ଚାଇନାର ବନ୍ଧୁ ପଣିଆ: କିମ୍‌ ଜୋଙ୍ଗ୍‌ଙ୍କୁ କରୋନା ଟିକା ଦେଲେ ଜିନ୍‌ପିଙ୍ଗ୍‌

ବେଜିଂ,୧।୧୨: ଚାଇନା ଉତ୍ତର କୋରିଆ ପ୍ରତି ଥିବା ନିଜର ବନ୍ଧୁ ପଣିଆ ଦେଖାଇଛି। ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ପ୍ରତି ନିଜର ପ୍ରତିଶ୍ରୁତି ବଦ୍ଧତା ଦେଖାଇ ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ସରକାର କରୋନା ଟିକା ପହଞ୍ଚାଇଛନ୍ତି। ଉତ୍ତର କୋରିଆରେ କରୋନା ସଂକ୍ରମିତଙ୍କର କୌଣସି ଘଟଣା ଘଟୁ ନାହିଁ ବୋଲି ସରକାର କହିଛନ୍ତି। ତେବେ କିମ୍‌ଙ୍କ ପରିବାର ସଦସ୍ୟଙ୍କୁ ଚାଇନା କରୋନା ପ୍ରତିଷେଧକ ଟିକା ଯୋଗାଇ ଦେଇଛି। ଆମେରିକା ପକ୍ଷରୁ ଏନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ଉତ୍ତର କୋରିଆର କେତେକ ଅଧିକାରୀଙ୍କୁ ମଧ୍ୟ ଟିକା ଦିଆଯାଇଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସେଣ୍ଟର ଫର୍‌ ଦି ନ୍ୟାଶନାଲ୍‌ ଇଣ୍ଟ୍ରେଷ୍ଟ୍‌ ବିଶେଷଜ୍ଞ ହ୍ୟାରି କାଜିଆନିସ୍‌ ଏନେଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ ନୂଆ ନିର୍ଦେଶନାମା: ପ୍ରତ୍ୟେହ ମଧ୍ୟାହ୍ନ ୧୨ଟାରୁ ପରଦିନ ସକାଳ ୭ଟା ପର୍ଯ୍ୟନ୍ତ ଶଟ୍‌ଡାଉନ

ଛତ୍ରପୁର, ୪।୪(ଡି.ଏନ.ଏ .)- ରାଜ୍ୟରେ କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ତାଲା ବନ୍ଦ ପରିପ୍ରେକ୍ଷିରେ ଅଧିକ କଠୋର କଟକଣା ଜାରି କରିଛନ୍ତି...

ରାଶନକାର୍ଡଧାରୀଙ୍କୁ ସହାୟତା ରାଶି ବଣ୍ଟନ, ରହୁନି ସାମାଜିକ ଦୂରତା

ଚୌଦ୍ୱାର,୧୧।୪(ଡି.ଏନ୍‌.ଏ.): କରୋନା ସହାୟତା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ରାଶନକାର୍ଡଧାରୀଙ୍କୁ ୧ ହଜାର ଟଙ୍କା ସହାୟତା ରାଶି ପ୍ରଦାନ ପାଇଁ ଘୋଷଣା କରାଯାଇଛି। ଏନେଇ...

ଅଧିକ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଚଳାଇବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): କରୋନା (କୋଭିଡ୍‌-୧୯) ସଂକ୍ରମଣ ଆଶଙ୍କାରେ ଦୀର୍ଘ ଦେଢ଼ମାସରୁ ଊର୍ଦ୍ଧ୍ୱ କାଳ ଧରି ସମଗ୍ର ଦେଶ ଲକ୍‌ଡାଉନ୍‌ରେ ରହିଛି। କଳକାରଖାନା, ବ୍ୟବସାୟ ପ୍ରତିଷ୍ଠାନ ସବୁ କିଛି...

୧୨ରୁ ୧୫ ବର୍ଷ ପିଲାଙ୍କ ପାଇଁ ଫାଇଜର ୧୦୦% ଫଳପ୍ରଦ

ବର୍ଲିନ,୧।୪: ବାୟୋଟେକ୍‌-ଫାଇଜର କମ୍ପାନୀ ପ୍ରସ୍ତୁତ କୋଭିଡ୍‌ ଟିକା ୧୨ରୁ ୧୫ ବର୍ଷର ପିଲାଙ୍କ କ୍ଷେତ୍ରରେ ୧୦୦ ପ୍ରତିଶତ ଫଳପ୍ରଦ ବୋଲି କମ୍ପାନୀ ପକ୍ଷରୁ ବୁଧବାର ଦାବି...

ପାକିସ୍ତାନ ପୂର୍ବତନ ରାଷ୍ଟ୍ରପତି ରାଫିକ ତାରରଙ୍କ ବିୟୋଗ

ଲାହୋର,୮।୩: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ରାଫିକ ତାରର ସୋମବାର ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ୯୨ ବର୍ଷ ହୋଇଥିଲା। ରାଫିକ ୧୯୯୭ରୁ ୨୦୦୧ ପାକିସ୍ତାନ...

ରାଜ୍ୟରୁ ପୁଣି ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୪୦କୁ ବୃଦ୍ଧି ପାଇଛି। ୪ ମୃତକଙ୍କ ମଧ୍ୟରେ...

ଅବତରଣ ସମୟରେ ଦୁର୍ଘଟଣା, ଜଳିଗଲା ସୈନ୍ୟ ବାହିନୀ ବିମାନ…

ମାନିଲା,୪।୭: ସୈନ୍ୟ ବାହିନୀର ଏକ ବିମାନ ଅବତରଣ ସମୟରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦକ୍ଷିଣ ଫିଲିପାଇନ୍ସ୍‌ରେ ଘଟିଥିବା ଏହି ଦୁର୍ଘଟଣାରେ ଇତିମଧ୍ୟରେ ୧୭ ଜଣ ସୈନ୍ୟଙ୍କ...

କଟକରୁ ୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ମାଲଗୋଦାମ ଅଞ୍ଚଳରୁ ଅଛନ୍ତି ସର୍ବାଧିକ, ଜାଣନ୍ତୁ…

କଟକ ଅଫିସ,୪।୮: କଟକରେ ମାଡ଼ି ଚାଲିଛି କରୋନା। ମଙ୍ଗଳବାର ସହରରେ ୯୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ କଟକରେ ମୋଟ ସଂକ୍ରମିତଙ୍କ ସଂଖ୍ୟା...

Advertisement
Archives

Model This Week