ଆମେରିକାକୁ ପରାମର୍ଶ ଦେଲା ଚାଇନା

ବେଜିଂ,୧।୧: ନିକଟରେ ଚାଇନା ଏବଂ ରୁଷିଆ ରାଷ୍ଟ୍ରପତିଙ୍କ ମଧ୍ୟରେ ଭିଡିଓ କଲରେ ବାର୍ତ୍ତାଳାପ ହୋଇଥିଲା। ଏହି ସମୟରେ ଉଭୟ ଦେଶର ମୁଖ୍ୟ ପାରସ୍ପରିକ ସମ୍ପର୍କକୁ ମଜଭୁତ କରିବାକୁ ରାଜି ହୋଇଥିଲେ। ରୁଷିଆ ଏବଂ ଚାଇନା ମଧ୍ୟରେ ବହୁତ ଭଲ ସମ୍ପର୍କ ଥିବା ଦେଖି ଆମେରିକା ଆଦୌ ସହିପରରି ନାହିଁ। ଆମେରିକା ଚିନ୍ତିତ ଯେ. ଚାଇନା ଏବଂ ରୁଷିଆ ମଧ୍ୟରେ ଗଭୀର ସମ୍ପର୍କ ବିଶ୍ୱସ୍ତରକୁ ପ୍ରଭାବିତ କରିପାରେ। ଏହି କାରଣରୁ ବିଶ୍ୱ ସ୍ତରରେ ଆମେରିକାର ପ୍ରଭାବ ହ୍ରାସ ହୋଇପାରେ।
ରୁଷିଆ ସହିତ ସମ୍ପର୍କ କିପରି ବଜାୟ ରଖିବ, ଆମେରିକା ଚାଇନାକୁ ବୁଝାଇବା ଆବଶ୍ୟକ ନାହିଁ କିମ୍ବା ଏଥିପାଇଁ ଆମ ଆଡକୁ ଅଙ୍ଗୁଳି ନିର୍ଦ୍ଦେଶ କରିବା ଉଚିତ୍‌ ନୁହେଁ। ଆମେରିକା ତୁଳନାରେ ରୁଷିଆ ସହିତ ଚାଇନା ସମ୍ପର୍କ ଭଲ। ଉଭୟ ଦେଶ ସେମାନଙ୍କ ସୱାର୍ଥ ପ୍ରତି ସଚେତନ ଅଛନ୍ତି। କୌଣସି ମୁକାବିଲା ବିନା ରୁଷିଆ ଏବଂ ଚାଇନା ପାରସ୍ପରିକ କଥାବାର୍ତ୍ତା ଜାରି ରଖିଛନ୍ତି ଏବଂ ଏହାକୁ କାର୍ଯ୍ୟକାରୀ କରିବାକୁ ଚେଷ୍ଟା କରୁଛନ୍ତି ବୋଲି ଚାଇନା କହିଛି।
ସୂଚନାଯୋଗ୍ୟ, ୟୁକ୍ରେନ ସହିତ ଯୁଦ୍ଧ ପୂର୍ବରୁ ମଧ୍ୟ ରୁଷିଆ ଏବଂ ଚାଇନା ମଧ୍ୟରେ ସମ୍ପର୍କକୁ ନେଇ ଆମେରିକା ସତର୍କ ହୋଇଯାଇଥିଲା। ଆମେରିକା ଉଭୟ ଦେଶକୁ ଏହାର ପ୍ରତିଦ୍ୱନ୍ଦ୍ୱୀ ଭାବରେ ବିବେଚନା କରେ।


Enter your email to get our daily news in your inbox.

All Right Reserved By Dharitri.Com

୧୮ ବର୍ଷରେ ପଦାର୍ପଣ କଲା IPL: ଯେଉଁ ମଇଦାନରେ ଖେଳାଯାଇଥିଲା ପ୍ରଥମ ମ୍ୟାଚ, ଆଜି ସେଠି ଲେଖାଯିବ ଇତିହାସ

ନୂଆଦିଲ୍ଲୀ,୧୮।୪: ଇଣ୍ଡିଆନ ପ୍ରିମିୟର ଲିଗ ଆଜି ୧୮ ବର୍ଷ ପୂରଣ କରୁଛି। ଏହି ଲିଗ ଏପ୍ରିଲ ୧୮, ୨୦୦୮ରେ ଆରମ୍ଭ ହୋଇଥିଲା। ଲିଗ୍‌ର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର…

ଘରେ ପଶି ନେଇଥିଲେ ନଗଦ ଟଙ୍କା,ସୁନା ଛାଡ଼ି ନଥିଲେ ବି ଲୁଗା: ଘଟଣାର ୪ ମାସ ପରେ ପର୍ଦ୍ଦାଫାଶ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମର ଏନ. ରାଜିୟା ରେଡ୍ଡୀଙ୍କ ଘରେ ପଶି ନଗଦ ୬୦ ହଜାର ଟଙ୍କା,…

ଅତିରିକ୍ତ ଜିଲାପାଳ ତଦାରଖ କଲେ ଜନଗଣନା କାର୍ଯ୍ୟ: ଘର ଘର ବୁଲି କଲେ…

ଗଞ୍ଜାମ,୧୮।୪(ବିଦ୍ୟାଧର ସାହୁ ): ଜନଗଣନା ଚାଲିଥିବାବେଳେ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳରେ ମଧ୍ୟ ଏହା ଜାରି ରହିଛି l ଏଥିରେ ସ୍କୁଲ ଶିକ୍ଷୟିତ୍ରୀ/ଶିକ୍ଷକମାନେ ନିୟୋଜିତ ଅଛନ୍ତି। ଠିକ ଭାବେ…

ବନ୍ଦ ହୋଇଯିବ ହର୍ମୁଜ ପ୍ରଣାଳୀ? ଫେରିଗଲା ୨୧ ଜାହାଜ, ଇରାନ ଦେଲା ବଡ଼ ଓ୍ବାର୍ଣ୍ଣିଂ

ତେହରାନ,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମୟସୀମା ନିକଟତର ହେବା ସହିତ, ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ…

କାମ କରୁଥିବା ବେଳେ ପଡ଼ିଲେ ତଳେ: ଅଂଶୁଘାତରେ  ମୃତ୍ୟୁ ସନ୍ଦେହ

ସମ୍ବଲପୁର,୧୮।୪(ପ୍ରମୋଦ ବହିଦାର): ସମ୍ବଲପୁର ସହର ସମେତ ସମଗ୍ର ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଶନିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଅଂଶୁଘାତ ସନ୍ଦେହ କରାଯାଉଛି।…

ବନ୍ତରୁ ଉଦ୍ଧାର ହେଲା ଅତି ବିରଳ ସାପ: ଚିକିତ୍ସା ପାଇଁ ଯିବ ନନ୍ଦନକାନନ

ବନ୍ତ,୧୮।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ହରିଜନ ସାହିରୁ ଏକ ଅତି ବିରଳ ରଙ୍ଗର ସାପକୁ ଶୁକ୍ରବାର ଅପରାହ୍ନରେ ଉଦ୍ଧାର କରାଯାଇଛି। ହଳଦିଆ…

ଇରାନ ସହ କଥା ହେବା ମଧ୍ୟରେ ପୁଣି ଧମକ ଦେଲେ ଟ୍ରମ୍ପ, କହିଲେ ବୁଧବାର ସୁଦ୍ଧା ଡିଲ ନ ହେଲେ…

ଓ୍ବାଶିଂଟନ,୧୮।୪: ଇରାନ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଙ୍କେତ ଦେଇଛନ୍ତି ଯେ ବର୍ତ୍ତମାନର ଯୁଦ୍ଧବିରତି ଅଧିକ ଦିନ ପର୍ଯ୍ୟନ୍ତ ରହିପାରିବ…

ପ୍ରାଇଭେଟ୍‌ ଚାକିରିଆଙ୍କ ପାଇଁ ଦୁଃଖ ଖବର! ନୂଆ ଲେବର କୋଡ୍‌ ଯୋଗୁ ଦରମାରୁ କଟିଯିବ ଏତେ ଟଙ୍କା…

ନୂଆଦିଲ୍ଲୀ,୧୮।୪: କେନ୍ଦ୍ର ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା ନୂଆ ଲେବର କୋଡ୍ (New Labour Code) ଅଧୀନରେ ବେସରକାରୀ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ଅନେକ ନୂତନ ନିୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri