Posted inଜାତୀୟ

ନୀତୀଶ୍‌ଙ୍କ ନେତୃତ୍ୱକୁ ବିରୋଧ: ଏକାକୀ ନିର୍ବାଚନ ଲଢ଼ିବ ଏଲ୍‌ଜେପି

ପାଟନା,୪।୧୦: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ରବିବାର ଏନ୍‌ଡିଏରେ ଫାଟ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ନୀତୀଶ୍‌ କୁମାରଙ୍କୁ ଚିରାଗ ପାଶ୍ୱାନଙ୍କ ନେତୃତ୍ୱାଧୀନ ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି) ବିରୋଧ କରିଛି। ଜେଡିୟୁ ସହ ଆଦର୍ଶଗତ ସମାନତା ନ ଥିବା ଦର୍ଶାଇ ଏଲ୍‌ଜେପି ବିହାର ବିଧାନସଭା ନିର୍ବାଚନରେ ଏକାକୀ ଲଢ଼ିବାକୁ ନିଷ୍ପତ୍ତି ନେଇଛି। ଏଲ୍‌ଜେପି ସଂସଦୀୟ ବୋର୍ଡ ବୈଠକରେ ଭାଜପାକୁ ସମର୍ଥନ ଦେବା ଲାଗି ନିଷ୍ପତ୍ତି ଗ୍ରହଣ କରାଯାଇଥିବା ବେଳେ ସମସ୍ତ ଜେଡିୟୁ ପ୍ରାର୍ଥୀଙ୍କ ବିରୋଧରେ ଦଳ ପ୍ରାର୍ଥୀଦେବା ଲାଗି ଚୂଡ଼ାନ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲ୍‌ରେ ଲାଲୁ ଯାଦବ: ଫଟୋ ଶେୟାର କରି ଭାବପ୍ରବଣ ହେଲେ ଝିଅ

ପାଟନା,୫।୭: ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ସଭାପତି ଲାଲୁ ପ୍ରସାଦ ଯାଦବ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ଲାଲୁ ପାରସ ହସ୍ପିଟାଲ ବେଡ୍‌ରେ ଥବା ବେଳର ଫଟୋ...

‘ଆମେ ଆଉ ଏକ ୯/୧୧ କିମ୍ବା ୨୬/୧୧ ହେବାକୁ ଦେବୁ ନାହିଁ’

ନୂଆଦିଲ୍ଲୀ/ନ୍ୟୁୟର୍କ,୧୬।୧୨: ଆମେ ଆଉ ଏକ ୯/୧୧ କିମ୍ବା ୨୬/୧୧ ହେବାକୁ ଦେବୁ ନାହିଁ ବୋଲି ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ମିଳିତ ଜାତିସଂଘ ସୁରକ୍ଷା ପରିଷଦ...

ନର୍ସଙ୍କୁ ଏମିତି ପ୍ରଶ୍ନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲ (ଆରଏମଏଲ) ପରିଦର୍ଶନ କରିଛନ୍ତି। ଦେଶରେ ୧ ବିଲିୟନରୁ ଅଧିକ ଡୋଜ ଆଣ୍ଟି-କରୋନା...

ଆଜି ଫେରିବ ୭ ବିମାନ

ନୂଆଦିଲ୍ଲୀ,୨ା୩: ଯୁଦ୍ଧ ପ୍ରଭାବିତ ୟୁକ୍ରେନ୍‌ ରାଜଧାନୀ କ୍ୱିଭ୍‌ରେ ଆଉ ଜଣେ ହେଲେ ଭାରତୀୟ ନାହାନ୍ତି। ସମସ୍ତ ନାଗରିକ କ୍ୱିଭ୍‌ ଛାଡ଼ିଥିବା ଭାରତର ଅନୁସନ୍ଧାନରୁ ଜଣାପଡ଼ିଛି ବୋଲି...

ଆନ୍ଦୋଳନ କରୁଥିବା ଅନ୍ନଦାତାଙ୍କ ପାଇଁ ଓପନ ଲାଇବ୍ରେରୀ-ଫ୍ରି ଲାଙ୍ଗୁଏଜ୍‌ କ୍ଲାସ୍‌

ନୂଆଦିଲ୍ଲୀ, ୨୦।୧: ଘାଜିପୁର ସୀମାରେ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଅନ୍ନଦାତାଙ୍କ ଅବସର ସମୟ ବିତାଇବା ଲାଗି ଏଠାରେ ଓପନ ଲାଇବ୍ରେରୀ ସହିତ ଫ୍ରି ଲାଙ୍ଗୁଏଜ୍‌...

ଖୁସି ଖବର: ଏବେ ଦେଶରେ ବ୍ୟବହାର ହେବ କରୋନା ଔଷଧ ୨-ଡିଜି…

ନୂଆଦିଲ୍ଲୀ,୧୭।୫: ଏଣିକି ଦେଶରେ ନୂଆ କରୋନା ଔଷଧ ବ୍ୟବହାର କରାଯିବ। କରୋନା ଔଷଧ ୨-ଡିଓକ୍ସି-ଡି-ଗ୍ଲୁକୋଜ୍‌(୨-ଡିଜି) ଲୋକାର୍ପଣ ସୋମବାର କରାଯାଇଛି। ଡିଆର୍‌ଡିଓ ପକ୍ଷରୁ ବିକଶିତ କରାଯାଇଥିବା ଏହି...

ସବୁ ଶିକ୍ଷାନୁଷ୍ଠାନରେ ହିନ୍ଦୀ ବାଧ୍ୟତାମୂଳକ ହେଉ

ନୂଆଦିଲ୍ଲୀ,୧୦ା୧୦: କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସମେତ ସମସ୍ତ ବୈଷୟିକ ଓ ଅଣବୈଷୟିକ ଶିକ୍ଷାନୁଷ୍ଠାନରେ ହିନ୍ଦୁକୁ ବାଧ୍ୟତାମୂଳକ ଭାବେ ପାଠପଢ଼ାର ମାଧ୍ୟମ କରାଯାଉ। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ...

ଜୁନ୍‌ ପହିଲାରୁ ଖୋଲିବ ମନ୍ଦିର, ମସ୍‌ଜିଦ, ଗୁରୁଦ୍ୱାର: ମମତା

କୋଲକାତା,୨୯।୫: ଦେଶରେ କରୋନା ସଂକ୍ରମଣକୁ ଦେଖି ମାର୍ଚ୍ଚ ମାସଠାରୁ ଲାଗୁ କରାଯାଇଥିଲା ଲକ୍‌ଡାଉନ ନିୟମ। ଏହି ସମୟରେ ସମସ୍ତ ଧର୍ମୀୟ ଅନୁଷ୍ଠାନକୁ ମଧ୍ୟ ଯିବାକୁ ବାରଣ...

Advertisement
Archives

Model This Week