ଚାଇନା ପାଓ୍ବାର ଗିୟର ଆମଦାନୀ ହେବନି

ନୂଆଦିଲ୍ଲୀ,୪।୭: ଭାରତ ଚାଇନାରୁ ଏଣିକି ପାଓ୍ବାର ଗିୟର ଆମଦାନୀ କରିବ ନାହିଁ। କେନ୍ଦ୍ର ସରକାର ଏ ନେଇ କଟକଣା ଲଗାଇଛନ୍ତି। ସୀମାରେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ଚାଇନା ଆମଦାନୀ ଉପରେ ଭାରତ ବର୍ତ୍ତମାନ ବିଭିନ୍ନ କଟକଣା ଲଗାଉଛି। ପାଓ୍ବାର ସପ୍ଲାଇ ସିଷ୍ଟମ ଆଣ୍ଡ ନେଟ୍‌ଓ୍ବର୍କ ଆମଦାନୀ ଉପରେ କଟକଣା ଲଗାଇବା ଲାଗି କେନ୍ଦ୍ର ଶକ୍ତି ମନ୍ତ୍ରଣାଳୟ ଶନିବାର ଘୋଷଣା କରିଛି। ନିରାପତ୍ତା ଏବଂ ସାଇବର ଅପରାଧକୁ ଧ୍ୟାନରେ ରଖି ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି। ଚାଇନା କିମ୍ବା ପାକିସ୍ତାନରୁ ଏଭଳି ସାମଗ୍ରୀ ଆମଦାନୀ କରିବା ଲାଗି ସରକାରଙ୍କଠାରୁ ନିଶ୍ଚିତ ପକ୍ଷେ ଅନୁମତି ନେବାକୁ ପଡିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ବଲ୍ଲେ ବଲ୍ଲେ! କେନ୍ଦ୍ର କର୍ମଚାରୀଙ୍କ ଭଳି ବଢିବ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୨୯ା୭: ପଶ୍ଚିମବଙ୍ଗର ହଜାର ହଜାର ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁବ୍‌ ଭଲ ଖବର ସାମ୍ନାକୁ ଆସିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମହଙ୍ଗା ଭତ୍ତା (DA) କୁ ନେଇ…

ଏହି ବଡ଼ ବ୍ୟାଙ୍କ୍‌ ହୋଇଯିବ ବନ୍ଦ! ଆକାଉଣ୍ଟରେ ଟଙ୍କା ଥିଲେ ତୁରନ୍ତ କରନ୍ତୁ ଏହି କାମ…

ନୂଆଦିଲ୍ଲୀ, ୨୯।୭: ଯଦି ଆପଣ ପ୍ରତିଦିନ ପେଟିଏମ୍ (Paytm) ଆପ୍‌ ଜରିଆରେ ୟୁପିଆଇ (UPI) ପେମେଣ୍ଟ, ମୋବାଇଲ୍ ରିଚାର୍ଜ କିମ୍ବା ବିଲ୍ ପରିଶୋଧ କରୁଛନ୍ତି, ତେବେ ଆପଣଙ୍କ…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ପକେଟ ଉପରେ ବଢ଼ିବ ବୋଝ! ଅଗଷ୍ଟରୁ ମହଙ୍ଗା ହେବ କାର୍‌, ଟିଭି, ଫ୍ରିଜ୍‌ ସହ…ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟରୁ ପର୍ବପର୍ବାଣୀ ଋତୁ ଆରମ୍ଭ ହେବା ସହିତ ମହଙ୍ଗା ମଧ୍ୟ ଆପଣଙ୍କୁ ଅପେକ୍ଷା କରିଛି। ସକାଳର ଚା’ଠାରୁ ଆରମ୍ଭ କରି କାର୍‌ ପର୍ଯ୍ୟନ୍ତ ଅଗଷ୍ଟରେ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ

ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri