Posted inଜାତୀୟ

ହାଜିପୁରରୁ ନିର୍ବାଚନ ଲଢିବେ ଚିରାଗ

ନୂଆଦିଲ୍ଳୀ,୧୮।୭: ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ)ର ଗୁରୁତ୍ୱପୂର୍ଣ୍ଣ ବୈଠକ ପୂର୍ବରୁ ଲୋକ ଜନଶକ୍ତି ପାର୍ଟି ମୁଖ୍ୟ ଚିରାଗ ପାଶ୍ୱାନ ଏନଡିଏରେ ସବୁକିଛି ଠିକ ଥିବା କହିଛନ୍ତି। ସେ କହିଛନ୍ତି, ଦୀର୍ଘ ଦିନ ହେବ ଆଲୋଚନା ଚାଲିଥିଲା। ଆମର କିଛି ଚିନ୍ତା ଥିଲା ଏବଂ ଏହାକୁ ଅତି ଆନ୍ତରିକ ଏବଂ ସକରାତ୍ମକ ଢଙ୍ଗରେ ଆଲୋଚନା କରାଯାଇଥିଲା। ଏହି ସମୟରେ ଏକ ଚୁକ୍ତିନାମା ମଧ୍ୟ ହୋଇଥିଲା। ଆମର ଲକ୍ଷ୍ୟ ହେଉଛି ୨୦୨୪ ଲୋକ ସଭା ଏବଂ ୨୦୨୪ ବିହାର ବିଧାନସଭା ନିର୍ବାଚନ। ମୁଁ ହାଜିପୁରରୁ ନିର୍ବାଚନ ଲଢିବି। ଆମେ ବିହାରର ୪୦ଟି ଲୋକ ସଭା ଆସନ ଜିତିବୁ ବୋଲି ସେ ଭବିଷ୍ୟବାଣୀ କରିଛନ୍ତି।
ଚିରାଗ ପାଶ୍ୱାନ ସୋମବାର ଭାଜପା ସଭାପତି ଜେପି ନଡ୍ଡା ଏବଂ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି। ନଡ୍ଡା ଏକ ଟୁଇଟ୍‌ରେ କହିଛନ୍ତି, ଚିରାଗ ପାସୱାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଏନଡିଏରେ ଯୋଗଦେବାକୁ ନିଷ୍ପତ୍ତି ନେଇଛନ୍ତି। ମୁଁ ତାଙ୍କୁ ଏନଡିଏ ପରିବାରକୁ ସ୍ବାଗତ କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?