Posted inଜାତୀୟ

ଚିରାଗଙ୍କ ବଡ଼ ଘୋଷଣା: ଏଲ୍‌ଜେପି ପ୍ରାର୍ଥୀ ନ ଥିବା ଆସନରେ ଭାଜପାକୁ ଦିଅନ୍ତୁ ଭୋଟ

ବିହାର, ୨୫।୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏଲ୍‌ଜେପି ମୁଖ୍ୟ ଚିରାଗ ପାସଓ୍ବାନ ରାଜ୍ୟର ଭୋଟରଙ୍କ ଉଦ୍ଦେଶ୍ୟ କହିଛନ୍ତି ଯେ, ଯେଉଁ ଆସନରେ ଏଲ୍‌ଜେପି ପ୍ରାର୍ଥୀ ନାହାଁନ୍ତି ସେଠାରେ ଭାଜପାକୁ ଭୋଟ ଦିଅନ୍ତୁ। କେନ୍ଦ୍ର ସରକାରରେ ସହଯୋଗୀ ଥିବା ଏଲ୍‌ଜେପି ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଘେରିବା ଆରମ୍ଭ କରିଥିବାବେଳେ ଏଭଳି ବଡ଼ ଘୋଷଣା କରି ରାଜ୍ୟରେ ଭାଜପା ପାଇଁ ସହାୟତାର ହାତ ବଢ଼ାଇଛନ୍ତି। ରାଜ୍ୟରେ ନୀତିଶ ମୁକ୍ତ ସରକାର ଗଠନ ଲାଗି ସେ ଆହ୍ବାନ ଦେଇଛନ୍ତି। ଏବେ ଚିରାଗଙ୍କ ଏହି ମନ୍ତବ୍ୟ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ କଲେ ୧୦୫ ବର୍ଷୀୟା ବୃଦ୍ଧା

ମୁଜଫରପୁରନଗର,୧୦।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ପ୍ରଥମ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଛି। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଥିବା ବେଳେ ଭୋଟରଙ୍କ...

ହିମସ୍ଖଳନରୁ ବିପଜ୍ଜନକ ହ୍ରଦ

ଡେରାଡୁନ୍‌, ୧୩।୨ : ଉତ୍ତରାଖଣ୍ଡର ଋଷିଗଙ୍ଗାରେ ଗ୍ଲେସିୟରର ଏକ ଅଂଶ ଭାଙ୍ଗିପଡ଼ି ଯେଉଁ ସ୍ଥାନରେ ମାଡ଼ ହୋଇଥିଲା ସେଠାରେ ଭୟଙ୍କର ହ୍ରଦ ସୃଷ୍ଟି ହୋଇଥିବା ସାଟେଲାଇଟ୍‌...

‘ଭାଜପା ରାଷ୍ଟ୍ର’ କରିବା ହେଉଛି ସରକାରଙ୍କ ଲକ୍ଷ୍ୟ: ମେହବୁବା ମୁଫତି

ଶ୍ରୀନଗର,୧୪।୩: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହବୁବା ମୁଫତି ସୀମାନ୍ତ ଜିଲା ପୁଞ୍ଚରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ କେନ୍ଦ୍ର...

ହସ୍ପିଟାଲରେ ଭର୍ତ୍ତି ହେଲେ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌…

ଚଣ୍ଡିଗଡ଼,୨୧।୭ : ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନଙ୍କୁ ଦିଲ୍ଲୀର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।  ନ୍ୟୁଜ ଏଜେନ୍ସି ଏଏନଆଇକୁ ସୂତ୍ରରୁ ପ୍ରକାଶ ଯେ ମୁଖ୍ୟମନ୍ତ୍ରୀ ମାନ୍‌...

୬ଜି ଭିଜନ୍‌ ଡକ୍ୟୁମେଣ୍ଟ ଉନ୍ମୋଚିତ, ସହର ଅପେକ୍ଷା ଗ୍ରାମାଞ୍ଚଳରେ ଅଧିକ ଇଣ୍ଟରନେଟ ୟୁଜର: ମୋଦି

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାରତରେ ଅନ୍ତର୍ଜାତୀୟ ଟେଲି ଯୋଗାଯୋଗ ୟୁନିଅନର ନୂତନ ଆଞ୍ଚଳିକ କାର୍ଯ୍ୟାଳୟ...

ଏବେ ଖୋଲିବନି ସ୍କୁଲ-କଲେଜ: ଲକ୍‌ଡାଉନର ନୂଆ ତାରିଖ ଘୋଷଣା

କୋଲକାତା,୨୬।୮: ଦେଶରେ କରୋନା ପ୍ରକୋପ ଥମିବାର ନା ନେଉନି। ପ୍ରତିଦିନ ଦ୍ରୁତଗତିରେ କରୋନା ଭାଇରସ୍‌ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଇତିମଧ୍ୟରେ ପଶ୍ଚିମବଙ୍ଗରୁ ଏକ ବଡ଼ ଖବର...

ଆଜମଙ୍କ ଘର ଗେଟ୍‌ରେ ଲାଗିଛି ୮୦ରୁ ଊର୍ଦ୍ଧ୍ୱ ମାମଲାର ନୋଟିସ

ରାମପୁର,୨୪।୯: ଉତ୍ତରପ୍ରଦେଶ ରାମପୁରସ୍ଥିତ ସମାଜବାଦୀ ପାର୍ଟି(ଏସ୍‌ପି)ର ଏମ୍‌ପି ଆଜମ ଖାନଙ୍କ ବାସଭବନର ମୁଖ୍ୟ ଗେଟ ସମ୍ମୁଖରେ ୮୦ରୁ ଊର୍ଦ୍ଧ୍ୱ ମାମଲାରେ କୋର୍ଟଙ୍କ ନୋଟିସ ଲାଗିଥିବା ଦେଖିବାକୁ...

ମହାରାଷ୍ଟ୍ରରେ ଖୋଲିବ ସିନେମା ହଲ୍‌, ମଲ୍ଟିପ୍ଲେକ୍ସ: ସରକାର ଜାରି କଲେ ଗାଇଡ୍‌ଲାଇନ

ମୁମ୍ବାଇ,୪।୧୧: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ପ୍ରକୋପ ଜାରି ରହିଛି। ହେଲେ ସଂକ୍ରମିତଙ୍କ ସୁସ୍ଥ ହାର ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ଏବେ ଅନ୍‌ଲକ୍‌-୬.୦...

Advertisement
Archives

Model This Week