ସ୍ତ୍ରୀଙ୍କୁ ଛୋଟ ଛୋଟ ଖଣ୍ଡକରି କାଟି ବାଥ୍‌ରୁମ୍‌ରେ ଫ୍ଲସ୍‌ ମାରିଦେଲେ ସ୍ବାମୀ: ଜାଣନ୍ତୁ କାହିଁକି…

ବେଜିଂ, ୧୧।୮: ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା ସାଧାରଣ କଥା। ଏହାର ସମାଧାନ କରି ପୁଣିଥରେ ସେମାନେ ଖୁସିରେ ଜୀବନ ବିତାଇଥାନ୍ତି। ଜଦି ଏହି ଝଗଡା ଅଣାୟତ ହୁଏ, ତେବେ ସେମାନେ ଛାଡପତ୍ର ନେଇ ପରସ୍ପରଠାରୁ ଅଲଗା ହେବାକୁ ନିଷ୍ପତ୍ତି ନିଅନ୍ତି। ହେଲେ ଚାଇନାର ଜେଜିଆଙ୍ଗ ସହରରେ ଏକ ଦମ୍ପତିଙ୍କ ମଧ୍ୟରେ ଝଗଡ଼ାକୁ ନେଇ ଏମିତି କାଣ୍ଡ ଘଟିଛି ଶୁଣିଲେ ଲୋମ ଟାଙ୍କୁରି ଉଠିବ।
କୌଣସି କଥାକୁ ନେଇ ସୁ କୋଲି(୫୫)ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଫଳରେ ରାତିରେ ସ୍ତ୍ରୀ ନିଦରେ ଶୋଇଥିବା ବେଳେ କୋଲି ତାଙ୍କୁ ମାରି ଦେଇଥିଲେ। ଏତିକିରେ ତାଙ୍କ ମନ ବୁଝି ନ ଥିଲା। ତେଣୁ ସେ ସ୍ତ୍ରୀଙ୍କର ଛୋଟ ଛୋଟ ଖଣ୍ଡକରି କାଟି ବାଥ୍‌ରୁମ୍‌ରେ ପକାଇ ଫ୍ଲସ୍‌ ମାରିଦେଇଥିଲେ। ତେବେ ଘର ନିକଟରେ ଥିବା ସେପ୍ଟିକ୍‌ ଟାଙ୍କିରୁ ମାଂସ ଖଣ୍ଡ ବାହାରିବାରୁ ଏହି ଘଟଣା ପଦାକୁ ଆସିଥିଲା। ସ୍ଥାନୀୟ ଲୋକଙ୍କ ଅଭିଯୋଗ ପରେ ପୋଲିସ ତଦନ୍ତ କରିଥିଲା। ପ୍ରଥମେ କୋଲି ଏହାକୁ ଅସ୍ବୀକାର କରିଥିଲେ। ମାତ୍ର ପରେ ସେ ଏହା ସ୍ବୀକାର କରିବା ସହ ସମସ୍ତ ଘଟଣା ବିଷୟରେ ପୋଲିସକୁ କହିଥିଲେ। ପ୍ରତିଦିନ ଝଗଡ଼ା କରି କରି ସେ ଥକ୍କି ଯାଇଥିଲେ। ତେଣୁ ସ୍ତ୍ରୀଙ୍କଠାରୁ ସବୁଦିନ ପାଇଁ ମୁକ୍ତି ଚାହୁଁଥିଲେ ବୋଲି କୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳରେ ଜଳପ୍ରଳୟ: ଦେବଦୂତ ସାଜିଲା ଭାରତ, ବାଲେନ ଶାହା କହିଲେ-PM ମୋଦି ଆମେ ଆପଣଙ୍କ…

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ଯୋଗୁ ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ମୃତ୍ୟୁ ହୋଇସାରିଛି ଏବଂ ୭୦୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ଏହି କଠିନ ସମୟରେ ଭାରତ ନେପାଳ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

ନେପାଳ ଅଭିମୁଖେ ଭାରତୀୟ ବାୟୁସେନାର ୩ ମହାବଳୀ, ଜୀବନ ବଞ୍ଚାଇବାରେ ଏକ୍ସପର୍ଟ!

କାଠମାଣ୍ଡୁ,୨୭।୮: ନେପାଳର ରସୁୱା ଜିଲାର ଭୋଟେକୋଶୀ ନଦୀରେ ଆସିଥିବା ବନ୍ୟା ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରଳୟଙ୍କରୀ ବନ୍ୟାକୁ ଦେଖି ଲୋକଙ୍କ ଲୋମ ଟାଙ୍କୁରି ଉଠୁଛି। ବନ୍ୟା…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ୟୁଜିସି-ଏନ୍‌ଇଟି: ଚଳିତ ସପ୍ତାହରେ ପ୍ରକାଶ ପାଇବ ୮୪ ବିଷୟର ପରୀକ୍ଷାଫଳ

ନୂଆଦିଲ୍ଲୀ, ୨୭ା୮ : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ର ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି)ର ୮୪ଟି ବିଷୟର ଫଳାଫଳ ଚଳିତ ସପ୍ତାହରେ ପ୍ରକାଶ ପାଇବ। ବୁଧବାର…

ଭାଜପାର ବଡ଼ ଘୋଷଣା: ୧୭ରୁ ମାସେବ୍ୟାପୀ…

ଭୁବନେଶ୍ୱର, ୨୭।୮(ସୁନିତ୍‌ ମିଶ୍ର): ଶାସକ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୭ରୁ ମାସେବ୍ୟାପୀ ସେବା ସଂକଳ୍ପ ଅଭିଯାନ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ…

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri