ଗୋଟିଏ ଦିନରେ ୨କୋଟି ଲୋକ କଲେ ଟ୍ରେନରେ ଯାତ୍ରା, ରେକର୍ଡ ସୃଷ୍ଟି କଲା ଚାଇନା ରେଲଓ୍ବେ

ବେଜିଂ,୩୦।୯: ଚାଇନାରେ ଗୋଟିଏ ଦିନରେ ୨କୋଟି ଲୋକ ଟ୍ରେନରେ ଯାତ୍ରା କରିଛନ୍ତି। ସେପ୍ଟେମ୍ବର ୨୯ର ଏହି ତଥ୍ୟ ଚାଇନା ରେଲଓ୍ବେରେ ଏକ ନୂଆ ରେକର୍ଡ ସୃଷ୍ଟି କରିଛି। ୧୮୫୪ ଅତିରିକ୍ତ ଟ୍ରେନ ସହିତ ସମୁଦାୟ ୧୨ହଜାର ୫୩୭ଟି ଟ୍ରେନ ଚଳାଚଳ କରିଥିଲା। ସେପ୍ଟେମ୍ବର ୩୦ରେ ୧.୭କୋଟିରୁ ଅଧିକ ଲୋକ ଟ୍ରେନ ଯୋଗେ ଯାତ୍ରା କରିଛନ୍ତି। ଶନିବାର ଦେଶରେ ୧୫୯୪ଟି ଅତିରିକ୍ତ ଟ୍ରେନ ସହିତ ୧୨୧୮୦ ଯାତ୍ରୀବାହୀ ଟ୍ରେନ ଚଳାଚଳ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା…

ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମାତୃ-ଶିଶୁ ବିଭାଗର ଲିଫ୍ଟ ଅଚଳ, ଆସୁନି ପାଣି

ପଦ୍ମପୁର,୨୯ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡର ଏକମାତ୍ର ଭରସାଯୋଗ୍ୟ ସରକାରୀ ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦୁର୍ଘଟଣାଗ୍ରସ୍ତ କିମ୍ବା ଗୁରୁତର ରୋଗୀଙ୍କୁ…

ବାଣପୁରରେ ଭିଡ଼ ହିଂସା: ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ, ୨ ଗିରଫ, ପୋଲିସର ଭୂମିକାକୁ ନେଇ ଉଠିଲା ପ୍ରଶ୍ନ

ଖୋର୍ଦ୍ଧା, ୩୦।୬ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ବାଲିଅନ୍ତା ଓ ରାୟଗଡ଼ାର ଇନ୍ଦିରାଗୁଡ଼ା ପରେ ଏବେ ବାଣପୁରରେ ଭିଡ଼ ହିଂସାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି।…

ହୃଦୟବିଦାରକ ଦୃଶ୍ୟ! ରାସ୍ତା ନଥିବାରୁ ଖଟିଆରେ ବୁହାହେଲା ଗର୍ଭବତୀଙ୍କ ମୃତଦେହ, ଶିଶୁ ବି..

ଗୁଡ଼ାରୀ,୩୦।୬(ପ୍ରମୋଦ କୁମାର ପତି ): ଗୁଡ଼ାରୀ ବ୍ଲକ କର୍ଲାଘାଟି ଗ୍ରାମପଞ୍ଚାୟତର ପେଟାଖାଲ ଗ୍ରାମରୁ ସ୍ବାସ୍ଥ୍ୟବସ୍ଥାର ବିକଳ ଚିତ୍ର ସାମ୍ନାକୁ ଆସିଛି । ଗର୍ଭବତୀ ସେବତୀ ନାରେଙ୍ଗାକାଙ୍କ ମୃତ୍ୟୁ ହେବା…

ଲୋମହର୍ଷଣକାରୀ ହତ୍ୟା, ଲୁଟ୍ ଘଟଣା: ହତ୍ୟାକାରୀଙ୍କ ଗାଡି ଦୁର୍ଘଟଣା, ଯେ ପାଞ୍ଚେ ପରର ମନ୍ଦ ତା ମନ୍ଦ…

ସୁନ୍ଦରଗଡ଼, ୩୦।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାରେ ଘଟିଥିବା ଏକ ଲୋମହର୍ଷଣକାରୀ ହତ୍ୟା ଓ ଲୁଟ୍ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ। ଏନେଇ ମଙ୍ଗଳବାର ସୁନ୍ଦରଗଡ଼…

‘ମୋଦିଙ୍କୁ ଫୋନ କର, ସେ ଉଠି ସାରିଥିବେ’,ଟ୍ରମ୍ପଙ୍କ ମନ୍ତବ୍ୟକୁ ନେଇ ଚର୍ଚ୍ଚା

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସକାଳ ୬ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ୍ କରିବାକୁ ଇଚ୍ଛା ପ୍ରକାଶ କରିଥିଲେ । ଏହା ଶୁଣି ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri