ଆମେରିକାର ବାଣିଜ୍ୟ ମନ୍ତ୍ରୀଙ୍କ ଇମେଲ ହ୍ୟାକ୍‌ କଲେ ଚାଇନା ହ୍ୟାକର, ବ୍ଲିଙ୍କେନ ଚାଇନା ସମକକ୍ଷଙ୍କୁ ଦେଲେ ଚେତାବନୀ

ଓ୍ବାଶିଂଟନ,୧୪।୭: ଚାଇନାର ହ୍ୟାକରଙ୍କ ଏକ ଗୋଷ୍ଠୀଙ୍କ ଦ୍ୱାରା ଆମେରିକାର ବାଣିଜ୍ୟ ବିଭାଗର ଅଧିକାରୀଙ୍କ ଇମେଲକୁ ହ୍ୟାକ୍‌ କରିଥିବା ଘଟଣା ସାମ୍ନାକୁ ଆସିଛି। ଆମେରିକାର ବାଣିଜ୍ୟ ମନ୍ତ୍ରୀ ଜିନା ରାୟମୋଣ୍ଡୋ ଆମେରିକାର ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ସାମିଲ ଥିଲେ, ଯାହାଙ୍କ ଇମେଲଗୁଡିକ ଚଳିତ ବର୍ଷ ଆରମ୍ଭରେ ଏକ ଗୋଷ୍ଠୀ ଦ୍ୱାରା ହ୍ୟାକ ହୋଇଥିଲା। ଗୋଷ୍ଠୀ ବିଷୟରେ ମାଇକ୍ରୋସଫ୍ଟ କହିଛି ଯେ, ଏହା ଚାଇନାରେ ଅବସ୍ଥିତ। ଏହି ବିଷୟରେ ପରିଚିତ ଜଣେ ବ୍ୟକ୍ତି କହିଛନ୍ତି, ଡିଜିଟାଲ ଡକାୟତି ମାମଲା କ୍ରମାଗତ ଭାବେ ସାମ୍ନାକୁ ଆସୁଛି।

ଗୁରୁବାର ଜାକର୍ତ୍ତାରେ ଏକ ବୈଠକରେ ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ ଚାଇନା ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟୀଙ୍କୁ ସ୍ପଷ୍ଟ ଭାବରେ ଚେତାବନୀ ଦେଇଛନ୍ତି ଯେ, ଆମେରିକା ସରକାର, ଆମେରିକୀୟ କମ୍ପାନୀ କିମ୍ବା ଆମେରିକୀୟ ନାଗରିକଙ୍କୁ ଟାର୍ଗେଟ କରୁଥିବା କୌଣସି କାର୍ଯ୍ୟ ଆମ ପାଇଁ ଗଭୀର ଚିନ୍ତାର ବିଷୟ ଏବଂ ଆମେ ସେମାନଙ୍କୁ ଦାୟୀ କରିବା ପାଇଁ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବୁ।

 


Enter your email to get our daily news in your inbox.

All Right Reserved By Dharitri.Com

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ଇରାନକୁ ଫାଇନାଲ୍‌ ଅଲ୍ଟିମେଟମ: ହର୍ମୁଜ ନ ଖୋଲିଲେ…

ଓ୍ବାଶିଂଟନ୍‌,୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଅଲ୍ଟିମେଟମ ଦେଇଛନ୍ତି। ସେ କହିଛନ୍ତି, ଇରାନ ଯଦି ହର୍ମୁଜ ଷ୍ଟ୍ରେଟ୍‌ ନ ଖୋଲେ, ତେବେ ଆମେରିକା ପାଓ୍ବାର…

ଇରାନକୁ ନୁହେଁ, ବରଂ ନିଜ ପାଇଁ ସମୟସୀମା ଧାର୍ଯ୍ୟ କଲେ ଟ୍ରମ୍ପ, ଏହି ତାରିଖକୁ ରଖିଥିଲେ ଡେଡ ଲାଇନ

ଓ୍ବାଶିଂଟନ,୪।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଆତ୍ମସମର୍ପଣ ପାଇଁ ଏପ୍ରିଲ ୬ ପର୍ଯ୍ୟନ୍ତ ସମୟସୀମା ଦେଇଥିଲେ। ତଥାପି, ଏହା ଏବେ ସ୍ପଷ୍ଟ ହୋଇଯାଇଛି ଯେ ଏହି…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

୨୪ ଘଣ୍ଟାରେ ଆମେରିକାକୁ ବଡ଼ ଝଟକା ଦେଲା ଇରାନ

ତେହରାନ,୪।୪: ଗତ ପାଞ୍ଚ ସପ୍ତାହ ଧରି ଚାଲିଥିବା ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ଏବେ ସବୁଠାରୁ ବିପଜ୍ଜନକ ଏବଂ ଅନିଶ୍ଚିତ ପର୍ଯ୍ୟାୟରେ ପ୍ରବେଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri