ଗ୍ରାସୀମ୍‌ କମ୍ପାନୀରେ କ୍ଲୋରିନ୍‌ ଲିକେଜ୍‌ ମକ୍‌ଡ୍ରିଲ

ଗଞ୍ଜାମ,୧୯/୧(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଜରୁରିକାଳୀନ ଅପ୍‌ସାଇଡ୍‌ ମକଡ୍ରିଲ ଅନୁଷ୍ଠିତ ହୋଇଯାଇଛି l ସ୍ଥାନୀୟ ଗ୍ରାସୀମ୍‌ କମ୍ପାନୀ ସହଯୋଗରେ ଆୟୋଜିତ ଅପ୍‌ସାଇଡ୍‌ ମକଡ୍ରିଲରେ ଜିଲା ପ୍ରଶାସନ ପକ୍ଷରୁ ଆସିଷ୍ଟାଣ୍ଟ ଫାକ୍ଟ୍ରି ଡାଇରେକ୍ଟର ରଞ୍ଜିତ ନାୟକ, ଜିଲା ପ୍ଳାନିଂ ଅଫିସର ଦେବେନ୍ଦ୍ର ନାୟକ, ଏସ୍‌ଡିଏମ୍‌ଓ ପ୍ରଫୁଲ୍ଲ ଗୌଡ଼, ଫାୟାର ଅଫିସର, ଏନ୍‌ଡିଆର୍‌ଏଫ୍‌ ଧନଞ୍ଜୟ କୁମାର, ଗ୍ରାସୀମ କମ୍ପାନୀ ପରିଚାଳକ ମୁଖ୍ୟ ଅଜୟ ଗୁପ୍ତାଙ୍କ ସହ ଅନ୍ୟ କର୍ମଚାରୀ ମାନେ ଉପସ୍ଥିତ ଥିଲେ l ଜିଲା ପ୍ରଶାସନିକ ଅଧିକାରୀ ଓ ଗ୍ରାସୀମ କମ୍ପାନୀ ପରିଚାଳକ ମୁଖ୍ୟ ମକଡ୍ରିଲ ସମ୍ପର୍କରେ ନିଜ ନିଜର ମତ ଉପସ୍ଥାପନ କରିଥିଲେ l ୪୫ ମିନେଟ ଧରି ମକଡ୍ରିଲ ଚାଲିଥିଲା l କ୍ଲୋରିନ ଲିକେଜ ସମୟରେ କିପରି ନିଜକୁ ସୁରକ୍ଷିତ ରକ୍ଷା କରା ଯାଇପାରିବ ସେ ସମ୍ବନ୍ଧରେ ସ୍ଥାନୀୟ ଅଞ୍ଚଳବାସୀଙ୍କୁ ସଚେତନ କରାଯାଇଥିଲା l ମକଡ୍ରିଲ କାର୍ଯ୍ୟକ୍ରମରେ ୨୨୫ ଜଣ ଭାଗ ନେଇଥିଲେ l ଲୋକ ସୂଚନା ସମ୍ପର୍କ ଅଧିକାରୀ ସୁସ୍ମିତା ବେହେରା ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?