କେସିଙ୍ଗା ଏନ୍‌ଏସିର ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ଚିନ୍ମୟ

କେସିଙ୍ଗା,୫ା୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିରେ ନୂତନ କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ଚିନ୍ମୟ ଆଚାର୍ଯ୍ୟ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ସେ ବଲାଙ୍ଗୀର ଜିଲା ତୁଷୁରା ଏନ୍‌ଏସିରେ ନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟ ତୁଲାଉଥିଲେ। ଆଚାର୍ଯ୍ୟଙ୍କ ଯୋଗଦାନ ପରେ ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସମେତ ସମସ୍ତ ପାରିଷଦବୃନ୍ଦ ତାଙ୍କୁ ସ୍ବାଗତ କରିଥିଲେ। ଏନ୍‌ଏସିର ୧୨ ୱାର୍ଡରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସହ ଲୋକଙ୍କ ବିଭିନ୍ନ ସମସ୍ୟା ଉପରେ ଦୃଷ୍ଟିଦେବେ ବୋଲି ଆଚାର୍ଯ୍ୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଦ ସିକକାଙ୍କ ଗିରଫ ପ୍ରତିବାଦରେ କଲ୍ୟାଣସିଂହପୁର ଥାନା ଘେରାଉ

କଲ୍ୟାଣସିଂହପୁର, ୧୧/୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ଆବାହକ ତଥା ସଭାପତି ଲଦ ସିକକାଙ୍କୁ ପୋଲିସ ଗିରଫ କରିବା ଘଟଣାକୁ ନେଇ କଲ୍ୟାଣସିଂହପୁର ଅଞ୍ଚଳରେ…

ସମିତିସଭ୍ୟଙ୍କଠାରୁ ସୁନା ଚେନ୍‌ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ, ଆଜି ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୧ା୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ସନ୍ଧ୍ୟାରେ ପାଟପୁର ଥାନା ପି. ରାମଚନ୍ଦ୍ରପୁର ଗ୍ରାମର ବଳରାମ ପ୍ରଧାନ ଓରଫ ବଳିଆଙ୍କୁ ଛିନତାଇ…

ଗୋଆରୁ ଓଡ଼ିଆ ଶ୍ରମିକ ନିଖୋଜ, ଟ୍ରେନରେ ଗାଁ କୁ ଫେରୁଥିଲେ, ୧୨ ଦିନ ହେଲା ମିଳୁନି ପତ୍ତା

ଦିଗପହଣ୍ଡି,୧୧|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ନବରଙ୍ଗପୁର ଗାଁର ସୁରେଶ ଗୌଡ଼(୫୬) ଦାଦନ ଶ୍ରମିକ ଭାବେ ଗୋଆର ଏକ ଘରୋଇ ଷ୍ଟିଲ…

ଗଣେଶ ପୂଜା ପାଇଁ ବାନ୍ଧୁଥିଲେ ତୋରଣ, ବିଦ୍ୟୁତ୍‌ ତାରରେ ଲାଗିଗଲେ ନାବାଳକ, ଆଉ ତା’ପରେ…

ହିଞ୍ଜିଳିକାଟୁ,୧୦।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଣେଶ ପୂଜା ପାଇଁ ତୋରଣ ବନ୍ଧା ବେଳେ ବିଦ୍ୟୁତ୍‌ ଆଘାତରେ ଜଣେ ୧୬ ବର୍ଷୀୟ ନାବାଳକଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ…

ଆନନ୍ଦପୁରରେ ବ୍ୟାଙ୍କ ଧର୍ମଘଟ, ଏସ୍‌ବିଆଇ ସମ୍ମୁଖରେ ବିକ୍ଷୋଭ କରି…

ବଞ୍ଚୋ,୧୧ା୯(ପ୍ରଦୋଷ ବିଶ୍ୱାଳ): ୟୁନାଇଟେଡ୍‌ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସର ଆହ୍ବାନକ୍ରମେ ଶୁକ୍ରବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଳିତ ହୋଇଛି। ଏହାର ପ୍ରଭାବ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ବ୍ୟାଙ୍କ…

ଗାଁ ସାଥୀଙ୍କ ଦୁଇ ଦଫା ଦାବି ନେଇ ବିକ୍ଷୋଭ

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ କାର୍ଯ୍ୟରତ ଗାଁ ସାଥୀ (ମେଟ୍‌)ମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ସହ ଦୁଇ ଦଫା ଦାବି ପୂରଣ ଦାବିରେ…

ଦିନିକିଆ ଗଞ୍ଜାମ ଗସ୍ତରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ: ପ୍ରାଣି ଚିକିତ୍ସାଳୟ ପୁନରୁଦ୍ଧାର ପାଇଁ…

ଗଞ୍ଜାମ,୧୧।୯(ବିଦ୍ୟାଧର ସାହୁ )ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଦିନିକିଆ ଗସ୍ତରେ ଗଞ୍ଜାମ ଆସିଥିଲେ। ଏହି ଅବସରରେ ମନ୍ତ୍ରୀ ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା…

ପିଡିଏସ୍‌ ଚାଉଳ ହେଉଥିଲା ଚାଲାଣ: ଧରିଲେ ଏସ୍‌ପି

କୁଆଁରମୁଣ୍ଡା,୧୧।୯(ମହେନ୍ଦ୍ର କୁମାର ସାହୁ): ଚୋରା ଚାଲାଣ ହେଉଥିବା ୧୪୦ କୁଇଣ୍ଟାଲ ପିଡିଏସ୍‌ ଚାଉଳ ବୋଝେଇ ଏକ ଟ୍ରକକୁ ଶୁକ୍ରବାର କୁଆଁରମୁଣ୍ଡା ବ୍ଲକ ବିଜାବାହାଲ ଗ୍ରାମ ରାମପାଲ ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?