ଅଢ଼େଇ ମାସର ଶିଶୁକୁ ଖୁଆଇଦେଲେ ଚକୋଲେଟ: ହସ୍ପିଟାଲରେ ପହଞ୍ଚିବା ବେଳକୁ ଚାଲିଗଲା ଜୀବନ

ନୂଆଦିଲ୍ଲୀ, ୩୧।୭: ଅଢ଼େଇ ମାସର ଶିଶୁ ତଣ୍ଟିରେ ଚକୋଲେଟ ଲାଖିଯିବାରୁ ତା’ର ମୃତ୍ୟୁ ଘଟିଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ନୋଏଡାରେ।
ଶିଶୁଟି ଘରେ ଶୋଇଥିଲା। ଏହି ସମୟରେ ଘରର ଅନ୍ୟ ଜଣେ ଛୋଟ ପିଲା ଚକୋଲେଟ ଖାଉଥିବା ବେଳେ ଉକ୍ତ ଶିଶୁ ପାଟିରେ ଏକ ଚକୋଲେଟ ପୁରାଇ ଦେଇଥିଲେ। ଯାହାକି ଶିଶୁର ତଣ୍ଟିରେ ଲାଖିଯାଇଥିଲା। ସଙ୍ଗେ ସଙ୍ଗେ ପରିବାର ଲୋକେ ତାକୁ ନିକଟସ୍ଥ ଡାକ୍ତରଖାନାକୁ ନେଇଯାଇଥିଲେ। ସେଠାରୁ ଶିଶୁକୁ ଜିଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଗଲା। ଏଥିପାଇଁ ପରିବାର ପକ୍ଷରୁ ୧୦୨ ଆମ୍ବୁଲାନ୍ସକୁ ଫୋନ୍‌ କରାଗଲା। ଅନେକ ସମୟ ଅପେକ୍ଷ ପରେ ମଧ୍ୟ କୌଣସି ଆମ୍ବୁଲାନ୍ସ ଆସିଲା ନାହିଁ। ତେଣୁ ପରିବାର ଲୋକେ ଶିଶୁକୁ ଅଟୋରେ ଡାକ୍ତରଖାନା ନିଆଗଲା। ମାତ୍ର ସେଠାରେ ପହଞ୍ଚିଲା ବେଳକୁ ତା’ର ମୃତ୍ୟୁ ହୋଇସାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକ୍‌ଅପ୍‌ ପରେ ପ୍ରେମିକଙ୍କ ଉପରେ ଅଜବ ପ୍ରତିଶୋଧ ନେଲେ ପ୍ରେମିକା: ଘରର ତାପମାତ୍ରା ବଢ଼ାଇ ଭାଙ୍ଗିଦେଲେ…

ଯେତେବେଳେ ହୃଦୟ ଭାଙ୍ଗିଯାଏ ବା କେହି ବିଶ୍ୱାସଘାତକତା କରି ଆଗକୁ ବଢ଼ିଯାଏ, ସେତେବେଳେ ବ୍ୟକ୍ତି ପ୍ରତିଶୋଧ ନେବା ପାଇଁ ଅଜବ ଅଜବ ଉପାୟ ସବୁ ଆପଣାଇଥାଏ। ବ୍ରିଟେନର…

୧୨ ଅକ୍ଟୋବରରୁ ୩ ରାଶି ମାଲାମାଲ! ବିଶାଖା ନକ୍ଷତ୍ରରେ ବୁଧଙ୍କ ଚଳନ, ଚମକିବ ଆପଣଙ୍କ ଭାଗ୍ୟ?

ବୈଦିକ ଜ୍ୟୋତିଷରେ ବୁଧଙ୍କୁ “ଗ୍ରହମାନଙ୍କ ରାଜକୁମାର” ବୋଲି କୁହାଯାଏ। ବୁଧ ହେଉଛନ୍ତି ବୁଦ୍ଧି, ବାଣୀ, ତର୍କ ଏବଂ ବ୍ୟବସାୟର କାରକ ଗ୍ରହ। ବର୍ତ୍ତମାନ ବୁଧ ତାଙ୍କ ମିତ୍ର…

ଏସୀୟ କ୍ରୀଡ଼ା: ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରି ଭାରତ ପାଇଁ ୨୦ତମ ସ୍ବର୍ଣ୍ଣ ପଦକ ଜିତିଲେ ଅମନ ସେହରାୱତ

ନୂଆଦିଲ୍ଲୀ,୩।୧୦: ଅମନ ସେହରାୱତ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ୫୭ କିଲୋଗ୍ରାମ ବର୍ଗର ଫାଇନାଲ ମୁକାବିଲାରେ ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରିଛନ୍ତି। ଏହି…

ପାର୍ବଣକୁ ନେଇ ଆନନ୍ଦପୁରରେ କଡ଼ା ସୁରକ୍ଷା: ନାକା ଡ୍ୟୁଟିରେ ପୋଲିସଙ୍କ ସହ ସାମିଲ ହେଲେ ଉପଜିଲାପାଳ

ବଞ୍ଚୋ, ୩/୧୦ (ପ୍ରଦୋଷ ବିଶ୍ୱାଳ): ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଆନନ୍ଦପୁର ଅଞ୍ଚଳରେ ଶାନ୍ତିଶୃଙ୍ଖଳା ଓ ସୁରକ୍ଷା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା…

‘ମାତୃଭୂମି’କୁ ମିଳିଲା ଗ୍ରୀନ ସିଗ୍‌ନାଲ: ଏବେ ସଲମାନ…

ମୁମ୍ବାଇ,୩।୧୦: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଗାମୀ ୱାର୍‌-ଡ୍ରାମା ଫିଲ୍ମ ନେଇ ଆସିଛି ଖୁସି ଖବର। ଦୀର୍ଘଦିନ ଧରି ରିଲିଜକୁ ନେଇ ଚାଲିଥିବା ଅନିଶ୍ଚିତତା ମଧ୍ୟରେ ଫିଲ୍ମକୁ…

ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିଲା ୪ ଲକ୍ଷ ଟଙ୍କାର ସହାୟତା

ଗଞ୍ଜାମ, ୩/୧୦ (ଅନାଥ ତରାଇ): ଦୁର୍ଘଟଣାରେ ଅକାଳରେ ପ୍ରାଣ ହରାଇଥିବା ଗଞ୍ଜାମ ଏନ୍‌ଏସି ସାମନ୍ତରା ସାହିର ଅନିଲ ମହାପାତ୍ରଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୪ ଲକ୍ଷ…

ଅଭିଷେକ କିମ୍ବା ତିଲକ ନୁହଁନ୍ତି, ଏହି ଦୁଇ ବୋଲର୍‌ ଟିମ ଇଣ୍ଡିଆକୁ ଦେଲେ ସ୍ବର୍ଣ୍ଣ ପଦକ, ନାମ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୧୦: ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି।…

AAP କୁ ଶକ୍ତ ଝଟକା, ଦଳ ଛାଡିବାର ଅସଲ କାରଣ କହି ହାତ ଧରିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୩।୧୦: ଆମ ଆଦମୀ ପାର୍ଟି (AAP)ର ଜାତୀୟ ମୁଖ୍ୟ ମୁଖପାତ୍ର ପ୍ରିୟଙ୍କା କକ୍କର କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। କକ୍କର ଦୀର୍ଘ ଦିନ ଧରି AAP ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?