ଆମେରିକାରେ ଚାଇନା ଛାତ୍ର ଗିରଫ, ସିସିପି ବିରୋଧରେ ପୋଷ୍ଟ ଲେଖିଥିବା ବ୍ୟକ୍ତିଙ୍କୁ ଦେଇଥିଲେ ଧମକ

ୱାଶିଂଟନ,୧୫ ।୧୨: ଆମେରିକାରେ ଜଣେ ଚାଇନା ଛାତ୍ରଙ୍କୁ ଗିରଫ କରାଯାଇଛି । ଏହି ଛାତ୍ରଙ୍କ ବିରୋଧରେ ଚାଇନାର ଶାସକ ଚାଇନିଜ କମ୍ୟୁନିଷ୍ଟ ପାର୍ଟି(ସିସିପି) ବିରୋଧରେ ପୋଷ୍ଟ ଲେଖିଥିବା ବ୍ୟକ୍ତି ଓ ଲୋକତନ୍ତ୍ରକୁ ସମର୍ଥନ କରୁଥିବା ଜଣେ ବ୍ୟକ୍ତିଙ୍କୁ ଧମକାଇବାର ଅଭିଯୋଗ ରହିଛି । ଏହାଦ୍ୱାରା ଆମେରିକା ଓ ଚାଇନା ମଧ୍ୟରେ ଅଶାନ୍ତି ବଢିପାରେ ବୋଲି ଅନୁମାନ କରାଯାଉଛି ।
ଆମେରିକା ନ୍ୟାୟ ବିଭାଗ ବୁଧବାର ସୂଚନା ଦେଇଛି କି ଗିରଫ ହୋଇଥିବା ଚାଇନା ଛାତ୍ର ବର୍କଲି କଲେଜ ଅଫ ମ୍ୟୁଜିକର ବିଦ୍ୟାର୍ଥି । ତାଙ୍କ ଉପରେ ଲୋକତନ୍ତ୍ରର ସମର୍ଥନରେ ସୋସିଆଲ ମିଡିଆରେ ପୋଷ୍ଟ ଲେଖିଥିବା ବ୍ୟକ୍ତିଙ୍କୁ ଧମକାଇବା, ଅପମାନ ଦେବା, ତାଙ୍କୁ ପ୍ରତାରିତ କରିବା ଓ ପିଛା କରିବାର ଅଭିଯୋଗ ରହିଛି । ଛାତ୍ର ଜଣଙ୍କ ହେଉଛନ୍ତି ୨୫ ବର୍ଷିୟ ଶିୟାଓଲି ବୁ କେ । ତାଙ୍କୁ ବୋଷ୍ଟନର ସଂଘିୟ କୋର୍ଟରେ ହାଜର କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri