ହାତରେ ଏକେ-୪୭ ଧରି କାମ କରୁଛନ୍ତି ଚାଇନା ଇଞ୍ଜିନିୟର…

କରାଚି,୨୨।୭: ଆତଙ୍କବାଦୀଙ୍କ ସୁରକ୍ଷିତ ଆଶ୍ରୟସ୍ଥଳୀ ପାଲଟିଥିବା ପାକିସ୍ତାନରେ ଏବେ ସଙ୍କଟ ସୃଷ୍ଟି ହୋଇଛି। ଏଠାରେ ଆତଙ୍କବାଦୀ ଆକ୍ରମଣ ଜାରି ରହିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ପାକିସ୍ତାନର ଚାଇନା-ପାକିସ୍ତାନକୋନୋମିକ୍‌ କୋରିଡୋର (ସିପିଇସି) ପ୍ରୋଜେକ୍ଟରେ କାମ କରୁଥିବା ଚାଇନା ଇଞ୍ଜିନିୟର ଏବଂ ଅନ୍ୟ କର୍ମଚାରୀମାନେ ଏବେ ହାତରେ ଏକେ-୪୭ ଧରି କାମ କରୁଥିବାର ଦେଖିବାକୁ ମିଳୁଛି। ନିକଟରେ ଚାଇନାର କେତେକ କର୍ମଚାରୀଙ୍କ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ। ତେଣୁ ସୁରକ୍ଷା ଲାଗି ଚାଇନା ପକ୍ଷରୁ ନିଜ କର୍ମଚାରୀଙ୍କୁ ଏଭଳି ନିର୍ଦ୍ଦେଶ ଦିଆଯାଇଛି। ସୋସିଆଲ୍‌ ମିଡ଼ିଆରେ ହାତରେ ଏକେ-୪୭ ଧରି କାମ କରୁଥିବା ଚାଇନା କର୍ମଚାରୀଙ୍କ ଫଟୋ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାଧିନତା ଦିବସର ଶୁଭେଚ୍ଛା ଜଣାଇଲେ ଆମେରିକା ରାଷ୍ଟ୍ରପତି

ୱାଶିଂଟନ,୧୫ ।୮: ଭାରତ ପାଳନ କରୁଛି ସ୍ୱାଧିନତାର ୭୫ ବର୍ଷ । ଏଥିଲାଗି ସାରା ଦେଶରେ ଉତ୍ସାହ ଦେଖିବାକୁ ମିଳିଛି । ଭାରତର ଏହି ଖୁସିରେ...

ମହାକାଶ ଷ୍ଟେଶନରେ ସଫଳତାର ସହିତ ‘ସୋଲାର ଆରେ’ ସ୍ଥାପନ କଲା ନାସା…

ଓ୍ବାଶିଂଟନ,୫।୧୨ : ଆମେରିକାର ସ୍ପେସ ଏଜେନ୍ସି (ନାସା) ର ଜ୍ୟୋର୍ତିବିଜ୍ଞାନୀ ଜୋସ କାସାଡା ଏବଂ ଫ୍ରାଙ୍କ ରୁବିଓ ନୂତନ ରୋଲ ଆଉଟ ସୋଲାର୍‌ ଆରେକୁ ସଫଳତାର...

ନାଇଜେରିଆରେ ଆତଙ୍କବାଦୀ ଆକ୍ରମଣ: ୩୦ ନିହତ

ଆବୁଜା,୧୧ା୨(ଆଇଏଏନ୍‌ଏସ୍‌): ନାଇଜେରିଆରେ ବୋର୍ନୋ ପ୍ରଦେଶରେ ବୋକୋ ହାରାମ ଆତଙ୍କବାଦୀଙ୍କ ଆକ୍ରମଣରେ ୩୦ ଜଣଙ୍କ ମୃତ୍ୟୁ ଘଟିଛି। ଆତଙ୍କବାଦୀମାନେ କେତେଜଣ ମହିଳା ଓ ଶିଶୁଙ୍କୁ ଅପହରଣ କରିନେଇଥିବାବେଳେ...

ରୁଷିଆ ଉପରେ ୟୁଟ୍ୟୁବ୍‌ର ସର୍ଜିକାଲ ଷ୍ଟ୍ରାଇକ୍‌…

ମସ୍କୋ,୨୭।୨ : ରୁଷିଆ -ୟୁକ୍ରେନ ମଧ୍ୟରେ ଚାଲିଥିବା ମହାଯୁଦ୍ଧ ମଧ୍ୟରେ  ୟୁଟ୍ୟୁବ ପକ୍ଷରୁ ରୁଷିଆକୁ କଡ଼ ଝଟ୍‌କା ଲାଗିଛି। ସୋସିଆଲ ମିଡିଆ ପ୍ଲାଟଫର୍ମ ୟୁଟ୍ୟୁବ୍‌ ମଧ୍ୟ...

‘ହିମ ହ୍ରଦ ବନ୍ୟା’: ପ୍ରଭାବିତ ହେବେ ୩୦ ଲକ୍ଷ

ଲଣ୍ଡନ, ୯।୨: ଭବିଷ୍ୟତରେ ସାରା ବିଶ୍ୱ ହିମ ହ୍ରଦ ବନ୍ୟା ଦ୍ୱାରା ପ୍ରଭାବିତ ହେବାକୁ ଯାଉଛି। ବ୍ରିଟେନ ନ୍ୟୁକାଷ୍ଟଲ ୟୁନିଭର୍ସିଟି ବିଶେଷଜ୍ଞମାନଙ୍କ ଦ୍ୱାରା କରାଯାଇଥିବା ଅଧ୍ୟୟନରେ...

ଦକ୍ଷିଣ ଡାକୋଟାରେ ବିମାନ ଦୁର୍ଘଟଣା:୯ ମୃତ

ଓ୍ବାଶିଂଟନ,୧।୧୨: ଆମେରିକାର ଦକ୍ଷିଣ ଡାକୋଟାରେ ଶନିବାର ହୋଇଥିବା ଏକ ବିମାନ ଦୁର୍ଘଟଣାରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ୨ ଶିଶୁ ଥିବାବଳେ...

ନ୍ୟୁ ମେକ୍ସିକୋରେ ଗୁଳିକାଣ୍ଡ, ୩ ମୃତ, ଆକ୍ରମଣକାରୀ ବି ନିହତ

ନ୍ୟୁ ମେକ୍ସିକୋ,୧୬।୫: ଆମେରିକାରେ ପୁଣିଥରେ ଫୁଟିଛି ଗୁଳି। ନ୍ୟୁ ମେକ୍ସିକୋର ଫାର୍ମିଗଟନରେ ହୋଇଥିବା ଗୁଳିକାଣ୍ଡରେ ଅତିକମରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ଏହାସହ କେତେଜଣ ଆହତ...

ସୋସିଆଲ ମିଡିଆରେ ଏବେ ମହିଳା ରହିବେ ସୁରକ୍ଷିତ, ପ୍ରତିଶ୍ରୁତି ଦେଲେ…

ପ୍ୟାରିସ୍‌,୨ା୭: ଟୁଇଟର, ଗୁଗଲ୍‌, ଫେସବୁକ୍‌ ଏବଂ ଟିକ୍‌ଟକ୍‌ ଭଳି ଟେକ୍‌ କମ୍ପାନୀଗୁଡ଼ିକ ଅନ୍‌ଲାଇନ୍‌ ଅପରାଧକୁ ଦୂର କରିବା ସହିତ ଡିଜିଟାଲ ପ୍ଲାଟ୍‌ଫର୍ମରେ ମହିଳାଙ୍କ ସୁରକ୍ଷା ବଢ଼ାଇବାକୁ...

Advertisement
Archives

Model This Week