ଜନ୍ମ ହାର ବୃଦ୍ଧି ପାଇଁ ଚାଇନା ସରକାରଙ୍କ ନୂତନ ପଦକ୍ଷେପ, ବିବାହ କଲେ ମିଳିବ ପୁରସ୍କାର

ବେଜିଂ,୨୯।୮: ଚାଇନାରେ ଜନସଂଖ୍ୟା ହ୍ରାସକୁ ନେଇ ଚିନ୍ତା ବଢୁଥିବା ବେଳେ ସରକାର ଏକ ନୂତନ ଯୋଜନା ପ୍ରସ୍ତୁତ କରିଛନ୍ତି। ଯୁବପିଡିଙ୍କୁ ବିବାହ କରିବାକୁ ନେଇ ପ୍ରୋତ୍ସାହିତ କରିବା ପାଇଁ ଚାଇନା ସରକାର ଏକ ନୂତନ ପ୍ରୟାସ ଆରମ୍ଭ କରିଛନ୍ତି। ପ୍ରକୃତରେ, ପୂର୍ବ ଚାଇନାରେ ସରକାର ୨୫ ବର୍ଷ କିମ୍ବା ତା’ଠାରୁ କମ୍‌ ବୟସର ଦମ୍ପତିଙ୍କୁ ବିବାହ ପାଇଁ ୧୦୦ ୟୁଆନ (୧୩୭ ଡଲାର) ପ୍ରଦାନ କରିବେ।

ଚାଙ୍ଗଶନ ଜିଲାର ଅଫିସିଆଲ ଉଇଚାର୍ଟ ଆକାଉଣ୍ଟରେ ଏକ ବିଜ୍ଞପ୍ତି ଜାରି କରାଯାଇଛି ଯେ, ସଠିକ୍‌ ବୟସରେ ବିବାହ ଏବଂ ସନ୍ତାନ ପ୍ରସବ ପାଇଁ ଏହି ପୁରସ୍କାର ପ୍ରଦାନ କରାଯିବ। ଛଅ ଦଶନ୍ଧି ମଧ୍ୟରେ ପ୍ରଥମ ଥର ପାଇଁ ହ୍ରାସ ପାଉଥିବା ଜନସଂଖ୍ୟା ଏବଂ ଦ୍ରୁତ ବୃଦ୍ଧାବସ୍ଥା ଜନସଂଖ୍ୟା ଚାଇନା ପାଇଁ ଚିନ୍ତାର ବିଷୟ ପାଲଟିଛି। ଏହାର ସମାଧାନ ପାଇଁ ସରକାର ତୁରନ୍ତ ସମାଧାନର ବାଟ ଖୋଜିଛନ୍ତି।

ଚାଇନାରେ ବିବାହ ପାଇଁ ଆଇନଗତ ବୟସ ସୀମା ପୁରୁଷଙ୍କ ପାଇଁ ୨୨ ଏବଂ ମହିଳାଙ୍କ ପାଇଁ ୨୦, କିନ୍ତୁ ବିବାହ କରୁଥିବା ଦମ୍ପତିଙ୍କ ସଂଖ୍ୟା ହ୍ରାସ ପାଉଛି। ସରକାରୀ ନୀତି ଯୋଗୁ ଜନ୍ମ ହାର ମଧ୍ୟ ହ୍ରାସ ପାଇଛି। ଜୁନ ମାସରେ ପ୍ରକାଶିତ ସରକାରୀ ତଥ୍ୟ ଅନୁଯାୟୀ, ୨୦୨୨ରେ ବିବାହ ୬.୮ ନିୟୁତରେ ପହଞ୍ଚିଛି, ଯାହା ୧୯୮୬ ପରଠାରୁ ସର୍ବନିମ୍ନ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri