ଚାଇନାକୁ ଆଉ ଏକ ଧକ୍କା

ନୂଆଦିଲ୍ଲୀ,୧।୭: ଭାରତ-ଚାଇନା ସୀମା ବିବାଦ ପରେ ଏବେ ଏହାକୁ ନେଇ ସମସ୍ତଙ୍କ ନଜର ଭାରତ ଉପରେ। ନରେନ୍ଦ୍ର ମୋଦି ସରକାର ଚାଇନା ବିରୋଧରେ ଆର୍ଥିକ ସ୍ତରରେ ବଡ ବଡ ପଦକ୍ଷେପ ନେବା ଆରମ୍ଭ କରି ଦେଇଛନ୍ତି। ପ୍ରଥମେ ଚାଇନାର ପ୍ରାୟ ୫୯ ଆପ ଉପରେ ପ୍ରତିବନ୍ଧକ ଲଗାଇବା ପରେ ଏବେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରି ବୁଧବାର ଚାଇନାକୁ ଆଉ ଏକ ଝଟ୍‌କା ଦେଇଛନ୍ତି। ଗଡକରୀ କହିଛନ୍ତି ଭାରତରେ ଏବେ ରାଜମାର୍ଗ ପରିଯୋଜନାରେ ଚାଇନା କମ୍ପାନୀକୁ ଅନୁମତି ମିଳିବ ନାହିଁ। ଏହାଫଳରେ ଚାଇନା ଆର୍ଥିକ ସ୍ତରରେ ଭାରତଠାରୁ ଆଉ କିଛି ହରାଇବ ନିଶ୍ଚୟ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମାଷ୍ଟମୀ ଓ ବିଶ୍ୱ ହିନ୍ଦୁ ପରିଷଦ ସ୍ଥାପନା ଦିବସ

କେନ୍ଦୁଝର,୨୩।୮(ସ୍ବ.ପ୍ର.): କେନ୍ଦୁଝର ବିଶ୍ବ ହିନ୍ଦୁ ପରିଷଦ ପକ୍ଷରୁ ଜନ୍ମାଷ୍ଟମୀ ଓ ବିଶ୍ୱ ହିନ୍ଦୁ ପରିଷଦ ସ୍ଥାପନା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି । ବିରାଟ ପଟୁଆରରେ...

ବାଇଡେନ୍‌ଙ୍କୁ ଶୁଭେଚ୍ଛା ଜଣାଇଲେ ଦିଗ୍‌ବିଜୟ: ୨୦୨୪ରେ ଭାରତକୁ ବି ନୂଆ ନେତା ମିଳିବାର ରହିଛି ଆଶା !

ନୂଆଦିଲ୍ଲୀ,୮।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡେମୋକ୍ରାଟିକ୍‌ ପାର୍ଟି ପ୍ରାର୍ଥୀ ଜୋ ବାଇଡେନ୍‌ଙ୍କ ବିଜୟ ହୋଇଛି। ଏନେଇ କଂଗ୍ରେସ ନେତା ଦିଗ୍‌ ବିଜୟ ସିଂ ତାଙ୍କୁ ଟୁଇଟ୍‌...

ଜନ୍ମାଷ୍ଟମୀର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୩୦।୮: ପବିତ୍ର ଜନ୍ମାଷ୍ଟମୀର ଶୁଭ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଜନ୍ମାଷ୍ଟମୀର ଶୁଭ ଅବସରରେ ସମସ୍ତ...

ଭାରତରେ ବିସ୍ଫୋରକ ହେବ ସଂକ୍ରମଣ

ନୂଆଦିଲ୍ଲୀ, ୩୦।୧୨: କରୋନା ଭୂତାଣୁର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଆସିବା ପରେ ଭାରତରେ ଗତ କିଛିଦିନ ହେଲା କୋଭିଡ୍‌ ସଂକ୍ରମଣ ବଢ଼ିଚାଲିଛି। ଆଗାମୀ ଦିନରେ ଏହା...

ଶ୍ରୀକୃଷ୍ଣଙ୍କ ହାତରେ କାହିଁକି ଥାଏ ବଂଶୀ

ଆସୁଛି ଜନ୍ମାଷ୍ଟମୀ। ଭଗବାନ୍‌ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବକୁ ସାରା ଦେଶରେ ଖୁବ୍‌ ଆଡ଼ମ୍ବର ସହକାରେ ପାଳନ କରାଯିବାକୁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ତେବେ ଶ୍ରୀକୃଷ୍ଣଙ୍କ...

ଆଜି ଜନ୍ମାଷ୍ଟମୀ, ଭକ୍ତଙ୍କୁ ମନ୍ଦିର ମନା

ଭୁବନେଶ୍ୱର,୩୦ା୮(ବ୍ୟୁରୋ): ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ। ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ତିଥି । ଏଥିପାଇଁ ରାଜ୍ୟର ବିଭିନ୍ନ ମନ୍ଦିରରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ଚଳିତବର୍ଷ...

ମେଲଛାମୁଣ୍ଡା ଶିଶୁମନ୍ଦିରରେ ଜନ୍ମାଷ୍ଟମୀ: ୧୬୭ ପ୍ରତିଯୋଗୀଙ୍କ ମଧ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତା

ଘେଁସ,୨୩।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ଅନ୍ତର୍ଗତ ମେଲଛାମୁଣ୍ଡା ସରସ୍ବତୀ ଶିଶୁମନ୍ଦିରରେ ଶୁକ୍ରବାର ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ବହୁ ଛାତ୍ରୀଛାତ୍ର ରାଧାକୃଷ୍ଣ ବେଶରେ ସଜ୍ଜିତ...

ଜନ୍ମାଷ୍ଟମୀ ଉପବାସ କଲେ ପୂରଣ ହୋଇଥାଏ ଏସବୁ ମାନସିକ, ଜାଣନ୍ତୁ କେଉଁମାନେ ଏହି ବ୍ରତ କରିବା ଉଚିତ୍‌

ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ଜନ୍ମାଷ୍ଟମୀ। ଏହି ଦିନ ଶ୍ରୀକୃଷ୍ଣଙ୍କ ଜନ୍ମ। ବିଶ୍ୱାସ କରାଯାଏ, ଏହି ଦିନ ଉପବାସ କଲେ ଭକ୍ତଙ୍କ ସବୁ ମନବାଞ୍ଛା ପୂରଣ ହୋଇଥାଏ।...

Advertisement
Archives

Model This Week