Chocolate Day: ସାଥୀଙ୍କୁ ଚକୋଲେଟ୍‌ ଦେଇ ଏପରି କିଣନ୍ତୁ ମନ…

ଫେବୃଆରୀ ମାସଟି ପ୍ରେମୀଯୁଗଳଙ୍କ ପାଇଁ ବହୁତ ସ୍ବତନ୍ତ୍ର। କାରଣ ଏହି ମାସରେ ପ୍ରେମୀଯୁଗଳଙ୍କ ଉପରେ ଖାଲି ପ୍ରେମର ବର୍ଷା ହିଁ ବର୍ଷା ହୋଇଥାଏ। ବିଶେଷକରି ପ୍ରେମକୁ ସ୍ମରଣୀୟ ତଥା ଉଜ୍ଜୀବିତ କରିବା ପାଇଁ ଯୁବବର୍ଗ ଏହାକୁ ସପ୍ତାହେ ଧରି ପାଳନ କରିଥାନ୍ତି। ବର୍ତ୍ତମାନ ଚାଲିଛି ଏହି ଭାଲେଣ୍ଟାଇନ୍ସ ଓ୍ବିକ୍‌ ବା ପ୍ରେମ ସପ୍ତାହ । ଏହା ଫେବୃଆରୀ ୭ ଅର୍ଥାତ୍‌ ରୋଜ୍‌ ଡେ’ରୁ ଆରମ୍ଭ ହୋଇ ୧୪ ପର୍ଯ୍ୟନ୍ତ ଚାଲେ।

Happy Valentine Day 2023: Celebrate Chocolate day by exchanging Chocolates

ପାର୍ଟନରମାନେ ଏହା ପୂର୍ବରୁ ରୋଜ୍‌ ଡେ’, ପ୍ରପୋଜ ଡେ’ ପାଳନ କରିସାରିଥିବା ବେଳେ ପ୍ରେମ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ସପ୍ତାହର ତୃତୀୟ ଦିନକୁ ଚକୋଲେଟ ଡେ’ ଭାବେ ପାଳନ କରିଥାନ୍ତି। ପ୍ରେମ ପାଇଁ ଏହା ଏକ ଗୋଲ୍ଡେନ ଚାନ୍ସ। ଏହି ସୁଯୋଗରେ ଚକୋଲେଟ ଦେଇ ସାଥୀଙ୍କ ମନ କିଣିବା ସହ ହୃଦୟର କଥା ପରିପ୍ରକାଶ କରିହୁଏ। ଚକୋଲେଟ ଖାଇ ପାଟି ମିଠା କରିବା ସହିତ ଜୀବନ ମଧୁମୟ ହେବା ବିଶ୍ୱାସ ନେଇ ପରସ୍ପରକୁ ଚକୋଲେଟ ପ୍ରଦାନ କରିଥାନ୍ତି।

5 Unforgettable Ways for Celebrating Chocolate Day in February

ଏଥିସହିତ ବିଭିନ୍ନ ଉପହାର ମଧ୍ୟ ଦେଇଥାନ୍ତି। ବଜାରରେ ମିଳୁଥିବା ଚକୋଲେଟ ଦେବା ଅପେକ୍ଷା ସାଥୀଙ୍କୁ ହାତ ତିଆରି ଚକୋଲେଟ ଦେଲେ ସେ ଆହୁରି ଖୁସି ହୋଇଯିବେ। ଘରେ ଚକୋଲେଟ ତିଆରି କରିବା ଅତି ସହଜ। ୟୁଟ୍ୟୁବ୍‌ ଦେଖି ଖୁବ୍‌ କମ ସମୟ ଏବଂ ଅଳ୍ପ ଖର୍ଚ୍ଚରେ ଚକୋଲେଟ୍‌ ପ୍ରସ୍ତୁତ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri