ଚିନ୍ମୟୀ ମୃତ୍ୟୁ ମାମଲା: ଆସିଲା ପୁରୁଷବନ୍ଧୁଙ୍କ ଲାଏ ଡିଟେକ୍ସନ ରିପୋର୍ଟ

ସମ୍ବଲପୁର,୭।୩(ବ୍ୟୁରୋ): ବୁର୍ଲା ଭିସୁଟ୍‌ର ପୂର୍ବତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲାରେ ପୁରୁଷବନ୍ଧୁ ପ୍ରୀତିମାନ ଦେ ଓ ମାନସ ଟୁଡୁଙ୍କ ଲାଏ ଡିଟେକ୍ସନ ରିପୋର୍ଟ ଆସିଛି। ଏସ୍‌ଏଫ୍‌ଏସଏଲ ପକ୍ଷରୁ ସମ୍ବଲପୁର ଏସ୍‌ପିଙ୍କୁ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ ଦିଆଯାଇଛି । ରିପୋର୍ଟ ଆଧାରରେ ତଦନ୍ତ ଆଗକୁ ବଢ଼ିବ । ଆବଶ୍ୟକ ପଡ଼ିଲେ ଚିନ୍ମୟୀଙ୍କ ପୁରୁଷବନ୍ଧୁ ପ୍ରୀତିମାନ ଓ ଅନ୍ୟ ଅଟକ ବନ୍ଧୁଙ୍କ ନାର୍କୋ ଟେଷ୍ଟ କରାଯିବ ବୋଲି ଏସ୍‌ପି କହିଛନ୍ତି ।
ଅନ୍ୟପକ୍ଷେ ପୋଲିସ ପ୍ରୀତିମାନ ଓ ମାନସୁଙ୍କୁ ନେଇ ଘଟଣାର ସିନ୍‌ ରିକ୍ରିଏଶନ କରିଛି। କିପରି ଚିନ୍ମୟୀଙ୍କ ମୃତ୍ୟୁ ଘଟିଲା ସେନେଇ ପ୍ରୀତିମାନ ପିସି ବ୍ରିଜ ନିକଟରେ ଡେମୋ ଦେଖାଇଛନ୍ତି। ଫେବୃୟାରୀ ୨୮ରେ ଚିନ୍ମୟୀଙ୍କ ମୃତ୍ୟୁ ହୋଇଥିବା ବେଳେ ମାର୍ଚ୍ଚ ୧ରୁ ହତ୍ୟା ମାମଲା ରୁଜୁ କରି ପୋଲିସ ଛାନଭିିନ୍‌ ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପୋଲିସ ପକ୍ଷରୁ ମାସ୍କ ପାଇଁ ୧.୫୬ ଲକ୍ଷ ଜରିମାନା ଆଦାୟ

ଛତ୍ରପୁର, ୨୮।୭(ଡି.ଏନ୍‌.ଏ.): କରୋନା ମୁକାବିଲା ନେଇ ଗଞ୍ଜାମ ପୋଲିସ ତଥା ପ୍ରଶାସନ ପକ୍ଷରୁ କୋଭିଡ୍‌ ନିୟମକୁ କଡ଼ାକଡ଼ି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଏହି...

ସ୍ମାର୍ଟକେମ୍‌ କମ୍ପାନୀ କାର୍ଯ୍ୟକୁ ବିରୋଧ ଜାରି

ଛତ୍ରପୁର,୨ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କାଳିପଲ୍ଲୀ ଗ୍ରାମ ନିକଟରେ ଟାଟା କମ୍ପାନୀର ଇଣ୍ଡଷ୍ଟ୍ରିଆଲ ପାର୍କ ପରିସରରେ ସ୍ମାର୍ଟକେମ୍‌ ଟେକ୍ନୋଲୋଜି ନାମକ ଏକ କାରଖାନା ନିର୍ମାଣକୁ...

ଆଗାମୀ ଦିନରେ ସମ୍ପୂର୍ଣ୍ଣ ସରକାର-ସମାଜକୁ ସମନ୍ବିତ ହେବାକୁ ପଡ଼ିବ: ବାଗ୍‌ଚୀ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ମେ ୩ ତାରିଖରେ ଶେଷ ହେବ ଲକ୍‌ଡାଉନ୍‌। ଏହାପରେ ବାହାରେ ଫସି ରହିଥିବା ଓଡ଼ିଆ ଘରକୁ ଫେରିବେ। ହେଲେ ଆକ୍ରାନ୍ତ ରାଜ୍ୟରୁ ଫେରୁଥିବାରୁ ସଂକ୍ରମଣ...

ପାନୀୟ ଜଳ ସମସ୍ୟା ସମାଧାନ ନ ହେଲେ ଆନ୍ଦୋଳନ

ଆର.ଉଦୟଗିରି,୨୮।୩(ଡି.ଏନ.ଏ.) ଗଜପତି ଜିଲା ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ। ଏଠିକାର ଲୋକେ ପାହାଡିଆ ଜଙ୍ଗଲ ଭରା ଜାଗାରେ ରୁହନ୍ତି। ନା ଅଛି କୌଣସି ସୁବିଧା। ଖାଲି କାଗଜପତ୍ରରେ ଉଲ୍ଲେଖ...

ଚଳିତ ବର୍ଷ ରାୟଗଡାରେ ହେବ ନାହିଁ ରଥଯାତ୍ରା

ରାୟଗଡ଼ା ଅଫିସ,୧୭।୬-କରୋନା ମହାମାରୀକୁ ଦୃଷ୍ଟିରେ ରଖି ରାୟଗଡ଼ା ଜଗନ୍ନାଥ ମନ୍ଦିର ଶ୍ରଦ୍ଧା ଶ୍ରୀକ୍ଷେତ୍ରରେ ଚଳିତ ବର୍ଷ ରଥଯାତ୍ରା ହେବ ନାହିଁ। ଜଗନ୍ନାଥ ମନ୍ଦିର ଭିତରେ କେବଳ...

ବଢ଼ିଲାଣି ଶୀତ: ପୂର୍ବାହ୍ନ ୯ଟା ପର୍ଯ୍ୟନ୍ତ ଘନକୁହୁଡ଼ି, ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୮।୧୨(ଡି.ଏନ୍‌.ଏ.): ଚଳିତ ମାସ ପ୍ରଥମ ସପ୍ତାହରୁ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ଆଶାତୀତ କମ୍‌ ହୋଇଥିବାରୁ ଶୀତର ପ୍ରକୋପ ବୃଦ୍ଧି ପାଇଛି। ସେହିପରି ଭବାନୀପାଟଣା, ଥୁ.ରାମପୁର,...

ଆଜି ପ୍ରସିଦ୍ଧ ଜାଗରଯାତ୍ରା

ଢେଙ୍କାନାଳ ଅଫିସ, ୧୮।୨: କପିଳାସ ଶୈବପୀଠରେ ଶନିବାର ଅନୁଷ୍ଠିତ ହେଉଛି ପ୍ରସିଦ୍ଧ ମହାଜାଗର। କୋଭିଡ୍‌ କାରଣରୁ ଦୁଇବର୍ଷ ହେଲା ମହାଦେବଙ୍କ ଏହି ବାର୍ଷିକ ଯାତ୍ରାରୁ ଶ୍ରଦ୍ଧାଳୁ...

ଭୁଜାଲି ଦେଖାଇ ୧୦ ଲକ୍ଷ ଟଙ୍କା ସହ ୧୦ ଭରି ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

ବୌଦ୍ଧ,୫ା୬(ସ୍ବ.ପ୍ର.): ବୌଦ୍ଧ ଜିଲା ପୁରୁଣାକଟକ ଥାନା ଅଞ୍ଚଳରେ ଚୋରି ଡକାୟତି ଘଟଣା ଥମିବାର ନା ନେଉନାହିଁୟ। ଶନିବାର ରାତିରେ ଘରେ ପଶି ବୋମା, ଖଣ୍ଡା ଓ...

Advertisement
Archives

Model This Week