ଲୋକଙ୍କୁ ଜରୁରୀ ସାମଗ୍ରୀ ମହଜୁଦ୍‌ ରଖିବା ଲାଗି କହୁଛନ୍ତି ଚାଇନା ସରକାର, ସୋସିଆଲ ମିଡ଼ିଆରେ ଭାଇରାଲ…

ବେଜିଂ,୨।୧୧: ଚାଇନାର ଲୋକଙ୍କୁ ଜରୁରୀ ସାମଗ୍ରୀ ମହଜୁଦ୍‌ ରଖିବା ଲାଗି ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଉଛି। ଏହି ଖବର ଏବେ ସୋସିଆଲ ମିଡ଼ିଆରେ ପ୍ରଚାରିତ ହେବାରେ ଲାଗିଛି। ଚାଇନାରେ କରୋନା ମହାମାରୀ ସଂକ୍ରମଣ ବଢୁଥିବାରୁ ସରକାର ଏଭଳି କହିଥାଇ ପାରନ୍ତି ବୋଲି ଅନୁମାନ କରାଯାଉଛି।

ଇତିମଧ୍ୟରେ ଚାଇନାର ବହୁ ପ୍ରଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ସୁରକ୍ଷା ଦୃଷ୍ଟିରୁ କେତେକ ଅଞ୍ଚଳରେ ଲକ୍‌ଡାଉନ୍‌ ମଧ୍ୟ ଜାରି କରାଯାଇଛି। ଫଳରେ ବହୁ ଲୋକ ଘରେ ବନ୍ଦ ହୋଇ ରହିଛନ୍ତି।

ଗତ ବର୍ଷ ଭଳି ଅବସ୍ଥା ହୁଏତ ସୃଷ୍ଟି ହେବାର ଆଶଙ୍କାକୁ ଦୃଷ୍ଟିରେ ରଖି ଚାଇନା ସରକାର ଏଭଳି କରିଥାଇ ପାରନ୍ତି ବୋଲି ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ହେଉଛି। ଦେଶର କମ୍ୟୁନିଷ୍ଟ ସରକାର ଆଭ୍ୟନ୍ତରୀଣ ପ୍ରସଙ୍ଗର ଖବର ପ୍ରଚାର ଉପରେ କଟକଣା ଜାରି କରିଥିବାରୁ ଚାଇନାର ପ୍ରକୃତ କରୋନା ସ୍ଥିତି ସମ୍ପର୍କରେ ଅନ୍ତର୍ଜାତୀୟସ୍ତରକୁ ଆସି ପାରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ। ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ ପରିଣତ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri