ଦୁଇ ସନ୍ତାନଙ୍କୁ ୧୫ମହଲାରୁ ଫିଙ୍ଗିଦେଲେ ଦମ୍ପତି, ଏବେ କୋର୍ଟ ଶୁଣାଇଲେ ମୃତ୍ୟୁଦଣ୍ଡ

ବେଜିଂ,୨।୨: ଚାଇନାରେ ଏକ ଦମ୍ପତିଙ୍କୁ ଫାଶୀ ଦଣ୍ଡାଦେଶ ହୋଇଛି। ଏହି ଦମ୍ପତି ନିଜ ଦୁଇ ଶିଶୁଙ୍କୁ ହତ୍ୟା କରିଥିବା ଅଭିଯୋ ଗ ହୋଇଛି । କହିରଖୁଛୁ କି, ଦମ୍ପତି ସେମାନଙ୍କର ଦୁଇ ସନ୍ତାନଙ୍କୁ ୧୫ ମହଲାରୁ ଫୋପାଡି ଦେଇଛନ୍ତି । ଏଥିରେ ଉଭୟ ଶିଶୁଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । ଅଭିଯୁକ୍ତ ଦମ୍ପତିଙ୍କୁ ଏହି ଘଟଣା ବିଷୟରେ ଯେତେବେଳେ ପଚରାଯାଇଥିଲା ସେ ଏହାକୁ
ଦୁର୍ଘଟଣା ବୋଲି କହିଛନ୍ତି। କିନ୍ତୁ ପ୍ରମାଣ ମିଳିବା ପରେ କୋର୍ଟ ତାଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ,୨୦୨୦ ନଭେମ୍ବର ୨ରେ ଓ୍ବାଙ୍ଗ ଏବଂ ତାଙ୍କ ଗର୍ଲଫ୍ରେଣ୍ଡ ୟେ ଚେଙ୍ଗଚେନ ଏହି ଲୋମହର୍ଷଣକାରୀ ଘଟଣା ଘଟାଇଥିଲେ । ସେ ତାଙ୍କର ଦୁଇ ବର୍ଷର ଝିଅ ଜାଙ୍ଗ ରୁଇଶୁ ଏବଂ ବର୍ଷକର ପୁଅ ଜାଙ୍ଗ ୟାଙ୍ଗ୍ରୁଇଙ୍କୁ ୧୫ମହଲାରୁ ଫିଙ୍ଗି ଦେଇଥିଲେ।
ଘଟଣା ଜଣା ପଡିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା। ଏଥିରେ ଦମ୍ପତିଙ୍କ ସଂପୃକ୍ତି ଥିବା ପୋଲିସ ଜାଣିବାକୁ ପାଇଥିଲା। ସ୍ଥାନୀୟ ଲୋକ ମଧ୍ୟ ତାଙ୍କ ବିରୋଧରେ ମାମଲା ଦାୟର କରିଥିଲେ ।

ଚେଙ୍ଗଚେନଙ୍କ ପ୍ରଥମ ସ୍ବାମୀ ଜାଙ୍ଗ ବୋଙ୍କୁ ସହ ଛାଡପତ୍ର ପରେ ସେ ୱାଙ୍ଗ ବୋଙ୍କ ସହ ରହୁଥିଲେଥି । ଚେଙ୍ଗଚେନ ଜାଙ୍ଗ ବୋଙ୍କ ପିଲାଙ୍କ ସହିତ ରହିବାକୁ ଚାହୁଁ ନ ଥିଲେ। ତେଣୁ ସେ ତାଙ୍କର ଦୁଇ ସନ୍ତାନଙ୍କୁ ହତ୍ୟା କରିଥିଲେ। ଏହି ଚୋଙ୍ଗକିଙ୍ଗ ସରକାରୀ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ, ୱାଙ୍ଗ ଏବଂ ଚେଙ୍ଗଚେନ ସୋସିଆଲ ମିଡିଆରୁ ସମ୍ପର୍କ ଗଢି ଉଠିଥିଲା । ୱାଙ୍ଗ ବୋ ମଧ୍ୟ ବିବାହିତ ଥିଲେ । ତାଙ୍କ ସ୍ତ୍ରୀଙ୍କ ନାମ ଚେନ ମେଲିନ ଥିଲା । ଏହା ସତ୍ତ୍ୱେ ସେ ଚେଙ୍ଗସେନଙ୍କ ସହ ସମ୍ପର୍କରେ ଥିଲେ। ତେବେ ପରେ ସେ ମେଲିନଙ୍କୁ ଛାଡପତ୍ର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମରଣାନ୍ତକ ଆକ୍ରମଣ କରି ଫସିଲେ, ମାସେ ପରେ ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri