Posted inଫୁରସତ

ଚକୋଲେଟ୍‌ ମ୍ୟୁଜିୟମ

ଆପଣମାନେ ବିଭିନ୍ନ ମ୍ୟୁଜିୟମ ସମ୍ପର୍କରେ ଶୁଣିଥିବେ ଆଉ ଦେଖିଥିବେ ମଧ୍ୟ। ମାତ୍ର ଚକୋଲେଟ୍‌ ମ୍ୟୁଜିୟମ ସମ୍ପର୍କରେ କେବେ ଶୁଣିଛନ୍ତି? ତେବେ ଚକୋଲେଟ୍‌ ପ୍ରେମୀଙ୍କ ପାଇଁ ଖୁସି ଖବର। ଚକୋଲେଟ୍‌ର ମଧ୍ୟ ଏକ ମ୍ୟୁଜିୟମ ଖୋଲାଯାଇଛି। ଏହି ଭିନ୍ନ ଧରଣର ମ୍ୟୁଜିୟମ ଚଳିତମାସ ୧୩ ତାରିଖରେ ସୁଇଜରଲ୍ୟାଣ୍ଡର ଜୁରିଚ୍‌ ସହରରେ ଖୋଲାଯାଇଛି।


୬୫୦୦୦ ବର୍ଗଫୁଟ ବିଶିଷ୍ଟ ପରିମିତ ଜାଗାରେ ଏହି ମ୍ୟୁଜିୟମ ଖୋଲାଯାଇଛି। ଏହାର ନାମ ‘ଲିଣ୍ଟ୍‌ ହୋମ୍‌ ଅଫ୍‌ ଚକୋଲେଟ୍‌’। ଏହି ମ୍ୟୁଜିୟମ ଭିତରକୁ କଲେ ବିଭିନ୍ନ ପ୍ରକାରର ଚକୋଲେଟ୍‌ ଦେଖିବାକୁ ପାଇବେ। ୩୦ ଫୁଟ ଉଚ୍ଚର ଏଠାରେ ଏକ ଫାଉଣ୍ଟେନ୍‌ ମଧ୍ୟ ରହିଛି। ଯାହା ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। ଏହା ବିଶ୍ୱର ସବୁଠୁ ବଡ଼ ଚକୋଲେଟ୍‌ ଶପ୍‌। ଏହାର ଉଦ୍‌ଘାଟନ ବିଶ୍ୱର ଟେନିସ ଖେଳାଳି ରୋଜର ଫେଡେରର କରିଥିଲେ।


ଜୁରିଚ୍‌ ସହରକୁ ଚକୋଲେଟ୍‌ର ରାଜଧାନୀ କୁହାଯାଏ। ଏହା ମଧ୍ୟ କୁହାଯାଏ କି, ସହରରେ ତିଆରି କରାଯାଉଥିବା ଚକୋଲେଟ୍‌ ସବୁଠୁ ଭଲ କ୍ୱାଲିଟି ଏବଂ ସୁସ୍ବାଦୁ ମଧ୍ୟ। ସୁଇସ୍‌ ଚକୋଲେଟ୍‌ ମେକିଙ୍ଗ୍‌ ଇତିହାସ ଜାଣିବା ପାଇଁ ଏହି ମ୍ୟୁଜିୟମ ବେଶ୍‌ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆବେଲ ପୁରସ୍କାର-୨୦୨୬

ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ଏକ ଉଲ୍ଲେଖନୀୟ ସମ୍ମାନ। ଏହାକୁ ନୋବେଲ ପୁରସ୍କାର ସହ ସମାନ ମନେ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍‌ସ ହେନରିକ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

ସରକାରଙ୍କ ବଡ଼ ପଦକ୍ଷେପ: ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ପୁରୁଣା ଗାଡ଼ି

କଟକ,୨।୪(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର…

ଓଡ଼ିଆ ପକ୍ଷରେ ଐତିହାସିକ, ଧାର୍ମିକସ୍ଥଳକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପକ୍ଷରୁ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ୱାବଧାନରେ ଐତହ ଓ ଧାର୍ମିକସ୍ଥଳଗୁଡ଼ିକରେ ସଫେଇ…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri