ଚିପ୍ସ ପ୍ୟାକେଟ ହେଲା କାଳ: ଚାଲିଗଲା ୬ ବର୍ଷ ଶିଶୁର ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର

ଖୋର୍ଦ୍ଧା,୧୬।୧(ପ୍ରଭାତ ପାଣିଗ୍ରାହୀ): ଚିପ୍ସରେ ଥିବା ଗିଫ୍ଟ ବେଲୁନ ନେଲା ୬ ବର୍ଷ ଶିଶୁର ଜୀବନ। ଏହି ଘଟଣା ବେଗୁନିଆ ଥାନା ଅନ୍ତର୍ଗତ ନିଧିପୁର ଗ୍ରାମରେ ଘଟିଛି । ଏହି ଗ୍ରାମର ଅଭୟ ପାଇକରାୟଙ୍କ ଗୋଟିଏ ବୋଲି ପୁଅ ତାପସ। ଗାଁ ସ୍କୁଲ ଶିଶୁ ବାଟିକାରେ ପଢୁଥିଲେ। ଗତ ସୋମବାର ସ୍କୁଲ, ଟ୍ୟୁସନ ସାରି ଘରକୁ ଫେରିଥିଲେ। ଘରେ ଥିବା ଏକ ବେନାମୀ କମ୍ପାନୀ ଚିପ୍ସ ଖାଇବା ବେଳେ ସେଥିରେ ଥିବା ଗିଫ୍ଟ(ଫ୍ରି କୁପନ) ବେଲୁନ ଫୁଙ୍କିବା ବେଳେ ହଠାତ ତଣ୍ଟି ଭିତରକୁ ଚାଲି ଯାଇଥିଲା। ଫଳରେ ଶ୍ୱାସ ରୁଦ୍ଧ ହୋଇ ଅଣ ନିଶ୍ୱାସୀ ହୋଇ ପଡିଥିଲେ। ପରିବାର ଲୋକେ ପ୍ରଥମ ବୋତଲମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରେ ଖୋର୍ଦ୍ଧା ମେଡିକାଲ ନେଇଯାଇଥିଲେ। ସେଠାରେ ଡାକ୍ଟର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଗତ କିଛି ଦିନ ତଳେ ବଲାଙ୍ଗୀରରେ ମଧ୍ୟ ଏକ ଚିପ୍ସ ପ୍ୟାକେଟରେ ମିଳୁଥିବା ଗିଫ୍ଟ ଫାଟି ଶିଶୁର ଆଖି ନଷ୍ଟ ହୋଇଯାଇଥିଲା।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହୋଲିରେ ବଡ଼ ଦୁର୍ଘଟଣା: ଦୁଇ ବାଇକ ମୁହାଁମୁହିଁ ଧକ୍କା, ଶିଶୁ ସମେତ ୪ ମୃତ

ଫୁଲବାଣୀ, ୪ା୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁଇ ବାଇକ…

ରାଇପଦା ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା, ୩…..

ଜି.ଉଦୟଗିରି,୪ା୩(ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଠାରୁ କଳିଙ୍ଗା ରାଜ୍ୟ ରାଜପଥ ରାଇପଦା ଦୀର୍ଘ ବୁଲାଣି ଠାରେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଛି ।…

କାଳ ହେଲା ହୋଲି, ନଦୀରେ ବୁଡ଼ି ଚାଲିଗଲା ବ୍ୟାଙ୍କ କର୍ମଚାରୀଙ୍କ ଜୀବନ

ଯାଜପୁରରୋଡ଼,୪ା୩(ପବିତ୍ର ରଞ୍ଜନ ମହାନ୍ତି):  ହୋଲିରେ ବଡ ଅଘଟଣ । ରଙ୍ଗ ଖେଳିସାରି ଗାଧୋଉ ଥିବାବେଳେ ନଦୀରେ ବୁଡ଼ିଯାଇ ଯୁବକଙ୍କ ମୃତ୍ୟୁ ହୋଇଛି । ଯୋକଡିଆ ଖରସ୍ରୋତା ନଦୀରେ…

୭୦ ପ୍ୟାକେଟ୍‌ ବ୍ରାଉନସୁଗାର ଜବତ: ଶୁଭମଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୪।୩(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ପୋଲିସକୁ ମିଳିଛି ଏକ ସଫଳତା l ବୁଧବାର ସକାଳେ ପାଟ୍ରୋଲିଂ ସମୟରେ ଏକ ସ୍କୁଟିକୁ ଯାଞ୍ଚ ସମୟରେ ବ୍ରାଉନସୁଗାର…

ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ…

ବରୀ,୪ା୩(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ବ୍ଲକ ସ୍ବାଇଁଖଣ୍ଡ ପଞ୍ଚାୟତ ଯଅଁପଡ଼ା ଗ୍ରାମର ହିରଣ୍ୟ ବେଉରିଆ ନଦୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ସୂଚନାଯୋଗ୍ୟ, ରଙ୍ଗ ଖେଳ ପରେ…

ହୋଲିରେ ଡିଜେ ବଜାଇବାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୧୨ ଆହତ

ତିହିଡ଼ି,୪ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ବୋଡ଼କ ପଞ୍ଚାୟତ ଅଧୀନ ଖରିଦାପାଟଣା ଗ୍ରାମରେ ବୁଧବାର ସକାଳେ ଗୋଷ୍ଠୀ ସଂଘର୍ଷ ଉପୁଜିଛି। ଡିଜେ ବଜାକୁ କେନ୍ଦ୍ର କରି…

ପୋଖରୀକୁ ଖସିପଡିଲା ଟ୍ରାକ୍ଟର: ଡ୍ରାଇଭର୍‌ଙ୍କ ସହ ଘଟିଲା…

ବାହାନଗା, ୪। ୩(ଅରୂପ କୁମାର ଦାସ): ହୋଲିରେ ଅଘଟଣ। ବୁଧବାର ବାଲେଶ୍ୱର ଜିଲା ଗୋପାଳପୁର ପଞ୍ଚାୟତ ଆପିତିର ଗ୍ରାମର ଏକ ଟ୍ରାକ୍ଟର ପୋଖରୀକୁ ଖସି ପଡିବାରୁ ପଙ୍କରେ…

କୃତଜ୍ଞତା ଜଣାଇଲେ ଦିଲ୍ଲୀପ ରାୟ, ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ସମେତ…

ଭୁବନେଶ୍ୱର,୪ା୩: ରାଜ୍ୟ ସଭା ନିର୍ବାଚନ ପାଇଁ ଓଡ଼ିଶା ରାଜନୀତି ସରଗରମ ରହିଛି। ଆସନ୍ତା ୧୬ରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ। କହିବାକୁ ଗଲେ ୩ଟି ଆସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri