ଭାରତ ହେଉଛି ବିଶ୍ୱର ଉଦୀୟମାନ ଶକ୍ତି: ଚାଇନା

ବେଜିଂ,୪।୪: ଭାରତକୁ ନେଇ ଚାଇନା ଏକ ବଡ ବୟାନ ଦେଇଛି। ମଙ୍ଗଳବାର ଚାଇନା ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ମାଓ ନିଂଗ କହିଛନ୍ତି, ଭାରତ ବିଶ୍ୱର ଉଦୀୟମାନ ଶକ୍ତି। କେବଳ ସେତିକି ନୁହେଁ ଚାଇନା ନୂଆଦିଲ୍ଲୀ ସହ ସମ୍ପର୍କ ବଢାଇବା କଥା ମଧ୍ୟ ସେ କହିଛନ୍ତି। ଚାଇନା ପ୍ରବକ୍ତା ଏଥର ରୁଷିଆ ସହ ଆହୁରି ଭଲ ଓ ମଜଭୁତ ସମ୍ପର୍କ ସ୍ଥାପନ କରିବା କଥା କହିଛନ୍ତି।
ରୁଷିଆର ନୂଆ ବୈଦେଶିକ ନୀତି ସମ୍ପର୍କରେ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ମାଓ କହିଛନ୍ତି, ଚାଇନା, ରୁଷିଆ ଓ ଭାରତ ଉଲ୍ଲେଖନୀୟ ପ୍ରଭାବ ବାଲା ଉଦୀୟମାନ ପ୍ରମୁଖ ଦେଶ। ଏମାନେ ଅନ୍ତରାଷ୍ଟ୍ରୀୟ ଓ କ୍ଷେତ୍ରୀୟ ସ୍ତରରେ ଗଭିର ଓ ଜଟିଳ ପରିବର୍ତ୍ତନର ସାମ୍ନା କରୁଛନ୍ତି।
ଭାରତରେ ଥିବା ଚାଇନା ଦୂତାବାସର ପ୍ରବକ୍ତା ଓ୍ବାଙ୍ଗ ଜିଆଓଜିଆନ ଏହାକୁ ନେଇ ଟୁଇଟ କରିଛନ୍ତି। ସେ ଲେଖିଛନ୍ତି, ଚାଇନା, ରୁଷିଆ ଓ ଭାରତ ଅନ୍ତରାଷ୍ଟ୍ରୀୟ ସମୁଦାୟ ସହ ସଂଚାର ଓ ସତ୍ୟ ବହୁପକ୍ଷବାଦକୁ ବଞ୍ଚାଇ ଓ ମିଳିତ ଭାବେ ଅନ୍ତରାଷ୍ଟ୍ରୀୟ ଚ୍ୟାଲେଞ୍ଜର ଜବାବ ଦେଇ ବିଶ୍ୱକୁ ଏକ ସକରାତ୍ମକ ସଙ୍କେତ ଦେଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri