୮ନୂଆ ଭାଇରସ ଆବିଷ୍କାର କଲା ଚାଇନା, କରୋନା ପରି ବ୍ୟାପିପାରେ ସଂକ୍ରମଣ

ବେଜିଂ,୨୫।୧୦: ୩ବର୍ଷ ପୂର୍ବରୁ କରୋନା ମହାମାରୀ ନିଜର କରାଳ ରୂପ ଦେଖାଇ ସାରିଛି। କରୋନାର ମୃତ୍ୟୁ ତାଣ୍ଡବରେ କୋଟି କୋଟ ଅଦିନରେ ଝଡି ପଡିଛନ୍ତି। ତେବେ କରୋନାର ସୃଷ୍ଟିକର୍ତ୍ତା ଚାଇନାକୁ ଯେତେଥର ଦାୟୀ କରାଗଲେ ମଧ୍ୟ ସେ ଏହି ସତ୍ୟକୁ ସବୁବେଳେ ଖଣ୍ଡନ କରିଛି। ତେବେ ଏତେ କଟକଣା ବାଦ-ବିବାଦ ଭିତରେ ବି ବାଦ୍‌ ପଡିନି ଚାଇନା। ବର୍ତ୍ତମାନ ଚାଇନାର ବୈଜ୍ଞାନିକମାନେ ୮ଟି ନୂଆ ଭାଇରସ ଆବିଷ୍କାର କରିଛନ୍ତି। କରୋନା ଭଳି ଏହି ନୂଆ ଭାଇରସ ମଣିଷଙ୍କ ମଧ୍ୟରେ ଦ୍ରୁତ ଗତିରେ ବ୍ୟାପିପାରେ, ଯେଉଁଥିପାଇଁ ବିଶ୍ୱରେ ଆଉ ଏକ ମହାମାରୀର ସମ୍ଭାବନା ଦେଖାଯାଇପାରେ ବୋଲି ବୈଜ୍ଞାନିକମାନେ ଦାବି କରିଛନ୍ତି।

ଚାଇନାର ବୈଜ୍ଞାନିକମାନେ ହାଇନାନ ଦ୍ୱୀପରେ ଥିବା ମୂଷାମାନଙ୍କଠାରୁ ୭୦୦ ନମୁନା ସଂଗ୍ରହ କରିଥିଲେ। ସେଥିରୁ ସେମାନେ ଆଠଟି ନୂଆ ଭାଇରସ ପାଇଛନ୍ତି। ସେଥିମଧ୍ୟରୁ ଗୋଟିଏ କରୋନା ଭାଇରସ ସହିତ ସମାନ ଭାରିଆଣ୍ଟ ବୋଲି ସେମାନେ ଦାବି କରିଛନ୍ତି। ଚାଇନା ଆସୋସିଏସନ ଅଫ ସାଇନ୍ସ ଆଣ୍ଡ ଟେକ୍ନୋଲୋଜି ସହିତ ଜଡିତ ଭାଇରୋଲୋଜିକା ସିନିକା ପତ୍ରିକାରେ ଏହି ଅନୁସନ୍ଧାନ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍‌: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ…

ଇରାନରୁ ଖୋଲାଖୋଲି LPG କିଣିଲା ଭାରତ, ଟ୍ରମ୍ପ ଦେଖି କାବା!

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ରେ ବର୍ତ୍ତମାନ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ଯୁଦ୍ଧର ଭୟ ମଧ୍ୟରେ, ଭାରତ ଏହାର ଘରୋଇ ରନ୍ଧନ ଗ୍ୟାସ ଆବଶ୍ୟକତା ପୂରଣ କରିବା…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri