ଚାଇନାକୁ ଆଉ ଏକ ଧକ୍କା

ନୂଆଦିଲ୍ଲୀ,୧।୭: ଭାରତ-ଚାଇନା ସୀମା ବିବାଦ ପରେ ଏବେ ଏହାକୁ ନେଇ ସମସ୍ତଙ୍କ ନଜର ଭାରତ ଉପରେ। ନରେନ୍ଦ୍ର ମୋଦି ସରକାର ଚାଇନା ବିରୋଧରେ ଆର୍ଥିକ ସ୍ତରରେ ବଡ ବଡ ପଦକ୍ଷେପ ନେବା ଆରମ୍ଭ କରି ଦେଇଛନ୍ତି। ପ୍ରଥମେ ଚାଇନାର ପ୍ରାୟ ୫୯ ଆପ ଉପରେ ପ୍ରତିବନ୍ଧକ ଲଗାଇବା ପରେ ଏବେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରି ବୁଧବାର ଚାଇନାକୁ ଆଉ ଏକ ଝଟ୍‌କା ଦେଇଛନ୍ତି। ଗଡକରୀ କହିଛନ୍ତି ଭାରତରେ ଏବେ ରାଜମାର୍ଗ ପରିଯୋଜନାରେ ଚାଇନା କମ୍ପାନୀକୁ ଅନୁମତି ମିଳିବ ନାହିଁ। ଏହାଫଳରେ ଚାଇନା ଆର୍ଥିକ ସ୍ତରରେ ଭାରତଠାରୁ ଆଉ କିଛି ହରାଇବ ନିଶ୍ଚୟ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମାଷ୍ଟମୀ ଓ ବିଶ୍ୱ ହିନ୍ଦୁ ପରିଷଦ ସ୍ଥାପନା ଦିବସ

କେନ୍ଦୁଝର,୨୩।୮(ସ୍ବ.ପ୍ର.): କେନ୍ଦୁଝର ବିଶ୍ବ ହିନ୍ଦୁ ପରିଷଦ ପକ୍ଷରୁ ଜନ୍ମାଷ୍ଟମୀ ଓ ବିଶ୍ୱ ହିନ୍ଦୁ ପରିଷଦ ସ୍ଥାପନା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି । ବିରାଟ ପଟୁଆରରେ...

ମଥୁରା ଜନ୍ମାଷ୍ଟମୀ ଉତ୍ସବରେ ଯୋଗ ଦେବେ ଯୋଗୀ

ମଥୁରା,୨୩।୮: ସାରା ଦେଶରେ ଶୁକ୍ରବାର ଭଗବାନ୍‌ ଶ୍ରୀକୃଷ୍ଣଙ୍କ ଜନ୍ମଦିନ ‘ଜନ୍ମାଷ୍ଟମୀ’ ଉତ୍ସବ ଖୁବ୍‌ ଆଡମ୍ବରରେ ପାଳନ କରାଯାଉଛି। ହେଲେ ମଥୁରାରେ ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ...

ଜନ୍ମାଷ୍ଟମୀ ଲାଗି ସାକ୍ଷୀଗୋପାଳ ମନ୍ଦିର ଚଳଚଞ୍ଚଳ

ସାକ୍ଷୀଗୋପାଳ, ୨୨।୮(ଡି.ଏନ୍‌.ଏ.)-ସାକ୍ଷୀଗୋପାଳ ମନ୍ଦିରରେ ଶୁକ୍ରବାର ଶ୍ରୀକୃଷ୍ଣ ଜନ୍ମୋତ୍ସବ ସମାରୋହରେ ପାଳିତ ହେବ। ଏଥି ନିମନ୍ତେ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ପରମ୍ପରା କ୍ରମେ ମନ୍ଦିରରେ ଶିଶୁ...

ଶ୍ରୀକୃଷ୍ଣଙ୍କ ହାତରେ କାହିଁକି ଥାଏ ବଂଶୀ

ଆସୁଛି ଜନ୍ମାଷ୍ଟମୀ। ଭଗବାନ୍‌ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବକୁ ସାରା ଦେଶରେ ଖୁବ୍‌ ଆଡ଼ମ୍ବର ସହକାରେ ପାଳନ କରାଯିବାକୁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ତେବେ ଶ୍ରୀକୃଷ୍ଣଙ୍କ...

ପ୍ରଭୁ ଶ୍ରୀକୃଷ୍ଣଙ୍କୁ ଗଭୀର ପ୍ରେମ କରୁଥିଲେ ଏହି ମୁସଲମାନ ନେତା

ଆଜି ସାରା ଦେଶରେ ଜନ୍ମାଷ୍ଟମୀ ଧୁମଧାମରେ ପାଳନ କରାଯାଉଛି। ଭଗବାନ ଶ୍ରୀକୃଷ୍ଣଙ୍କ ଭକ୍ତମାନେ ମନ୍ଦିରରେ ଭିଡ ଜମାଇଛନ୍ତି। ତେବେ ଶ୍ରୀକୃଷ୍ଣଙ୍କୁ କେବଳ ହିନ୍ଦୁମାନେ ନୁହନ୍ତି, ମୁସଲମାନମାନେ...

ବଜାରରେ ବିକ୍ରି ହେଉଛି ପିପିଇ କିଟ୍‌, କ୍ୟାପ, ମାସ୍କ, ଫେସସିଲ୍ଡ ପିନ୍ଧା କୃଷ୍ଣଙ୍କ ମୂର୍ତ୍ତି

ବାରାଣସୀ,୧୧।୮: କରୋନା ମହାମାରୀ ପାଇଁ ସାରା ବିଶ୍ୱରେ ପାଳନ କରାଯାଉଥିବା ଅନେକ ପର୍ବପର୍ବାଣୀ ତା’ର ଚମକ ହରାଇଛି। ଭାରତଭଳି ଏକ ଧର୍ମନିରପେକ୍ଷ ଦେଶରେ ବି ପ୍ରାୟ...

ଛପନ ଭୋଗରେ ଭାରତୀୟ ସଂସ୍କୃତିର ଝଲକ

ସମଗ୍ର ଭାରତରେ ଶୁକବ୍ରାର ଭଗବାନ୍‌ ଶ୍ରୀକୃଷ୍ଣଙ୍କ ଜନ୍ମାଷ୍ଟମୀ ବହୁ ଧୁମଧାମରେ ପାଳିତ ହେଉଛି। ରାଜ୍ୟର ବିଭିନ୍ନ ମନ୍ଦିର, ଅନୁଷ୍ଠାନ ଓ ସ୍କୁଲରେ ଜନ୍ମାଷ୍ଟମୀ ଉତ୍ସବ ଅନୁଷ୍ଠିତ...

ସରସ୍ବତୀ ଶିଶୁମନ୍ଦିରରେ ଜନ୍ମାଷ୍ଟମୀ ପାଳନ: ଶ୍ରୀକୃଷ୍ଣଙ୍କ ବେଶରେ ସହର ପରିକ୍ରମା

ଛେଣ୍ଡିପଦା,୨୩।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଥିବା ସରସ୍ବତୀ ଶିଶୁମନ୍ଦିରରେ ଶୁକ୍ରବାର ଜନ୍ମାଷ୍ଟମୀ ପାଳନ ହୋଇଯାଇଛି । ଏହି ଅବସରରେ ଶିଶୁମନ୍ଦିର ପରିସରରେ ଶ୍ରୀକୃଷ୍ଣଙ୍କ...

Advertisement


Archives

Model This Week

Why Dharitri