Posted inଜାତୀୟ

ତିହାର ଜେଲରେ ଚିତ୍ରା ରାମକ୍ରିଷ୍ଣାଙ୍କୁ ଇଡି ଜେରା

ନୂଆଦିଲ୍ଲୀ,୨୫।୫: ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ପୂର୍ବତନ ସିଇଓ ତଥା ପରିଚାଳନା ନିର୍ଦ୍ଦେଶିକା ଚିତ୍ରା ରାମକ୍ରିଷ୍ଣାଙ୍କୁ ମଙ୍ଗଳବାର ଦିନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀମାନେ ତିହାର ଜେଲରେ ଜେରା କରିଛନ୍ତି। ଚିତ୍ରା ଷ୍ଟକ୍‌ ଏକ୍ସଚେଞ୍ଜ ସମ୍ପର୍କିତ ଗୋପନ ତଥ୍ୟ ପ୍ରଘଟ କରିବା ଘଟଣାର ତଦନ୍ତ ସିବିଆଇ କରୁଥିବାବେଳେ ଇଡି ପକ୍ଷରୁ ମଧ୍ୟ ସମାନ୍ତରାଳ ତଦନ୍ତ ଚାଲିଛି। ମନି ଲଣ୍ଡରିଂ ମାମଲା ନେଇ ଇଡି ଟିମ୍‌ ଚିତ୍ରାଙ୍କୁ ଦୀର୍ଘ ସମୟ ଜେରା କରିବା ସହ ବୟାନ ରେକର୍ଡ କରିଛନ୍ତି। ଆବଶ୍ୟକ ପଡ଼ିଲେ ଇଡି ତାଙ୍କୁ ଗିରଫ କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

‘ ବୁଢ଼ୀ ଠାକୁରାଣୀଙ୍କ  ଯାତ୍ରା ମହୋତ୍ସବ : ଆଗାମୀ ୨ ବର୍ଷ ପାଇଁ ମା ‘ଙ୍କୁ ମେଲାଣି

ଦିଗପହଣ୍ଡି,୨୮|୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମରେ ଚୈତ୍ର ଶୁକ୍ଳ ନବମୀ ତିଥି ଗତ ମାର୍ଚ୍ଚ ୨୭ ତାରିଖରୁ ୧ ମାସ…

ସରପଞ୍ଚଙ୍କ ତତ୍ତ୍ୱାବଧାନରେ ପରିବେଶର ସୁରକ୍ଷା

ପୁରୁଷୋତ୍ତମପୁର,୨୮ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କେଏନପୁର ପଞ୍ଚାୟତ ପକ୍ଷରୁ ପରିବେଶ ସୁରକ୍ଷା ଓ ପରିମଳ ସଚ୍ଚେତନତା କାର୍ଯ୍ୟକ୍ରମ ମଙ୍ଗଳବାର ସରପଞ୍ଚ ରାଜଲକ୍ଷ୍ମୀ ବେହେରାଙ୍କ ତତ୍ତ୍ୱାବଧାନରେ…

ଭଞ୍ଜନଗରରେ ଝଡ ତୋଫାନ ସହ ପ୍ରବଳ ବର୍ଷା: ଭାଙ୍ଗିଲା ଗଛ ବିଦ୍ୟୁତ୍‌ ସେବା ବ୍ୟାହତ

ଭଞ୍ଜନଗର,୨୮।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ୧ ଟା ରୁ ୪ ଟା ପର୍ଯ୍ୟନ୍ତ ଝଡ଼ତୋଫାନ ସହ ମଝିରେ ମଝିରେ ତୁହାକୁ ତୁହା…

HDFC ୟୁଜର୍ସ ସାବଧାନ! ମେ ୧୫ରୁ ବଦଳିବ ଏହି ନିୟମ…

ନୂଆଦିଲ୍ଲୀ,୨୮।୪: HDFC ବ୍ୟାଙ୍କ ଏହାର Regalia Gold କ୍ରେଡିଟ କାର୍ଡର ରିଓ଼୍ବାର୍ଡ ଗଠନ ଏବଂ ଯାତ୍ରା ଲାଭରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏହି ନୂତନ ନିୟମଗୁଡ଼ିକ…

ବିଳମ୍ବରେ ରାତିରେ ଶୋଇବା ଅର୍ଥାତ୍‌ ମୃତ୍ୟୁକୁ ନିମନ୍ତ୍ରଣ କରିବା, ଆପଣ ଏହି ୫ ଗମ୍ଭୀର ରୋଗର ହୋଇପାରନ୍ତି ଶିକାର

ଆଜିକାଲିର ଦ୍ରୁତ ଗତିରେ ଜୀବନରେ, ଲୋକମାନେ ପ୍ରାୟତଃ ରାତି ୧୦ଟା ପରେ ମଧ୍ୟ ଘଣ୍ଟା ଘଣ୍ଟା ଫୋନରେ ଏବଂ କାମରେ ବିତାଇ ଦିଅନ୍ତି। କିନ୍ତୁ ଆପଣ କ’ଣ…

ଆପଣଙ୍କ ମୃତ୍ୟୁ ପରେ କିଏ ଚଲାଇବ Facebook-Instagram? ସରକାର ଆଣିଲେ ଉତ୍ତରାଧିକାରୀ ବାଛିବା ନିୟମ

ନୂଆଦିଲ୍ଲୀ,୨୮।୪: Facebook, Instagram, WhatsApp, LinkedIn, ଏବଂ Telegram ଭଳି ଡିଜିଟାଲ ସମ୍ପତ୍ତିଗୁଡ଼ିକ ବ୍ୟକ୍ତିଗତ ସଂସ୍ଥା। ଏହି ପ୍ଲାଟଫର୍ମ ମଧ୍ୟରେ, କେବଳ ବାହାର ଲୋକ ହସ୍ତକ୍ଷେପ ନୁହେଁ…

ବାହାଘର ଭୋଜି ଖାଇ ଫେରୁଥିଲେ ହଠାତ୍‌ ଓଲଟିଲା ପିକ୍‌ଅପ: ଚାଲିଗଲା ୩ ନିରୀହ ଶିଶୁଙ୍କ ଜୀବନ, ମରଣ ସହ ଲଢ଼ୁଛନ୍ତି ଆଉ ୩

ବଲାଙ୍ଗୀର/ଟିଟଲାଗଡ,୨୮।୪(ସୁନିଲ ମହାନ୍ତି, ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା ଅନ୍ତର୍ଗତ ମାରଲାଡ ବ୍ରିଜ ନିକଟରେ ମଙ୍ଗଳବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ପିକଅପ ଭାରସାମ୍ୟ ହରାଇ…

ଯୌତୁକ ନିରାକରଣ ଉପରେ ଆଇନ ସଚେତନ

କେସିଙ୍ଗା,୨୮।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ତାଳୁକ ଆଇନ ସେବା ସମିତି ପକ୍ଷରୁ ଅଦାଲତ ପରିସରରେ ଯୌତୁକ ନିରାକରଣ  ଉପରେ ଏକ ସଚେତନ ଶିବିର ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri