Posted inଜାତୀୟ

ଚିତ୍ରା ରାମକ୍ରିଷ୍ଣନ୍‌ଙ୍କୁ ଜରିମାନା

ନୂଆଦିଲ୍ଲୀ, ୩୦ା୬: ଡାର୍କ ଫାଇବର ମାମଲାରେ ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ୍‌ (ଏନ୍‌ଏସ୍‌ଇ), ଏହାର ବିଜନେସ୍‌ ଡେଭେଲପମେଣ୍ଟ ଅଫିସର ରବି ବାରାଣସୀ, ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ତଥା ସିଇଓ ଚିତ୍ରା ରାମକ୍ରିଷ୍ଣନ୍‌, ତାଙ୍କ ପରାମର୍ଶଦାତା ସୁବ୍ରମଣ୍ୟମ ଆନନ୍ଦଙ୍କ ସମେତ କେତେଜଣ ଷ୍ଟକ୍‌ ବ୍ରୋକରଙ୍କ ଉପରେ ୪୪ କୋଟି ଟଙ୍କାର ଜରିମାନା ଲଗାଇଛି।

ଏନ୍‌ଏସ୍‌ଇ ଏବଂ ଏହାର ପୂର୍ବତନ ଅଧିକାରୀଙ୍କ ବ୍ୟତୀତ ସେବି ଷ୍ଟକ୍‌ ବ୍ରୋକର ଓ୍ବେ ଟୁ ଓ୍ବେଲ୍‌ଥ ଏବଂ ଜିକେଏନ୍‌ ସିକ୍ୟୁରିଟିଜ୍‌ ସମ୍ପର୍କ ଇନ୍‌ଫୋଟେନ୍‌ମେଣ୍ଟର କେତେଜଣ କର୍ମଚାରୀଙ୍କ ଉପରେ ଏହି ଜରିମାନା ଦଣ୍ଡ ଦେଇଛି। ଏନ୍‌ଏସ୍‌ଇ ଉପରେ ୭ କୋଟି, ରବି ଓ ସୁବ୍ରମଣ୍ୟଙ୍କ ଉପରେ ୫ କୋଟି ଟଙ୍କା ଲେଖାଏ ଜରିମାନା ଲଗାଇଛି ସେବି। ଏହସହିତ ନଗେନ୍ଦ୍ର କୁମାର ଏସ୍‌ଆର୍‌ଭିଏସ୍‌ ଏବଂ ଦେବୀ ପ୍ରସାଦ ସିଂ ଉପରେ ସେବି ୧ କୋଟି ଲେଖାଏ ଆର୍ଥିକ ଦଣ୍ଡାଦେଶ ଦେଇଛି। ସେହିପରି ବ୍ରୋକର ଓ୍ବେ ଟୁ ଓ୍ବେଲ୍‌ଥ ଉପରେ ୬ କୋଟି, ଜିକେଏନ୍‌ ଉପରେ ୫ କୋଟି ଏବଂ ସମ୍ପର୍କ ଇନ୍‌ଫୋଟେନ୍‌ମେଣ୍ଟ ଉପରେ ୩ କୋଟି ଟଙ୍କାର ଜରିମାନା ଲଗାଯାଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

କ୍ଷୀର ଦେବା ବନ୍ଦକଲେ ମାଲିକ ଛାଡ଼ିଦେଉଛନ୍ତି ଗାଈ: ଫସଲ ଖାଇ କରୁଛନ୍ତି ନଷ୍ଟ

ଅମରପାଲି,୨୦ା୮(ପୀତାମ୍ବର ସାହୁ): ମାଲିକ ଗାଈ ପାଳନ କରି କ୍ଷୀର ବିକ୍ରି କରୁଛନ୍ତି। ଗାଈ କ୍ଷୀର ଦେଉଥିବା ପର୍ଯ୍ୟନ୍ତ ତାହାର ଯତ୍ନ ନେଉଛନ୍ତି। ହେଲେ କ୍ଷୀର ଦେବା ବନ୍ଦ…

ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ଚାଲିଆସିଲେ ହାତୀପଲ, ବନ କର୍ମଚାରୀ କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ…

ଆସାମର ହୋଜାଇ ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଯାହାକି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ରାଜଧାନୀ ଏକ୍ସପ୍ରେସ୍‌ ଯିବାକୁ ଥିବାବେଳେ ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ହାତୀପଲ…

ପ୍ରିନ୍ସିପାଲଙ୍କୁ ୨୭ ଥର ଛୁରା ମାଡ଼ କଲେ ଛାତ୍ର; ‘ବାବୁ’ ଶବ୍ଦ ଖୋଲିଲା…

ନାଲଗୋଣ୍ଡା,୨୦।୮: ତେଲଙ୍ଗାନା ନାଲଗୋଣ୍ଡା ଜିଲାର ଏକ ଘରୋଇ ସ୍କୁଲର ପ୍ରିନ୍ସିପାଲ ରୂପା ରେଡ୍ଡିଙ୍କୁ ତାଙ୍କ ଘରେ ହତ୍ୟା କରାଯିବାର ଏକ ସପ୍ତାହରୁ ଅଧିକ ସମୟ ପରେ, ପୋଲିସ…

ସୃଷ୍ଟି ହେଲା ଦୁର୍ଲଭ ରାଜଯୋଗ: କର୍କଟ ସମେତ ୫ ରାଶିଙ୍କ ଚମକିବ ଭାଗ୍ୟ, ଅଚାନକ ମିଳିବ ଖୁସିଖବର!

୨୦ ଅଗଷ୍ଟର ରାଶିଫଳ ଅନୁସାରେ, ଏହି ଦିନ ଚନ୍ଦ୍ରମା ଦିନ-ରାତି ବିଛା ରାଶିରେ ବିଶାଖା ପରେ ଅନୁରାଧା ନକ୍ଷତ୍ରରେ ଗୋଚର କରିବେ। ବିଛା ରାଶିରେ ଚନ୍ଦ୍ରମା ନୀଚସ୍ଥ…

ICC ରାଙ୍କିଂରେ ବଡ଼ ଓଲଟପାଲଟ: ଜୋ ରୁଟଙ୍କୁ ହଟାଇ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୦।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ତା’ର ସଦ୍ୟତମ ରାଙ୍କିଂ ପ୍ରକାଶ କରିଛି। ହ୍ୟାରି ବ୍ରୁକ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ତାଙ୍କ ସାଥୀ ଜୋ…

ଶ୍ରାବଣରେ ଶାହରୁଖ ଖାନ୍‌ଙ୍କ ଘରୁ ବାହାରିଲା ସାପ ଯୋଡ଼ି: ଜାଣନ୍ତୁ ଘରେ ସାପ ଆସିବା କେଉଁ ସଙ୍କେତ ଦିଏ…

ହିନ୍ଦୁ ଧର୍ମୀୟ ଶାସ୍ତ୍ରରେ ସାପକୁ ପୂଜନୀୟ ମନେ କରାଯାଏ। ଭଗବାନ ଶିବ ମଧ୍ୟ ନିଜ ବେକରେ ନାଗକୁ ଧାରଣ କରିଥିବାରୁ ନାଗଙ୍କୁ ନେଇ ଧାର୍ମିକ ମାନ୍ୟତା ରହିଛି।…

ଇଣ୍ଡୋନେସିଆରେ ପୁଣି ୫.୭ ତୀବ୍ରତାର ଭୂମିକମ୍ପ

ଜାକର୍ତ୍ତା,୨୦।୮: ଇଣ୍ଡୋନେସିଆର ରୁଟେଙ୍ଗ ନିକଟରେ ୫.୭ ତୀବ୍ରତାର ଭୂମିକମ୍ପ ହୋଇଛି। USGS ଅନୁଯାୟୀ, ଏହାର କେନ୍ଦ୍ରସ୍ଥଳ ରୁଟେଙ୍ଗର ପ୍ରାୟ ୩୨ କିଲୋମିଟର ଉତ୍ତର-ଉତ୍ତରପୂର୍ବ (NNE) ରେ ୧୦…

ଉସେନ ବୋଲ୍ଟଙ୍କୁ ପଛରେ ପକାଇଦେବ ରୋବୋ ‘ସୁପରମ୍ୟାନ୍‌’: ଡେଇଁପାରିବ ୨ ମିଟର

ବେଜିଂ,୨୦ା୮:ଚାଇନାର ପ୍ରସିଦ୍ଧ ରୋବୋଟିକ୍ସ ସଂସ୍ଥା ‘ୟୁନିଟ୍ରି ରୋବୋଟିକ୍ସ’ ଏକ ନୂଆ ହ୍ୟୁମାନଏଡ୍‌ (ମଣିଷ ଭଳି ଦିଶୁଥିବା) ରୋବୋ ପ୍ରସ୍ତୁତ କରିଛି, ଯାହା ମାନବୀୟ ଶାରୀରିକ ଦକ୍ଷତାର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri