Posted inଜାତୀୟ

ହାଜିପୁର ଆସନ ନେଇ ଚିରାଗ-ପଶୁପତି ମୁହାଁମୁହିଁ…

ପାଟନା,୧୮।୭ : ୨୦୨୪ ଲୋକସଭା ନିବାଚନ ପୂର୍ବରୁ ବିହାରରେ ରାଜନୈତିକ ଅସ୍ଥିରତା ଆରମ୍ଭ ହୋଇଛି। ଲୋକ ଜନତା ପାର୍ଟି ନେତା ଚିରାଗ ପାସୱାନ ଏବଂ ତାଙ୍କ ଚାଚା ପଶୁପତି ପାରସ ଏନଡିଏରେ ଯୋଗ ଦେଇଛନ୍ତି। ଏହା ପରେ ଦୁହିଁଙ୍କ ମଧ୍ୟରେ ହାଜିପୁର ଆସନ ସମ୍ପର୍କରେ ଆଲୋଚନା ଆରମ୍ଭ ହୋଇଛି। ହାଜିପୁର ଆସନକୁ ନେଇ ଚାଚା ପୁତୁରା ମଧ୍ୟରେ ଏବେ ବି ବିବାଦ ଲାଗି ରହିଛି।

ଚିରାଗ ପାସୱାନ କହିଛନ୍ତି ଏନଡିଏରେ କିଏ ଅଛନ୍ତି ନା ନାହିଁ ତାହା ମୋ ପାଇଁ ଗୁରୁତ୍ୱପୂର୍ଣ୍ଣ ନୁହେଁ। ମୁଁ ମନ୍ତ୍ରୀ ହେବା ପାଇଁ ମିଳିତ ମେଣ୍ଟକୁ ଆସି ନାହିଁ। ମୁଁ ଭାବୁଛି ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧିକାର ସେ ଯାହାକୁ ଚାହିଁବେ ତାଙ୍କୁ ମନ୍ତ୍ରୀ କରିବେ। ମୁଁ କେବଳ ମୋ ବାପାଙ୍କ ଉତ୍ତରାଧିକାରୀ ନୁହେଁ ବରଂ ମୋ କାମ ମାଧ୍ୟମରେ ଲୋକଙ୍କ ବିଶ୍ୱାସ ଜିତିବାକୁ ଚାହେଁ। ହାଜିପୁର ଆସନ ମୋ ପାଇଁ ଗୁରୁତ୍ୱପୂର୍ଣ୍ଣ। ଅପରପକ୍ଷରେ ପଶୁପତି ମଧ୍ୟ ହାଜିପୁର ଆସନ ନେଇ ନଛୋଡ଼ ବନ୍ଧା ସେ ଏହି ଆସନକୁ ନେବାକୁ ଉଦ୍ୟମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାଣ୍ଡିଙ୍ଗ କମିଟି ଗଠନ କଲେ ବାଚସ୍ପତି: କେଉଁ ନେତାଙ୍କୁ କି ଦାୟିତ୍ୱ ମିଳିଲା, ଦେଖନ୍ତୁ ଲିଷ୍ଟ…

ଭୁବନେଶ୍ୱର,୨୬।୬: ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଓ ପିଏସି କମିଟି ଗଠନ କଲେ ବାଚସ୍ପତି। ୩୫ରୁ ଅଧିକ ପିଏସି କମିଟି ଓ ୧୦ଟି ଷ୍ଟାଣ୍ଡିଂ କମିଟି ଗଠନ କରାଯାଇଛି।…

ମା’ଙ୍କୁ କାଠଫାଳିଆରେ ପିଟିପିଟି ଲହୁଲୁହାଣ କଲେ ପୁଅ: ଆଉ ତା’ପରେ ଘଟିଲା…

ଉଦଳା,୨୫।୬(ସନ୍ତୋଷ କୁମାର ବାଛିନି): ଜନ୍ମ କଲା ପୁଅ ସାଜିଲା ଅମଣିଷ। ଅତି ନିର୍ମମ ଭାବେ ମା’ଙ୍କୁ ବାଡେଇ ଲହୁଲୁହାଣ କଲେ ପୁଅ। ନିଶା ଖାଇ ଆସି କାଠ…

ସୁନା ଦର ବୃଦ୍ଧିରୁ ‘ଫିଫା ଟ୍ରଫି’ ମୂଲ୍ୟ ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍‌ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…

କବାଟ ବନ୍ଦ କରି ମିଶ୍ରଣ: ସୁଜାତା ପାଣ୍ଡିଆନ୍‌ ବିଜେଡିରେ ମିଶିବା ପଛରେ ଅଛି…

ଭୁବନେଶ୍ୱର,୨୬ା୬(ସୁନିତ୍‌ ମିଶ୍ର):ଶଙ୍ଖ ଭବନ ଅଡିଟୋରିୟମ ଭିତରେ ଖୁବ୍‌ କମ୍‌ ଲୋକଙ୍କୁ ନେଇ ଏକ କବାଟ ବନ୍ଦ ମିଶ୍ରଣ ପର୍ବ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର…

ଧର୍ମେନ୍ଦ୍ର ପ୍ରଧାନକୁ ଜନ୍ମଦିନ ଉପହାର ପଠାଇଲେ ଅଭିଜିତ୍ ଦୀପକେ, ପ୍ଲିଜ ଆପଣ…

ନୂଆଦିଲ୍ଲୀ, ୨୬।୬: ‘କକ୍ରୋଚ୍ ଜନତା ପାର୍ଟି’ ଲଗାତାର ଷଷ୍ଠ ଦିନ ପାଇଁ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରଖିଛି । CJP ପ୍ରତିଷ୍ଠାତା ଅଭିଜିତ୍…

ପାପ କରିନ୍ତି ଧର୍ମେନ୍ଦ୍ର ପ୍ରଧାନ, ଇସ୍ତଫା ଦିଅନ୍ତୁ: ଖେରା

ଭୁବନେଶ୍ୱର,୨୬।୬(ରବିନାରାୟଣ ଜେନା):ସାଧାରଣ ପରୀକ୍ଷା କିଭଳି କରାଯାଏ ତାହା ଜଣା ନ ଥିବା ଲୋକ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଜ୍ଞାନ ବାଣ୍ଟୁଛନ୍ତି। ପୁଣି ଯାହାଙ୍କ ଡିଗ୍ରୀ ଉପରେ ପ୍ରଶ୍ନବାଚୀ ଚି଼ହ୍ନ…

ମୁହଁ ଖୋଲିଲେ ସିୟା ଅଗ୍ରଓ୍ବାଲ୍‌ଙ୍କ ପିତା: ଯଦି ମୋ ଝିଅ କେତନଙ୍କୁ ମାରିଛି ତେବେ…

ପୁଣେ,୨୬।୬: ମହାରାଷ୍ଟ୍ରର ପୁଣେରେ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରେମିକା ସିୟା ଗୋୟଲ ଏବଂ ତାଙ୍କ ପ୍ରେମିକ…

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri