Odisha Elections 2024
Posted inଜାତୀୟ

ନୀତୀଶ୍‌ଙ୍କ ନେତୃତ୍ୱକୁ ବିରୋଧ: ଏକାକୀ ନିର୍ବାଚନ ଲଢ଼ିବ ଏଲ୍‌ଜେପି

ପାଟନା,୪।୧୦: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ରବିବାର ଏନ୍‌ଡିଏରେ ଫାଟ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ନୀତୀଶ୍‌ କୁମାରଙ୍କୁ ଚିରାଗ ପାଶ୍ୱାନଙ୍କ ନେତୃତ୍ୱାଧୀନ ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି) ବିରୋଧ କରିଛି। ଜେଡିୟୁ ସହ ଆଦର୍ଶଗତ ସମାନତା ନ ଥିବା ଦର୍ଶାଇ ଏଲ୍‌ଜେପି ବିହାର ବିଧାନସଭା ନିର୍ବାଚନରେ ଏକାକୀ ଲଢ଼ିବାକୁ ନିଷ୍ପତ୍ତି ନେଇଛି। ଏଲ୍‌ଜେପି ସଂସଦୀୟ ବୋର୍ଡ ବୈଠକରେ ଭାଜପାକୁ ସମର୍ଥନ ଦେବା ଲାଗି ନିଷ୍ପତ୍ତି ଗ୍ରହଣ କରାଯାଇଥିବା ବେଳେ ସମସ୍ତ ଜେଡିୟୁ ପ୍ରାର୍ଥୀଙ୍କ ବିରୋଧରେ ଦଳ ପ୍ରାର୍ଥୀଦେବା ଲାଗି ଚୂଡ଼ାନ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ଭୋଟ ପାଇଁ ତାମିଲଙ୍କୁ ବଦନାମ କରନ୍ତୁ ନାହିଁ: ଷ୍ଟାଲିନ୍‌

ଚେନ୍ନାଇ,୨୨ା୫(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଓଡ଼ିଶାକୁ ପ୍ରଚାରରେ ଆସିବାବେଳେ ପ୍ରତିଥର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ଉଠାଇ ରାଜ୍ୟର ଶାସକ ବିଜୁ...

ବିମାନ ଧକ୍କାରେ ୪୦ ବିଦେଶୀ ପକ୍ଷୀଙ୍କ ମୃତ୍ୟୁ

ମୁମ୍ବାଇ, ୨୨।୫: ଏମିରେଟ୍‌ସ ଏୟାରଲାଇନ୍ସର ଏକ ବିମାନ ସହ ଧକ୍କା ହୋଇ ୪୦ରୁ ଅଧିକ ବିଦେଶୀ ପକ୍ଷୀଙ୍କ ମୃତ୍ୟୁ ହୋଇଯାଇଛି। ସୋମବାର ବିଳମ୍ବିତ ରାତିରେ ମୁମ୍ବାଇର...

୪୦୦ ଆସନ କେବଳ ଏକ ସ୍ଲୋଗାନ, ଏତିକି ଆସନ ଜିତିବା ଭାଜପା ପାଇଁ ଅସମ୍ଭବ; ପ୍ରଶାନ୍ତ କିଶୋରଙ୍କ ବଡ଼ ଆକଳନ…

ନୂଆଦିଲ୍ଲୀ,୨୧।୫: ଚଳିତ ନିର୍ବାଚନରେ ଭାଜପା ‘ଅବ୍‌କି ବାର୍‌ ୪୦୦ ପାର୍‌’ର ନାରା ଦେଉଛି। ଅର୍ଥାତ କହିବାକୁ ଗଲେ ଦଳ ୪୦୦ରୁ ଅଧିକ ଆସନରେ ବିଜେତା ହେବା...

ପୋଲିଂ ବୁଥକୁ ଯିବାବେଳେ ଢୋଲ ଓ ଥାଳି ବାଡେଇବାକୁ ମହିଳାଙ୍କୁ କହିଲେ ମୋଦି

ନୂଆଦିଲ୍ଲୀ,୨୧।୫: ନିଜର କଲ୍ୟାଣକାରୀ ସ୍କିମ ବିଷୟରେ କହି ମଙ୍ଗଳବାର ନିଜ ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍ତର ପ୍ରଦେଶର ବାରାଣସୀରେ ଭାଜପା...

ସିସୋଡିଆଙ୍କୁ ବଡ଼ ଝଟ୍‌କା; ଇଡି-ସିବିଆଇ ମାମଲାରେ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୨୧।୫: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ଆମ୍‌ ଆଦମୀ ପାର୍ଟୀ ନେତା ମନୀଷ ସିସୋଡିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ଉଭୟ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ମତଦାନ କେନ୍ଦ୍ରରୁ ମିଳିଲା ପୋଲିଂ ବୁଥ ଏଜେଣ୍ଟଙ୍କ ମୃତଦେହ

ମୁମ୍ବାଇ,୨୧।୫: ମୁମ୍ବାଇ ୱର୍ଲି ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ମତଦାନ ବୁଥ ଟଏଲେଟରୁ ଜଣେ ପୋଲିଂ ଏଜେଣ୍ଟଙ୍କ ମୃତଦେହ ପୋଲିସ ଜବତ...

ରାହୁଲଙ୍କୁ ଝଟ୍‌କା: ଅମିତ ଶାହାଙ୍କ ଉପରେ ଟିପ୍ପଣି ମାମଲାରେ ସମନ ଜାରି

ନୂଆଦିଲ୍ଲୀ,୨୧।୫: ଅମିତ ଶାହାଙ୍କ ଉପରେ ଦେଇଥିବା ମନ୍ତବ୍ୟ ପାଇଁ ଏମପି-ଏମଏଲଏ କୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସମନ ଜାରି କରିଛନ୍ତି। ଏନେଇ ଭାଜପା କର୍ମୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri