ମହାକାଶ ଆବର୍ଜନାକୁ ସଫା କରିବ ଚାଇନା ଉପଗ୍ରହ…

ବେଜିଂ,୨୪।୧୦: ମହାକାଶରେ ଜମା ହେଉଥିବା ଆବର୍ଜନାକୁ ସଫା କରିବା ଲାଗି ଚାଇନା ପକ୍ଷରୁ ରବିବାର ଏକ ଉପଗ୍ରହ ଉତ୍‌କ୍ଷେପଣ କରାଯାଇଛି। ଦକ୍ଷିଣ-ପଶ୍ଚିମ ଚାଇନାର ସିଚୁଆନ ପ୍ରଦେଶର ଶିଚାଙ୍ଗ ସାଟେଲାଇଟ ଉତ୍‌କ୍ଷେପଣ କେନ୍ଦ୍ରରୁ ଏହାକୁ ଉତ୍‌କ୍ଷେପଣ କରାଯାଇଛି।

ଶିଜିଆନ -୨୧ ନାମକ ଏହି ଉପଗ୍ରହ ଏକ ଲଙ୍ଗ ମାର୍ଚ୍ଚ -୩ ବି କ୍ୟାରିଅର୍‌ ରକେଟ ସାହାଯ୍ୟରେ ଉତ୍‌କ୍ଷେପଣ କରାଯାଇ ନିର୍ଦ୍ଦିଷ୍ଟ କକ୍ଷପଥରେ ସଫଳତାର ସହ ପ୍ରବେଶ କରିଛି।

ଏହି ଉପଗ୍ରହ ମୁଖ୍ୟତଃ ସ୍ପେସ ଆବର୍ଜନା ହ୍ରାସ, ପ୍ରଯୁକ୍ତିବିଦ୍ୟା ପରୀକ୍ଷା ଲାଗି ବ୍ୟବହୃତ ହେବ ବୋଲି ଚାଇନାର ସରକାରୀ ନ୍ୟୁଜ୍‌ ଏଜେନ୍ସି ଶିହ୍ନୁଆ ପକ୍ଷରୁ ରିପୋର୍ଟ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

ଗାଙ୍ଗପୁର ଥାନା କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri