ଚିତ୍ରକୋଣ୍ଡା ଡ୍ୟାମ୍‌ର ସୁରକ୍ଷା ଯାଞ୍ଚ

ଚିତ୍ରକୋଣ୍ଡା,୧୯ା୧: ଓଡ଼ିଶା ଡ୍ୟାମ୍‌ ସେଫ୍ଟି କମିଟିର ୩ ଜଣିଆ ବିଶେଷଜ୍ଞ ଦଳ ମଙ୍ଗଳବାର ଚିତ୍ରକୋଣ୍ଡା ଡ୍ୟାମ୍‌ ଓ ସ୍ପିଲ୍‌ୱେର ସୁରକ୍ଷା ସମ୍ପର୍କରେ ଯାଞ୍ଚ କରିଛନ୍ତି। ଟିମ୍‌ରେ ଅବସରପ୍ରାପ୍ତ ମୁଖ୍ୟଯନ୍ତ୍ରୀ ବିଭୂତି ଭୂଷଣ ପଣ୍ଡା, ଡେପୁଟି ଡାଇରେକ୍ଟର ଅରୁଣ କୁମାର ଦାସ ଓ ସୁବାସ ଚନ୍ଦ୍ର ରଥ ଚିତ୍ରକୋଣ୍ଡାରେ ପହଞ୍ଚତ୍ ଡ୍ୟାମ୍‌ ଓ ସ୍ପିଲ୍‌ୱେର ସ୍ଥିତି ଅନୁଧ୍ୟାନ କରିଥିଲେ। ଏହି ସମୟରେ ପୋଟେରୁ ଜଳସେଚନ ବିଭାଗ ମୁଖ୍ୟ ଯନ୍ତ୍ରୀ ଚନ୍ଦ୍ରଶେଖର ମିଶ୍ର, ବାଲିମେଳା ଡ୍ୟାମ୍‌ର ନିର୍ବାହୀ ଯନ୍ତ୍ରୀ କବି ପ୍ରସାଦ ନାଥ, ଉପନିର୍ବାହୀ ଯନ୍ତ୍ରୀ ଉମାକାନ୍ତ ସାହୁ (ସିଭିଲ) ଓ ନବକିଶୋର ସିଂ(ମେକାନିକାଲ) ଉପସ୍ଥିତ ଥିଲେ। ସୂଚନା ଯୋଗ୍ୟ, ରାଜ୍ୟ ସରକାରଙ୍କ ଅଧୀନରେ ମୋଟ ୨୦୪ଟି ବନ୍ଧ ରହିଛି। ସେଥିରୁ ୧୦ଟି ବୃହତ୍‌ ଜଳସେଚନ ପ୍ରକଳ୍ପ, ୫୦ଟି ମଧ୍ୟମ ଜଳସେଚନ ପ୍ରକଳ୍ପ ଓ ୧୪୪ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ରହିଛି। ଜଳସେଚନ ପ୍ରକଳ୍ପ ଅଧୀନରେ ଥିବା ଡ୍ୟାମ୍‌ ଓ ସ୍ପିଲ୍‌ଓ୍ବେଗୁଡିକର ସୁରକ୍ଷା ଓ ମରାମତି ସମ୍ପର୍କରେ ଡ୍ୟାମ୍‌ ସେଫ୍ଟି କମିଟି ଯାଞ୍ଚ କରିଥାଏ। କମିଟି ରିପୋର୍ଟକୁ ଆଧାର କରି ସରକାର ପଦକ୍ଷେପ ନେଇଥାନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri