Posted inଫୁରସତ

ଅନଲାଇନ୍‌ରେ ଏହି କାମ କରି ମାତ୍ର ୭ ଦିନରେ ୨୦୦ କୋଟି ରୋଜଗାର କଲେ ମହିଳା, ଉପାୟ ଜାଣିଲେ ଆପଣ ବି କରିପାରିବେ

ଆଜିକାଲି ଟଙ୍କା ରୋଜଗାର କରିବା ଯେତିକି କଷ୍ଟସାଧ୍ୟ ନୁହେଁ। ହେଲେ ସବୁଠୁ ଗୁରୁତ୍ୱପୂର୍ଣ୍ଣ ହେଉଛ କି ଆପଣ ଏଥିପାଇଁ କେଉଁ ପଦ୍ଧତି ଆପଣାଉଛନ୍ତି। ନିକଟରେ ଏଭଳି ଜଣେ ମହିଳାଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ମହିଳା ଜଣଙ୍କ ଟଙ୍କା ରୋଜଗାରର ଉପାୟ କହୁଛନ୍ତି, ଯାହା ଦେଖି ପରେ ଲୋକଙ୍କର ଆଖି ପତ୍ତା ପଡୁନାହିଁ। ବାସ୍ତବରେ, ମହିଳା ଅନଲାଇନରେ ଏପରି କାର୍ଯ୍ୟ କରୁଛନ୍ତି ଯାହା ଏହାକୁ ଦେଖୁଥିବା ବହୁ ଲୋକଙ୍କୁ ଆକର୍ଷିତ କରୁଛି । ଆଶ୍ଚର୍ଯ୍ୟର କଥା ହେଉଛି ମହିଳା କେବଳ ୭ଦିନ ମଧ୍ୟରେ ଏହି କାମରୁ ୧୫୫ କୋଟି ଟଙ୍କା ରୋଜଗାର କରିଛନ୍ତି।

ଏହି ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ xuan.com.my ନାମକ ଏକ ଆକାଉଣ୍ଟରୁ ଶେୟାର କରାଯାଇଛି, ଯାହାକୁ ବହୁତ ଜଣ ଦେଖିସାରିଲେଣି ଏବଂ ତାହାକୁ ପସନ୍ଦ କରାଯାଉଛି। ଭାଇରାଲ ହେଉଥିବା ଏହି ଭିଡିଓରେ ଦେଖିବାକୁ ମିଳୁଛି ଯେ ଜଣେ ମହିଳା ଅନଲାଇନ୍‌ (୩ ସେକେଣ୍ଡ ଅନଲାଇନ୍‌ ପ୍ରମୋଶନ)ରେ ସାମଗ୍ରୀ ବିକ୍ରୟ କରି କିପରି ଟଙ୍କା ରୋଜଗାର କରୁଛନ୍ତି । କୁହାଯାଉଛି ଯେ, ଅନଲାଇନ୍‌ରେ ସାମଗ୍ରୀ ବିକ୍ରୟ କରିବାରେ କାର୍ଯ୍ୟ କରୁଥିବା ଏହି ମହିଳା ଜଣେ ସୋସିଆଲ ମିଡିଆ ଏନଫ୍ଲୁଏନସର, ଯିଏ ଲାଇଭ ଷ୍ଟ୍ରିମ (ଚାଇନିଜ ଲାଇଭ ଷ୍ଟ୍ରିମର ଭାଇରାଲ ଭିଡିଓ) ମାଧ୍ୟମରେ ଅନଲାଇନରେ ନିଜର ସାମଗ୍ରୀ ବିକ୍ରି କରନ୍ତି। ଦାବି ହେଉଛି ଯେ, ଏହି କାର୍ଯ୍ୟ କରି ମହିଳା ମାତ୍ର ୭ ଦିନରେ ୧୫୫ କୋଟି ଟଙ୍କା ରୋଜଗାର କରିଛନ୍ତି।

 

View this post on Instagram

 

A post shared by ASTRO XUAN (@xuan.com.my)


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପ ଚଳଚଞ୍ଚଳ: ଆଜିଠାରୁ ୨୩ ପର୍ଯ୍ୟନ୍ତ ପୂଜା ପାଇବେ ପ୍ରଭୁ ବିଶ୍ୱକର୍ମା

ପାରାଦୀପ,୧୭।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ମହୋତ୍ସବ ଗୁରୁବାରଠାରୁ ଆରମ୍ଭ ହେଉଛି। ଏହା ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଆୟୋଜକମାନଙ୍କ ପ୍ରସ୍ତୁତି କାର୍ଯ୍ୟ ଚୂଡ଼ାନ୍ତ…

ଅଜବ ପ୍ରେମ…୧୯ ବର୍ଷୀୟ ଜ୍ୱାଇଁ ପ୍ରେମରେ ୫ ସନ୍ତାନର ମା’! ଝିଅର ସ୍ୱାମୀଙ୍କୁ ନେଇ ଶାଶୁ ଫେରାର

ଲକ୍ଷ୍ନୌ,୧୭।୯: ଉତ୍ତରପ୍ରଦେଶର ମୈନପୁରୀରୁ ଶାଶୁ-ଜ୍ବାଇଁଙ୍କ ସମ୍ପର୍କକୁ ନେଇ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଅଭିଯୋଗ ଅନୁସାରେ, ଜଣେ ମହିଳା ନିଜ ଜ୍ବାଇଁଙ୍କ ସହ ଫେରାର…

ସ୍ବାମୀଙ୍କୁ ପିଟିଦେଲା ବାଇକ୍‌, ରକ୍ତାକ୍ତ ଅବସ୍ଥାରେ ରାସ୍ତା ଉପରେ ପଡ଼ିଥିବା ଖବର ଶୁଣି ସ୍ତ୍ରୀଙ୍କୁ ହେଲା…

କଲ୍ୟାଣସିଂହପୁର,୧୭ା୯(ଦୀପକ କୁମାର ପରିଡ଼ା): ଦ୍ରୁତଗତିରେ ଆସୁଥିବା ଏକ ବାଇକ୍‌ ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା…

ଓରାଙ୍ଗ୍‌ଉଟାନଙ୍କ ସ୍ବାସ୍ଥ୍ୟକୁ ନେଇ ବଡ଼ ଅପଡେଟ୍; ୩ ରକ୍ତହୀନତାରେ ପୀଡ଼ିତ

ଭୁବନେଶ୍ୱର/ବାରଙ୍ଗ,୧୭।୯(ବନ୍ଦନା ସେଠୀ/ଲିଙ୍ଗରାଜ ରାଉତ): ଓଡ଼ିଶାରୁ ଉଦ୍ଧାର କରାଯାଇଥିବା ୫ଟି ଶାବକ ଓରାଙ୍ଗ୍‌ଉଟାନଙ୍କ ମଧ୍ୟରୁ ୩ ଜଣ ରକ୍ତହୀନତା (ଆନେମିଆ) ରୋଗରେ ପୀଡ଼ିତ ଥିବା ବୁଧବାର ନନ୍ଦନକାନନ ପ୍ରାଣୀଉଦ୍ୟାନ…

ପ୍ରଶଂସା ସାଉଁଟିଛନ୍ତି ପୁରୁଷୋତ୍ତମପୁର ସବ୍‌ଇନ୍ସପେକ୍ଟର , ତାଙ୍କର କାର୍ଯ୍ୟଦକ୍ଷତାକୁ ନେଇ ଆଜି…

ପୁରୁଷୋତ୍ତମପୁର,୧୭ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପକ୍ଷରୁ ସିନିୟର ସବଇନ୍ସପେକ୍ଟର ସୁଶାନ୍ତ କୁମାର ମିଶ୍ରଙ୍କ ବଦଳି ଅବସରରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏସ୍‌ଆଇ…

ପୁରୀର ଖଜା ଦୋକାନରେ ଚଢ଼ାଉ, ଗୁଣବତ୍ତା ସହ ଲାଇସେନ୍ସ ଯାଞ୍ଚ

ପୁରୀ, ୧୭।୯( ଅଜିତ୍ କୁମାର ମହାନ୍ତି ): ନିମ୍ନମାନର ଓ ଭେଜାଲ ଖଜା ବିକ୍ରି ନେଇ ଆସୁଥିବା ଅଭିଯୋଗକୁ ଆଧାର କରି ପୁରୀ ସହରର ବିଭିନ୍ନ ଖଜା…

ପୂଜା ମଣ୍ଡପରେ ପୂର୍ବତନ ବିଧାୟକ, ଯୁବଗୋଷ୍ଠୀଙ୍କୁ ଭେଟି…

ଗଞ୍ଜାମ,୧୭ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସାହିରେ ଧୂମ୍‌ଧାମରେ ଚାଲିଛି ଅଗ୍ର୍ୟ ପୂଜ୍ୟ ଗଜାନନଙ୍କ ପୂଜା। ଆକର୍ଷଣୀୟ ମେଢ଼ ଅତ୍ୟାଧୁନିକ ଆଲୋକ ମାଳାରେ ସହର ଝଲସି ଉଠୁଛି।…

ହୃଦ୍‌ଘାତରେ ଚାଲିଗଲା ପୂର୍ବତନ ସରପଞ୍ଚଙ୍କ ଜୀବନ

ଭବାନୀପାଟଣା,୧୭ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ରାଜପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଶିବ ପ୍ରସାଦ ଭୋଇ (୬୩)ଙ୍କ ବୁଧବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?