ଚିତ୍ରକୋଣ୍ଡା ବିଡିଓ ନିଲମ୍ବିତ

ଚିତ୍ରକୋଣ୍ଡା,୧୬।୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ବିଡିଓ ଲରିମନ ଖରସେଲଙ୍କୁ ଶନିବାର ନିଲମ୍ବନ କରାଯାଇଛି। ପାଇଖାନା ଦୁର୍ନୀତି ଅଭିଯୋଗରେ ରାଜ୍ୟ ସରକାର ତାଙ୍କୁ ନିଲମ୍ବନ କରିଥିବା ସୂଚନା ମିଳିଛି। କିଛି ମାସ ହେବ ବିଡିଓ ପାଇଖାନା ଦୁର୍ନୀତି ମାମଲାରେ ଛନ୍ଦି ହୋଇ ଯାଇଥିଲେ। ପରେ ରାଜ୍ୟ ସରକାର ଶନିବାର ତାଙ୍କୁ ନିଲମ୍ବନ କରିଥିବା ବେଳେ  ହେଡକ୍ୱାଟାର ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହିତାଧିକାରୀଙ୍କୁ ଭେଟିଲେ ପ୍ରକଳ୍ପ ନିର୍ଦ୍ଦେଶକ: ଆବାସ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ

ବନ୍ତ,୨୭।୨(ଡି.ଏନ.ଏ.)-ଭଦ୍ରକ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାଶ ବୁଧବାର ବନ୍ତ ବ୍ଲକ କାଦବରାଙ୍ଗ ପଞ୍ଚାୟତ ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀମାନଙ୍କୁ ଭେଟିଥିଲେ। ଆବାସ...

ଗାଁରେ ଝାଡ଼ାବାନ୍ତି ବ୍ୟାପିବା ପରେ ଚେତିଲା ପ୍ରଶାସନ

କୋକସରା,୧୮ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର କୋକସରା ପଞ୍ଚାୟତ କୋକସରା ଗ୍ରାମରେ ଗତ କିଛି ଦିନ ହେବ ଝାଡ଼ାବାନ୍ତିରେ ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା ବୃଦ୍ଧି...

ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ସମାରୋହ: ଦିନତମାମ ଗାନ୍ଧିଜୀଙ୍କୁ ନେଇ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୧।୧୦(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସୂଚନା ଓ ଲୋକସମ୍ପର୍କ ଏବଂ ଓଡ଼ିଆ...

ଶ୍ରୀମନ୍ଦିର ଚାରିପାଖେ ୧୪୪ ଧାରା

ପୁରୀ ଅଫିସ,୪।୧୧: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଗୁରୁବାର ଦୀପାବଳିରେ କାଉଁରିଆ କାଠି ଜାଳିବା ଉପରେ କଟକଣା ଜାରି ହୋଇଛି। ସେହିପରି ଶ୍ରୀମନ୍ଦିର ଓ ଚତୁଃପାର୍ଶ୍ୱରେ ଜନସମାଗମ...

ଡିଏସ୍‌ଏମ୍‌ ପାଇଁ ନିବେଶ ହେବ ୪୪୧ କୋଟି

ଭୁବନେଶ୍ୱର,୧୬।୧୧: ଏନର୍ଜି ଏଫିସିଏନ୍ସି ସର୍ଭିସେସ୍‌ ଲିମିଟେଡ୍‌ (ଇଇଏସ୍‌ଏଲ୍‌) ପକ୍ଷରୁ ଓଡ଼ିଶାର ଶକ୍ତି ବିତରଣ କମ୍ପାନୀଗୁଡ଼ିକ ଲାଗି ୟୁଟିଲିଟି ଭିତ୍ତିକ ଡିମାଣ୍ଡ ସାଇଡ ମ୍ୟାନେଜମେଣ୍ଟ(ଡିଏସ୍‌ଏମ୍‌) ଆରମ୍ଭ କରାଯାଇଛି।...

ପିପିଲିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଭେଟି, ଘୋଷଣା କଲେ ୬୭.୬୮ କୋଟିର ପ୍ୟାକେଜ

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନଫରେନ୍ସିଂ ଜରିଆରେ ପିପିଲି ଓ ଡେଲାଙ୍ଗ ଅଞ୍ଚଳର ଲୋକଙ୍କ ସହ ଆଲୋଚନା କରିଛନ୍ତି। ସେମାନଙ୍କ ସହ...

ବ୍ରିଜ୍‌ ଉପରୁ ଖସିପଡ଼ିଲା କାର

ବାଙ୍କୀ,୨୬।୯(ଡି.ଏନ୍‌.ଏ.): କଟକ ଜିଲା ବାଙ୍କୀ ଥାନା ଅଞ୍ଚଳରେ ରବିବାର ସକାଳେ ଏକ କାର ନାଳରେ ବୁଡ଼ି ଯାଇଛି। ନାଳରେ ବନ୍ୟା ପାଣି ଥିବା ଯୋଗୁ କାରଟି...

କୃଷି ବିଜ୍ଞାନ କେନ୍ଦ୍ରରେ ମହୁଚାଷ ପ୍ରଶିକ୍ଷଣ ଶିବିର

ସୁନ୍ଦରଗଡ଼, ୧୨।୧୨ (ଡି.ଏନ୍‌.ଏ) -ଜିଲାରେ ମହୁଚାଷର ଅଭିବୃଦ୍ଧି ନିମନ୍ତେ ଚାଷୀଙ୍କ ପାଇଁ ୩ ଦିନିଆ ଦକ୍ଷତାମୂଳକ ତାଲିମ ଶିବିର ସ୍ଥାନୀୟ କୃଷିବିଜ୍ଞାନ କେନ୍ଦ୍ର ଠାରେ ଅନୁଷ୍ଠିତ...

Advertisement
Archives

Model This Week