ବିଜେଡିରେ ମିଶିଲେ ଚିରଞ୍ଜୀବ

ଭୁବନେଶ୍ୱର,୩୧ା୩: କଂଗ୍ରେସର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ରବିବାର ବିଜେଡିରେ ସାମିଲ ହୋଇଛନ୍ତି। ଆଜି ଶଙ୍ଖଭବନରେ ସେ ନିଜ ସମର୍ଥକଙ୍କ ସହ ଆସି ବିଜେଡିରେ ମିଶିଛନ୍ତି। ତାଙ୍କୁ ବିଜେଡି ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଥିଲା।

ରାଜ୍ୟ ସଭା ଏମ୍‌ପି ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ଚିରଞ୍ଜୀବ ସମର୍ଥକଙ୍କ ସହ ଶଙ୍ଖଭବନକୁ ଆସି ବିଜେଡିରେ ମିଶିଛନ୍ତି। ସେ ବିଜେଡିରେ ସାମିଲ ପରେ କହିଛନ୍ତି, ମୁଖ୍ୟମନ୍ତ୍ରୀ ମୋତେ ବିଜେଡିରେ ସାମିଲ କରିଥିବାରୁ କୃତଜ୍ଞତା ଜଣାଉଛି। କିଛି ସ୍ୱାର୍ଥ ନେଇ ମୁଁ ଦଳକୁ ଆସିନାହିଁ। ତାଙ୍କ ବିକାଶମୂଳକ କାମରେ ଆକର୍ଷିତ ହୋଇଛି। ମୁଁ ଜଣେ ଦଳୀୟ କର୍ମୀ ଭାବରେ ଦଳରେ ରହିବି। ଦଳ ଯାହା କାମ ଦେବ, ତାହା କରିବି।

ଗତକାଲି ସେ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ୨୦୧୪ରୁ ୨୦୧୯ ଯାଏ ସେ ଜଗତସିଂହପୁରରୁ ବିଧାୟକ ଥିଲେ । ୨୦୦୪ରୁ ୨୦୦୯ ତିର୍ତ୍ତୋଲରୁ ବିଧାୟକ ଥିଲେ। ଚିରଞ୍ଜୀବ ବିଧାନସଭାରେ ବିରୋଧୀ ଦଳ ଉପନେତା ମଧ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେଉଁଠୁ ଆସୁଛି ଏତେ ସିଲିଣ୍ଡର? ଘର ସହ ଦୋକାନରୁ ମିଳିଲା ୨୫୦ ସିଲିଣ୍ଡର

ଅରରିଆ,୧୩।୩: ଗୁରୁବାର ବିଳମ୍ବିତ ସାରେ ଫୋର୍ବସଗଞ୍ଜ ସହରର ୱାର୍ଡ ନମ୍ବର ୧୫ର ପୋଖର ବସ୍ତିରେ ଏଲପିଜି ସିଲିଣ୍ଡରର ଅବୈଧ ସଂରକ୍ଷଣ ସମ୍ପର୍କରେ ସୂଚନା ପାଇ, ଏସଡିଓ ଅଭୟ…

ଯୁଦ୍ଧର ଘଡ଼ିସନ୍ଧି ମୁହୂର୍ତ୍ତରେ ଭାରତର ସାହାଯ୍ୟ ମାଗିଲା ଇରାନ, ବଡ଼ ପ୍ରତିଶ୍ରୁତି ଦେଇ ଜୟଶଙ୍କର କହିଲେ ଆମେ…

ନୂଆଦିଲ୍ଲୀ/ତେହରାନ,୧୩ା୩: ଯୁଦ୍ଧର ଘଡ଼ିସନ୍ଧି ମୁହୂର୍ତ୍ତରେ ଭାରତର ସାହାଯ୍ୟ ମାଗିଛି ଇରାନ।  ବର୍ତ୍ତମାନର ଆଞ୍ଚଳିକ ଏବଂ ଅନ୍ତର୍ଜାତୀୟ ପରିସ୍ଥିତି ଉପରେ ଇରାନ ଏବଂ ଭାରତ ଉଚ୍ଚସ୍ତରୀୟ ଆଲୋଚନା କରିଛନ୍ତି।…

ଚାଲିଥିଲା ବ୍ରାଉନସୁଗାର ବେପାର, ମାଡ଼ି ବସିଲା ପୋଲିସ

ବରଗଡ଼,୧୩ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ବ୍ରାଉନସୁଗାର କାରବାରରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ଟାଉନ ଥାନା ଅନ୍ତର୍ଗତ ମହାନ୍ତିପଡ଼ାର…

ରାଜ୍ୟ ସଭାରେ ଏମପି ନିରଞ୍ଜନ ବିଶିଙ୍କ ଦାବି, ସମ୍ବଲପୁର-କୋରାପୁଟ-ବାଲେଶ୍ୱରରେ ଏମ୍ସ….

ବଲାଙ୍ଗୀର,୧୩।୩(ସୁନିଲ୍ କୁମାର ମହାନ୍ତି): ରାଜ୍ୟ ସଭା ଏମପି ନିରଞ୍ଜନ ବିଶି ରାଜ୍ୟ ସଭାରେ ଓଡ଼ିଶାର ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥା…

କୂଟନୈତିକ ‘ଚୌକା’ ଲଗାଇଲେ ଜୟଶଙ୍କର: ଗ୍ୟାସ୍‌ ସଙ୍କଟ ମଧ୍ୟରେ ଇରାନକୁ ଫୋନ କରି…

ନୂଆଦିଲ୍ଲୀ,୧୩।୩: ଇରାନ ସହିତ ଜଡିତ ବିବାଦ ସମ୍ପର୍କରେ ଭାରତ ଏବେ ଅତ୍ୟନ୍ତ ସକ୍ରିୟ ହୋଇଛି। ଗ୍ୟାସ ସଙ୍କଟ ଏବଂ ଫସି ରହିଥିବା ଜାହାଜର ସମସ୍ୟା ମଧ୍ୟରେ ଇରାନ…

ରାଜ୍ୟ ବାହାରକୁ କାହିଁକି ଯାଇଛନ୍ତି ୮ ବିଧାୟକ, କାରଣ କହିଲେ ତାରା… ରାଜନୀତିରେ ହଇଚଇ

ଭୁବନେଶ୍ୱର,୧୩।୩: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ୮ ଜଣ ବିଧାୟକ ବେଙ୍ଗାଲୁରୁ ଯିବା ପ୍ରସଙ୍ଗରେ ବରିଷ୍ଠ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ବିସ୍ଫୋରକ ବୟାନ ଦେଇଛନ୍ତି।…

ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! ଏହି ସବୁ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର,୧୩।୩: ଆସନ୍ତା ୧୫ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଆସନ୍ତା ୧୫ରୁ ୧୯ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବା ନେଇ…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ, ସ୍କୁଲରେ ମିଳିବ ଶାରୀରିକ….

ଭୁବନେଶ୍ବର,୧୩।୩: ସୁରୁଖୁରୁରେ ଚାଲିଛି ବିଧାନସଭା ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ । ଗୃହରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିଥିବା ବେଳେ ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ପ୍ରସଙ୍ଗରେ ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri