କଲମ୍ବୋ ବନ୍ଦରରେ ପହଞ୍ଚିଲା ଚାଇନାର ନୈସେନା ଯୁଦ୍ଧ ଜାହାଜ, ଭାରତ ମହାସାଗରରେ ପ୍ରବେଶକୁ ନେଇ ଉଦ୍‌ବେଗ ପ୍ରକାଶ କଲା ଭାରତ

କଲମ୍ବୋ,୧୧।୮: ଚାଇନାର ନୈସେନା ଯୁଦ୍ଧ ଜାହାଜ ଶୁକ୍ରବାର କଲମ୍ବୋ ବନ୍ଦରରେ ପହଞ୍ଚିଛି। ଉଲ୍ଲେଖନୀୟ କଥା ହେଉଛି, ପ୍ରାୟ ଏକ ବର୍ଷ ପୂର୍ବେ ଭାରତ ମହାସାଗରରେ ଚାଇନା ଜାହାଜର ପ୍ରବେଶକୁ ନେଇ ଭାରତ ଶ୍ରୀଲଙ୍କାକୁ ଚିନ୍ତା ପ୍ରକଟ କରିଥିଲା। ସେବେଠାରୁ କଲମ୍ବୋ ବନ୍ଦରରେ ଚାଇନାର ଯୁଦ୍ଧ ଜାହାଜ ପହଞ୍ଚିବା ଏହା ପ୍ରଥମ ଘଟଣା।

ପ୍ରକାଶ ଯେ, ଚାଇନା ପିପୁଲ୍ସ ଲିବରେଶନ ଆର୍ମି (ପିଏଲଏ) ଯୁଦ୍ଧ ଜାହାଜ ୟୋଙ୍ଗ ୨୪ ହାଓ କଲମ୍ବୋ ବନ୍ଦରରେ ପହଞ୍ଚିଛି। ୧୨୯ ମିଟର ଲମ୍ବା ଜାହାଜରେ ୧୩୬ ନୈସେନା କର୍ମଚାରୀ ଅଛନ୍ତି ଏବଂ ଏହାର ନେତୃତ୍ୱ କମାଣ୍ଡର ଜିନ ଶିନଙ୍କ ପକ୍ଷରୁ କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

ଗୋଟିଏ ଦିନରେ ଭାରତକୁ ମିଳିଲା ୬ ସ୍ବର୍ଣ୍ଣ ପଦକ

ନିଶିଓ,୨।୧୦: ଏସିଆନ ଗେମ୍ସରେ ଶୁକ୍ରବାର ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଦିନରେ ୬ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ବକ୍ସର ହ୍ୟାଟ୍ରିକ ସ୍ବର୍ଣ୍ଣ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ: ୩ ରାଶି ପାଇଁ ଶୁଭ ସଙ୍କେତ, ପ୍ରବଳ ଧନ ଯୋଗ ସହ ବ୍ୟବସାୟରେ ହେବେ ମାଲାମାଲ

ଭୁବନେଶ୍ୱର: ଶାରଦୀୟ ନବରାତ୍ରି ଚାଲିଥିବା ସମୟରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷ ଦୃଷ୍ଟିରୁ ଏହି ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ୧୭…

Baba Venga Prediction: ଆଗାମୀ ୧୫ ଦିନରେ ୫ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସି ଖବର

ଜ୍ୟୋତିଷ ଏବଂ ଭବିଷ୍ୟବାଣୀରେ ରୁଚି ରଖୁଥିବା ଲୋକଙ୍କ ପାଇଁ ଆଗାମୀ ୧୫ ଦିନ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଲୋକପ୍ରିୟ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଅନୁସାରେ, ଏହି…

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର…

IND vs PAK: ଡେବ୍ୟୁ ମ୍ୟାଚରେ ପାକିସ୍ତାନର ଖେଳ ବିଗାଡ଼ିବେ ବୈଭବ ସୂର୍ଯ୍ୟବଂଶୀ; ଭାରତୀୟ ଦଳର ଏହି ଖେଳାଳି ଅଛନ୍ତି ଆକ୍ସନରେ!

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ଶନିବାର ଦିନଟି ଏପର୍ଯ୍ୟନ୍ତ ସବୁଠାରୁ ରୋମାଞ୍ଚକର ଦିନ ହେବ ବୋଲି ଆଶା କରାଯାଉଛି, କାରଣ ଏହି ଦିନ ଏକ ଉତ୍ତେଜନାପୂର୍ଣ୍ଣ ମୁକାବିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?