେ ବସି ରହିଛି, ଯେଉଁଠାରେ ହିଂସା ହୋଇଥିଲା। ଆମେରିକା ପେଣ୍ଟାଗନର ଏକ ରିପୋର୍ଟରେ ଏଭଳି ଦାବି କରାଯାଇଛି। ଏହି ରିପୋର୍ଟରେ କୁହାଯାଇଛି ଯେ, ଜୁନ୍ ମାସ ୨୦୨୦ ରେ ହିଂସାତ୍ମକ ବିବାଦ ପରେ ଚୀନର ପିପୁଲସ୍ ଲିବରେସନ ଆର୍ମି(ପିଏଲଏ) ଭାରତ ସହିତ ବାସ୍ତବିକ ସୀମାରେଖା(ଏଲଏସି) ଉପରେ ନିରନ୍ତର ଉପସ୍ଥିତି ବଜାୟ ରଖିଛି ଏବଂ ସାଧାରଣାରୁ ଅତ୍ୟାବଶ୍ୟକ ଭିତ୍ତିଭୂମି ନିର୍ମାଣ ଜାରି ରଖିଛି।

୨୦୨୦ ଜୁନ୍ ମାସ ୧୫-୧୬ ତାରିଖ ରାତିରେ ଏଲଏସି ନିକଟରେ ଦୁଇ ଦେଶର ସେନା ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଭାରତର ୨୦ ସେନା ସର୍ବୋଚ୍ଚ ବଳିଦାନ ଦେଇଥିଲେ। ପେଣ୍ଟାଗନ ରିପୋର୍ଟରେ ଏହା ମଧ୍ୟ କୁହାଯାଇଛି ଯେ, ଅନେକ ରାଉଣ୍ଡର ଆଲୋଚନା ପରେ କିଛି ଚୀନ ସୈନିକ ପଛକୁ ମଧ୍ୟ ଅଧିକାଂଶ ସେନା ଏବେ ମଧ୍ୟ ସୀମା ନିକଟରେ ରହିଛନ୍ତି।

ବର୍ତ୍ତମାନ ସୁଦ୍ଧା ସୀମାରେଖା ନିକଟରେ ଚୀନ ସ୍ଥଳମାର୍ଗକୁ ଯୋଡ଼ୁଥିବା ଏକ ବିଶାଳ ଭଣ୍ଡାର ଗୃହ, ଏହାବାଦ ପଡୋଶୀ ଭୁଟାନ ସହିତ ବିବାଦୀୟ କ୍ଷେତ୍ର ଡୋକଲାମ ନିକଟରେ ନୂଆ ଗାଁ ବସାଇବା, ପୋଙ୍ଗଙ୍ଗ ହ୍ରଦରେ ପୋଲ ନିର୍ମାଣ କରିବା ଏବଂ ଏକ ବିମାନ ଅବତରଣ ପାଇଁ ରନୱେ ପ୍ରସ୍ତୁତ କରିଛି।

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri