ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି. ବେଗ ପ୍ରାପ୍ତ ହୋଇଛି। ଏହାର ବେଗ ଏତେ ଦ୍ରୁତ ଯେ, ତାହା ବୁଝିବା ଆଗରୁ ଟ୍ରେନ୍‌ ଆଖିରୁ ଅଦୃଶ୍ୟ ହୋଇଯିବ।

ଚାଇନା ନ୍ୟାଶନାଲ ୟୁନିଭର୍ସିଟି ଅଫ୍‌ ଡିଫେନ୍ସ ଟେକ୍‌ନୋଲୋଜିର ଗବେଷକମାନେ ଏକ ମ୍ୟାଗ୍ନେଟିକ୍‌ ଲେଭିଟେଶନ ଟ୍ରେନ୍‌ର ପରୀକ୍ଷା କରିଛନ୍ତି। ପ୍ରାୟ ୧,୦୦୦ କିଲୋଗ୍ରାମ ଓଜନର ଏକ ଟ୍ରେନ୍‌କୁ ସେମାନେ ୨ ସେକେଣ୍ଡରେ ଧାର୍ଯ୍ୟ ବେଗରେ ପହଞ୍ଚାଇ ପାରିଛନ୍ତି। ଏକ ୪୦୦ ମିଟର ମାଗ୍‌ଲେଭ୍‌ ଟ୍ରାକ୍‌ରେ ଉକ୍ତ ପରୀକ୍ଷା କରାଯାଇଥିଲା। ଟ୍ରେନ୍‌ଟି ଉପରୋକ୍ତ ବେଗରେ ପହଞ୍ଚିବା ପରେ ନିରାପଦରେ ଅଟକିଥିଲା। ଫଳରେ ଏହା ଦ୍ରୁତତମ ସୁପର କଣ୍ଡକ୍ଟିଂ ଇଲେକ୍ଟ୍ରିକ୍‌ ମାଗଲେଭ୍‌ ଟ୍ରେନ୍‌ ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ପ୍ରେମ ପାଇଁ ଦିନ ନୁହେଁ, ମନଟିଏ ଲୋଡ଼ା

ଆଜି ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଦିବସ। ମନର ମଣିଷ ସହ ହଜେଇବାର ଦିନଟିଏ। ପ୍ରେମୀଯୁଗଳଙ୍କ ପାଇଁ ସ୍ବପ୍ନ ଓ ସମ୍ଭାବନାର ମୁହୂର୍ତ୍ତ। ପାଶ୍ଚାତ୍ୟ ଦେଶରୁ ଆରମ୍ଭ ହୋଇଥିବା…

Valentine Day: ଭାଲେଣ୍ଟାଇନ୍ସ ଡେ’ରେ ଏହି ୩ ରାଶିର ଭାଙ୍ଗିବ ହୃଦୟ! ରୋମାଣ୍ଟିକ ଡିନର୍‌ରେ ଯିବେ ମୀନ ସହ ଏହି ୨ରାଶି…

ଆଜି ଭାଲେଣ୍ଟାଇନ୍ସ ଡେ। ପ୍ରେମର ଏହି ଦିନରେ, ଆଜି ପ୍ରେମ ରାଶିଙ୍କ ବିଷୟରେ ଆସନ୍ତୁ ଜାଣିବା। ମେଷ, ସିଂହ, କନ୍ୟା, ବିଛା ଏବଂ ମୀନ ରାଶିର ଲୋକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri