ସିନେ ଜଗତର ପ୍ରଥମ ଅଭିନେତା ଭାବେ ଚିରଞ୍ଜୀବୀଙ୍କୁ ଗିନିଜ ୱାଲର୍‌ଡ ରେକର୍ଡ

ହାଇଦ୍ରାବାଦ,୨୨।୯: ତେଲୁଗୁ ଫିଲ୍ମ ଜଗତରେ ମେଗାଷ୍ଟାର ଭାବେ ଚିରଞ୍ଜୀବୀ ପରିଚିତ। ସିନେ ଜଗତର ପ୍ରଥମ ଅଭିନେତା ଭାବେ ସେ ନିଜର ନୃତ୍ୟ ଦକ୍ଷତା ପାଇଁ ଗିନିଜ ବୁକ ଅଫ ୱାଲର୍‌ଡ ରେକର୍ଡରେ ସ୍ଥାନ ପାଇଛନ୍ତି।

ହାଇଦ୍ରାବାଦରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଗିନିଜ ୱାଲର୍‌ଡ ରେକର୍ଡ ପ୍ରତିନିଧି ତଥା ଆମୀର ଖାନ୍‌ ଚିରଞ୍ଜୀବୀଙ୍କୁ ଏହି ପ୍ରମାଣପତ୍ର ପ୍ରଦାନ କରିଛନ୍ତି। ଏହି ସାର୍ଟିଫିକେଟରେ ଉଲ୍ଲେଖ ଯେ, ଅଭିନେତା ତଥା ନୃତ୍ୟଶିଳ୍ପୀ କୋନିଡେଲା ଚିରଞ୍ଜୀବୀ ହେଉଛନ୍ତି ଭାରତୀୟ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ସବୁଠାରୁ ସଫଳ ତାରକା। ସେ ୨୦ ସେପ୍ଟେମ୍ବର ୨୦୨୪ରେ ଏହି ସଫଳତା ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri