Posted inଜାତୀୟ

ଥଣ୍ଡା ପଡିଲେ ଚିରାଗ

ପାଟନା,୧୨ ।୯: ବିହାର ବିଧାନସଭା ନିର୍ବାଚନକୁ ନେଇ ଆରମ୍ଭ ହେଲାଣି ପ୍ରସ୍ତୁତି । ଶନିବାର ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ବିହାର ଗସ୍ତ କରିଛନ୍ତି । ତାଙ୍କ ଗସ୍ତ ପରେ ଲୋକଜନଶକ୍ତି ପାର୍ଟି(ଏଲ୍‌ଜେପି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଚିରାଗ ପାଶୱାନ ଥଣ୍ଡା ପଡି ଯାଇଥିବା କୁହାଯାଉଛି । ଏବେ ଚିରାଗ କହୁଛନ୍ତି ଭାଜପା ଯାହା ନିଷ୍ପତ୍ତି ନେବ ସେଥିରେ ସେ ରାଜି । ମୋର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ସମ୍ପୂର୍ଣ୍ଣ ଭରସା ରହିଛି । ଏଲ୍‌ଜେପି ଆଜି ମୋଦିଙ୍କ ଯୋଗୁ ଏନ୍‌ଡିଏରେ ରହିଛି । ତେବେ ନିକଟରେ ସେ ନୀତୀଶ କ୍‌ୁମାରଙ୍କ ସାମ୍ନାରେ ଯେଉଁସବୁ ସମସ୍ୟା ରଖିଥିଲେ ତାକୁ ନେଇ ପ୍ରଶ୍ନ କରିବାରୁ ସେ କହିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ଆଗେ ସମସ୍ୟା କହିବିନି ତ କାହାକୁ କହିବି । ମୁଁ କାହାକୁ ଭାରାକ୍ରାନ୍ତ କରିବାକୁ ଚାହୁଁନାହିଁ । କେବଳ ନିଜ କଥା ମୁଁ କହୁଛି । ନୀତୀଶ ଯେହେତୁ ଏନ୍‌ଡିଏର ନେତୃତ୍ୱ ନେଇଛନ୍ତି ମୁଁ ସମସ୍ୟା ସମ୍ପର୍କରେ ତାଙ୍କୁ ସୂଚାଇ ଦେଇଛି । ତେବେ ଆଗକୁ ଯାହା ବି ହେବ ବିହାରର ଭଲ ପାଇଁ ହେବ ବୋଲି ଚିରାଗ କହିଛନ୍ତି । ନିକଟରେ ଚିରାଗଙ୍କ ରାଗକୁ ଦେଖି ପିତା ରାମବିଳାସ ପାଶୱାନ କିହିଥିଲେ ପୁଅର ନିଜର ନିଷ୍ପତ୍ତି ନେବାର ବୟସ ହୋଇଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?