ଚିଟ୍‌ଫଣ୍ଡ ଠକେଇ ମାମଲା: ଜେଲ୍‌ ଗଲେ ୫

ବାଲେଶ୍ବର ଅଫିସ,୨୭।୧୨: ବାଲେଶ୍ବର ଜିଲାର ଚିଟ୍‌ଫଣ୍ଡ ଅଦାଲତରେ ଏକ ମାମଲାର ବିଚାର କରି ବିଛାରପତି ବିଶ୍ବଜିତ ଦାଶ ୨ ଜଣ ଅଭିଯୁକ୍ତଙ୍କୁ ୭ବର୍ଷ ଲେଖାଏ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଏହାସହ ଅନ୍ୟ ଦୁଇଜଣ ଅଭିଯୁକ୍ତଙ୍କୁ ମଧ୍ୟ ୩ ବର୍ଷ ଦଣ୍ଡାଦେଶ କରିଛନ୍ତି। ଏକ ଘରୋଇ କମ୍ପାନୀ ମୟୂରଭଞ୍ଜ ଜିଲାର ବାରିପଦା ସହରରେ ୨୦୦୯ ମସିହାରୁ ଖୋଲି ବିଭିନ୍ନ ପ୍ରକାରର ଲାଭ ଦାୟକ ସ୍କିମ୍‌ ମାଧ୍ୟମରେ ଜିଲା ସମେତ ରାଜ୍ୟର ବିଭିନ୍ନ ଜିଲାରୁ ୧୦ ହଜାର ୩୨୭ ଜଣଙ୍କ ଠାରୁ ୨ କୋଟି ୯୩ ଲକ୍ଷ ୫୦ ହଜାର ଅର୍ଥ ଠକେଇ ଅଭିଯୋଗ ହୋଇ ଥିଲା । ଉକ୍ତ ମାମଲାର ବିଚାର କରି ମାନ୍ୟବର ଅଦାଲତ କମ୍ପାନୀର ମୁଖ୍ୟ ପରିଚାଳକ ଭି.ସମ୍ପଦ ଓ ବୋଡ ଅଫ ଡାଇରେକ୍ଟର ବି. ମଲ୍ଲିକାର୍ଜୁନ ରାଜୁଙ୍କୁ ୭ ବର୍ଷ ଜେଲ ଦଣ୍ଡାଦେଶ ସହିତ ୪ ଲକ୍ଷ ୨୧ ହଜାର ଫାଇନ କରିଛନ୍ତି। ସେହିପରି ଅନ୍ୟ ଦୁଇ ସହଯୋଗୀ ସଦାଶିବ ନାୟକ ଓ ତପନ ବାରିକଙ୍କୁ ୩ ବର୍ଷ ଲେଖାଏ ଜେଲ ଦଣ୍ଡ ସହ ୬୦ ହଜାର ଟଙ୍କା ଜରିମାନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଶିଶୁ ମଙ୍ଗଳ ସମିତି ଗଠନ ସମ୍ପର୍କିତ ବିଜ୍ଞପ୍ତି ସ୍ଥଗିତ, ପୂର୍ବ କମିଟି ଜାରି ରଖିବ କାର୍ଯ୍ୟ

କେନ୍ଦୁଝର,୨୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶିଶୁ ମଙ୍ଗଳ ସମିତି ଗଠନକୁ ନେଇ ଚାଲୁଥିବା ଆଇନଗତ ପ୍ରକ୍ରିୟା ମଧ୍ୟରେ ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ…

ବାପାଙ୍କ ମୁଣ୍ଡରେ ବନ୍ଧୁକ, ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଲେ ନଗଦ ଟଙ୍କା ସହ ସୁନାଅଳଙ୍କାର

ଭଦ୍ରକ,୨୩ା୫(ସନାତନ ରାଉତ): ବାପାଙ୍କ ମୁଣ୍ଡରେ ବନ୍ଧୁକ ଓ ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଇଛନ୍ତି ନଗଦ ୨୫ ଲକ୍ଷ ଟଙ୍କା ଓ ସୁନା ଅଳଙ୍କାର। ଶୁକ୍ରବାର…

ପାଟ୍ରୋଲିଂ ସମୟରେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ, ୩ ଜଣଙ୍କୁ ବାନ୍ଧି ପୋଲିସ କହିଲା…

ତିହିଡ଼ି,୨୩ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନୂଆନନ୍ଦ -ହାଟୁଆରୀ ଗ୍ରାମ ରାସ୍ତାରେ ଶନିବାର ପୋଲିସ ୨୦. ୫୮ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏଥିସହ ପୋଲିସ…

ବରଗଡ଼ ସର୍କିଟ୍‌ ହାଉସ୍‌ରେ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସମୀକ୍ଷା : ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କଲେ ମନ୍ତ୍ରୀ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ ଦିନ ବିତିଯାଇଛି। ହେଲେ ଧାନ ବିକ୍ରିବଟାରେ ଚାଷୀମାନେ ବିଭିନ୍ନ ସମସ୍ୟାର…

ବହୁ ଖୋଜାଖୋଜି ପରେ ମିଳିଲା ବୃଦ୍ଧାଙ୍କ ମୃତଦେହ

ପାଟଣା,୨୩।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦହିବାହାଳୀ ଗ୍ରାମ ପୋଖରୀକୁ ଶୁକ୍ରବାର ସାରେ ଜଣେ ୬୫ବର୍ଷୀୟ ବୃଦ୍ଧ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ। ରାତିରେ…

ମହାଯଜ୍ଞ ନିମନ୍ତେ ପ୍ରସ୍ତୁତି ଶେଷ: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ମହାଯଜ୍ଞ ପରିଚାଳନା କମିଟି ପକ୍ଷରୁ…

ଦିଗପହଣ୍ଡି,୨୩।୫(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ…

ପାରିବାରିକ କଳହର ଉଗ୍ରରୂପ: ଶଳାଙ୍କୁ ବସ୍‌ଷ୍ଟାଣ୍ଡରେ ଛୁରାମାଡ଼ କଲେ ଭିଣୋଇ

ଆସିକା,୨୩ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବସ୍‌ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନରେ ଭିଣୋଇଙ୍କ ଛୁରାମାଡ଼ରେ ଶଳା ଗୁରୁତର ହୋଇଛନ୍ତି। ଆହତ ଶଳା ହେଉଛନ୍ତି କଂସ ଡାକୁଆ (୨୫)…

ଗହୀରମଥାକୁ ଅଣ୍ଡାଦାନ ପାଇଁ ଆସିଥିଲେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ, ଅଣ୍ଡାଦାନ ନ କରି ଫେରିଗଲେ, ପରିବେଶବିତ୍‌ କହିଲେ…

ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ବିଶ୍ୱର ସର୍ବବୃହତ୍‌ ପ୍ରଜନନସ୍ଥଳୀ ଭାବେ ପରିଚିତ ଗହୀରମଥା। କେନ୍ଦ୍ରାପଡା ଜିଲାର ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରେ ଥିବା ଏହି ସ୍ଥାନରେ ଚଳିତବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri