ଚକୋଲେଟ୍‌ କପ୍‌ କେକ୍‌

ଆବଶ୍ୟକ ସାମଗ୍ରୀ: ୧/୩ କପ୍‌ ବଟର, ୧/୨ କପ୍‌ କଣ୍ଡେନ୍ସଡ଼ ମିଲ୍କ, ଏକ ଟେବୁଲ୍‌ ସ୍ପୁନ୍‌ ଚିନି, ୧/୨ ଟି ସ୍ପୁନ୍‌ ଭାନିଲା ଏସେନ୍ସ, ୧ କପ୍‌ ମଇଦା, ୩ ଟେବୁଲ୍‌ ସ୍ପୁନ୍‌ କୋକୋ ପାଉଡ଼ର, ୧ ଟି ସ୍ପୁନ୍‌ ବେକିଂ ପାଉଡ଼ର, ୧/୨ ଟି ସ୍ପୁନ୍‌ ବେକିଂ ସୋଡ଼ା, ଚିମୁଟାଏ ଲୁଣ, ୨ ଟେବୁଲ୍‌ ସ୍ପୁନ୍‌ ଚକୋ ଚିପ୍ସ।
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଏକ ପାତ୍ରରେ ବଟର ନେଇ ସେଥିରେ ଚିନି ଏବଂ କଣ୍ଡେନ୍ସଡ଼ ମିଲ୍କ ନେଇ ଭଲ ଭାବେ ଫେଣ୍ଟନ୍ତୁ। ଚିନି ସମ୍ପୂର୍ଣ୍ଣ ମିଶି ଯିବା ପରେ ସେଥିରେ ଭାନିଲା ଏସେନ୍ସ ପକାଇ ପୁଣି ଫେଣ୍ଟନ୍ତୁ। ବର୍ତ୍ତମାନ ଅନ୍ୟ ଏକ ପାତ୍ରରେ ମଇଦା, କୋକୋ ପାଉଡ଼ର, ବେକିଂ ପାଉଡ଼ର ନେଇ ଛଣା ସାହାଯ୍ୟରେ ଚଲାଇ ଦିଅନ୍ତୁ। ଏହି ମିଶ୍ରଣକୁ ପୂର୍ବ ପ୍ରସ୍ତୁତ ମିଶ୍ରଣରେ ଧୀରେ ଧୀରେ ପକାଇ ଭଲ ଭାବେ ଗୋଳାନ୍ତୁ।
ବର୍ତ୍ତମାନ କପ୍‌ ଆକାରର କେକ୍‌ ପ୍ୟାନ୍‌ ନେଇ ତା’ ଭିତରେ ଭଲ ଭାବେ ବଟର, ଲଗାଇ ଦିଅନ୍ତୁ। ଏହା ଉପରେ ପୂର୍ବ ପ୍ରସ୍ତୁତ କେକ୍‌ ମିଶ୍ରଣକୁ ଢାଳନ୍ତୁ। ଏହାକୁ ମାଇକ୍ରୋଓ୍ବେଭ୍‌ରେ ରଖନ୍ତୁ। କେକ୍‌ ପ୍ରସ୍ତୁତ ହୋଇଗଲା ପରେ ଏହାକୁ ବାହାରକୁ କାଢି ନିଜେ ଖାଇବା ସହ ପରିବାର ଲୋକଙ୍କୁ ବି ସର୍ଭ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri