Posted inଜାତୀୟ

ନକଲି ପରିଚୟ ଦେଇ ଦିଲ୍ଲୀରେ ରହୁଥିଲେ ଚାଇନା ମହିଳା: ଧରିଲା ପୋଲିସ

ନୂଆଦିଲ୍ଲୀ,୨୧।୧୦: ରାଜଧାନୀ ଦିଲ୍ଲୀରେ ନକଲି ପରିଚୟ ଦେଇ ରହୁଥିବା ଚାଇନା ମହିଳାଙ୍କୁ ପୋଳିସ ଗିରଫ କରିଛି। କାଇ ରୁଅ ନାମକ ଏହି ମହିଳା ଜଣଙ୍କ ଦେଶ ବିରୋଧୀ କାର୍ଯ୍ୟକଳାପରେ ସାମିଲ ଥିବା ଅଭିଯୋଗ ହୋଇଛି। ତାଙ୍କ ପ୍ରକୃତ ଘର ଚାଇନାର ହାଇନାନ ପ୍ରୋଭିନ୍ସରେ ବୋଲି ଜଣାପଡିଛି। ସେ ଦିଲ୍ଲୀର ମଞ୍ଜୁ କା ତିଲାରେ ଜଣେ ବୌଦ୍ଧ ସନ୍ନ୍ୟାସିନୀ ଭାବେ ରହୁଥିଲେ। କେବଳ ଏତିକି ନୁହେଁ, ସେ ନିଜ ନାଁ ବଦଳାଇ ଡୋଲମା ଲାମା ରଖିଥିଲେ। ସେ ନିଜକୁ ନେପାଳୀ ବୋଲି ପରିଚୟ ଦେଉଥିଲେ। ପୋଲିସ ସେଠାରୁ ତାଙ୍କୁ ଗିରଫ କରିଥିଲା। ୧୨୦ ବି, ୪୧୯, ୪୨୦, ୪୬୭ ଏବଂ ଅନ୍ୟାନ୍ୟ ଧାରା ଅନୁଯାୟୀ ତାଙ୍କ ନାମରେ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଜିଲା ଅସନ୍ତୋଷ: ପ୍ରଧାନ ଶିକ୍ଷକଙ୍କ ସହ ଦୁଇ ଶିକ୍ଷୟିତ୍ରୀଙ୍କୁ ତାଲା ପକାଇଲେ ଅଭିଭାବକ

ବାଲେଶ୍ୱର,୨୭।୪: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଶାସନପଦା ୟୁଜି ୟୁପି ବିଦ୍ୟାଳୟରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଶିକ୍ଷୟିତ୍ରୀଙ୍କ ବଦଳି ନେଇ ଅଭିଭାବକ ଏବଂ…

ଚଳଚଞ୍ଚଳ କାଣ୍ଡେଲ ଗ୍ରାମ: ଲକ୍ଷ୍ମୀନୃସିଂହ ମନ୍ଦିରରେ ନାମଯଜ୍ଞ

କେସିଙ୍ଗା,୨୭।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ କାଣ୍ଡେଲ ଗ୍ରାମସ୍ଥିତ ଲକ୍ଷ୍ମୀନୃସିଂହ ମନ୍ଦିର ପରିସରରେ ଚନ୍ଦନ ଯାତ୍ରା ଓ ଷୋହଳ ପ୍ରହର ନାମଯଜ୍ଞ ନିମନ୍ତେ ଏକ…

ବିକାଶମୂଳକ ଆଲୋଚନା ନେଇ ଭାଜପାର ଅଭିନବ ପ୍ରୟାସ

ରାଇକିଆ,୨୭ା୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପା ତରଫରୁ ଓ୍ବାର୍ଡ ସ୍ତରରେ ସିଧାସଳଖ ଲୋକଙ୍କ ସହ ଭେଟିବା, ବିଭିନ୍ନ ଆବଶ୍ୟକତା ଏବଂ ସମସ୍ୟାର ସମାଧାନକୁ ନେଇ…

ପାଣି ପାଇଁ ତାତିଲେ ମହିଳା: ବ୍ଲକ କାର୍ଯ୍ୟାଳୟ ଘେରାଉ…

ଆଳି,୨୭।୪(ବନମାଳୀ ସେନାପତି): ପାଣି ପାଇଁ ତାତିଲେ ମହିଳା। ପାଇପ ଯୋଗେ ଠିକ ଭାବେ ପାଣି ମିଳୁ ନ ଥିବାରୁ ମହିଳାମାନେ ବ୍ଲକ କାର୍ଯ୍ୟାଳୟ ଘେରାଉ କରି ତୁରନ୍ତ…

ବାଚସ୍ପତିଙ୍କୁ ଭେଟିଲେ ବିଜେଡି ନେତା: ନିଲମ୍ବିତ ବିଧାୟକଙ୍କ ଉପରେ ହେବ କଡ଼ା…

ଭୁବନେଶ୍ୱର,୨୭।୪: ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ପାଇଁ ୬ ବିଧାୟକଙ୍କୁ ନିଲମ୍ବନ କରିଥିଲା ବିଜେଡି। ତେବେ ଏହି ନିଲମ୍ବିତ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ…

ସରକାରଙ୍କ ଅଜବ ନିଷ୍ପତ୍ତି, ‘ମାଙ୍କଡ଼ ଧରାନ୍ତୁ ୬୦୦ ପାଆନ୍ତୁ’

ମୁମ୍ବାଇ,୨୭।୪: ମହାରାଷ୍ଟ୍ରରେ ବଢ଼ୁଥିବା ମଣିଷ-ମାଙ୍କଡ଼ ଭିତରେ ସଂଘର୍ଷ ମଧ୍ୟରେ, ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଯାହା ଜନସାଧାରଣଙ୍କ ଦୃଷ୍ଟି ଆକର୍ଷଣ କରିଛି । ଯିଏ…

ଭୋଟିଂ ପୂର୍ବରୁ ବଡ଼ ଭବିଷ୍ୟବାଣୀ କଲେ ମୋଦି, ଥରିଉଠିଲା ବିରୋଧୀଙ୍କ ଛାତି

କୋଲକାତା,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର (୨୭ ଏପ୍ରିଲ) ପଶ୍ଚିମବଙ୍ଗର ବାରାକପୁରରେ ଏକ ‘ବିଜୟ ସଂକଳ୍ପ ସଭା’ (ବିଜୟ ପ୍ରତିଜ୍ଞା ରାଲି) ଆୟୋଜନ କରିଥିଲେ। ନିର୍ବାଚନ ରାଲିକୁ…

‘ପକେଟ୍‌ରେ ଗୋଟିଏ ପିଆଜ ରଖ, କିଛି ହେବନି’, ପ୍ରଚଣ୍ଡ ଗରମରୁ ମୁକ୍ତି ପାଇବା ପାଇଁ ଜ୍ୟୋତିରାଦିତ୍ୟ ସିନ୍ଧିଆ କହିଲେ ଉପଚାର

ନୂଆଦିଲ୍ଲୀ,୨୭।୪: ଦିଲ୍ଲୀରୁ ଚେନ୍ନାଇ ପର୍ଯ୍ୟନ୍ତ, ସମଗ୍ର ଦେଶ ବର୍ତ୍ତମାନ ପ୍ରଚଣ୍ଡ ଗରମ ଅନୁଭୂତ ହେଉଛି । ତାପମାତ୍ରା ୫୦ ଡିଗ୍ରୀ ଛୁଇଁବାକୁ ଯାଉଛି। ଏପ୍ରିଲ ଶେଷ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri