Posted inଜାତୀୟ

୫ ଏମ୍‌ପିଙ୍କୁ ଦଳରୁ ବିଦା କଲେ ଚିରାଗ

ନୂଆଦିଲ୍ଲୀ,୧୫ା୬: ଚିରାଗ ପାଶ୍ୱାନଙ୍କ ନେତୃତ୍ୱାଧୀନ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି)ରେ କନ୍ଦଳ ଓ ଫାଟ ବଢ଼ିବାରେ ଲାଗିଛି। ଚିରାଗଙ୍କ ଗୋଷ୍ଠୀ ମଙ୍ଗଳବାର ୫ ବିଦ୍ରୋହୀ ଏମ୍‌ପିଙ୍କୁ ଦଳରୁ ବହିଷ୍କାର କରିଛନ୍ତି।

ଏଲ୍‌ଜେପି ପ୍ରତିଷ୍ଠାତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ରାମବିଳାସ ପାଶ୍ୱାନଙ୍କ ସାନଭାଇ ପଶୁପତି କୁମାର ପାରସଙ୍କ ଗୋଷ୍ଠୀ ଚିରାଗଙ୍କୁ ଦଳର ଅଧ୍ୟକ୍ଷ ପଦରୁ ବିଦା କରିବା ପରେ ଏହା ହେଉଛି ଚିରାଗଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ। ଉଭୟ ପକ୍ଷ ବର୍ତ୍ତମାନ ଏଲ୍‌ଜେପିର ଲଗାମ ନିଜ ହାତରେ ରଖିବାକୁ ଉଦ୍ୟମ କରୁଛନ୍ତି। ଦୁଇ ଗୋଷ୍ଠୀ ଦଳର ପ୍ରତିନିଧିତ୍ୱ କରୁଥିବା ଦାବି କରୁଥିବାରୁ ଏହି ବିଷୟ ଏବେ ନିର୍ବାଚନ କମିଶନଙ୍କ ପାଖରେ ପହଞ୍ଚତ୍ବ।

ପଶୁପତିଙ୍କ ଗୋଷ୍ଠୀର ୫ ଏମ୍‌ପି ସୋମବାର ଅଲଗା ହୋଇଥିଲେ। ସେମାନେ ପଶୁପତିଙ୍କୁ ଲୋକ ସଭାରେ ଦଳର ନେତା ବାଛିବା ସହ ବାଚସ୍ପତିଙ୍କୁ ଏହି ବିଷୟ ଅବଗତ କରାଇଥିଲେ। ଲୋକ ସଭା ସେକ୍ରେଟାରିଏଟ୍‌ ପଶୁପତିଙ୍କୁ ଗୃହରେ ଏଲ୍‌ଜେପି ନେତା ରୂପେ ସ୍ବୀକୃତି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri