ଡାକ୍ତରୀ ପାଠ୍ୟକ୍ରମରେ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଚଏସ୍‌ ଫିଲିଙ୍ଗ ଆରମ୍ଭ

ଭୁବନେଶ୍ୱର,୨୨।୮(ଅସମାପିକା ସାହୁ):ରାଜ୍ୟରେ ଥିବା ୧୬ଟି ମେଡିକାଲ କଲେଜରେ ଏମ୍‌ବିବିଏସ୍‌/ବିଡିଏସ୍‌ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ସୋମବାର ଚଏସ୍‌ ଫିଲିଙ୍ଗ ଆରମ୍ଭ ହୋଇଛି। ୨୬ ତାରିଖରେ ପ୍ରୋଭିଜନାଲ ଆଲଟ୍‌ମେଣ୍ଟ ଏବଂ ୨୮ରେ ଚୂଡ଼ାନ୍ତ ସିଟ୍‌ ଆଲଟ୍‌ମେଣ୍ଟ ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ର ସେପ୍ଟେମ୍ବର ୨ରୁ ୪ ତାରିଖ ମଧ୍ୟରେ ନାମ ଲେଖାଇବେ। ସୂଚନାଯୋଗ୍ୟ, ପ୍ରଥମ ପର୍ଯ୍ୟାୟ ନାମଲେଖା ଶେଷ ହେବା ପରେ ୪୫୨ଟି ସିଟ୍‌ ବଳକା ପଡ଼ିଥିଲା। ଏହାକୁ ପୂରଣ କରିବା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ର୍ରକ୍ରିୟା ଆରମ୍ଭ ହୋଇଥିଲା। ଏଥିପାଇଁ ଗତ ୧୧ ତାରିଖରୁ ନାମ ପଞ୍ଜୀକରଣ ହୋଇଥିଲା। ବଳକା ପଡ଼ିଥିବା ଖାଲି ସିଟ୍‌ ମଧ୍ୟର ବିବି ଏମ୍‌ସିଏଚ୍‌, ବଲାଙ୍ଗିରରେ ୪, ହାଇଟେକ ଡେଣ୍ଟାଲ କଲେଜ, ଭୁବନେଶ୍ୱରରେ ୯୭, ହାଇଟେକ ଏମ୍‌ସିଏଚ୍‌, ଭୁବନେଶ୍ୱରରେ ୫୨, ଏମ୍‌କେସିଜି ଏମ୍‌ସିଏଚ୍‌ରେ ୨୪, ପିଆର୍‌ଏମ୍‌ ଏମ୍‌ସିଏଚ୍‌, ବାରିପଦାରେ ୮, ଏସ୍‌ସିବି ଡେଣ୍ଟାଲ କଲେଜ ୨୭, ଏସ୍‌ସିବି ଏମ୍‌ସିଏଚ୍‌ରେ ୮୮, ଏସ୍‌ଏଲଏନ୍‌ ଏମ୍‌ସିଏଚ୍‌, କୋରାପୁଟ ୧୦, ଭିମ୍‌ସାରରେ ୧୬, ହାଇଟେକ୍‌ ଏମ୍‌ସିଏଚ୍‌, ରାଉରକେଲାରେ ୫୧, ଏସ୍‌ଜେଏମ୍‌ସିଏଚ୍‌, ପୁରୀରେ ୩, ଜିଏମ୍‌ସିଏଚ, କେନ୍ଦୁଝର ୬, ଜିଏମ୍‌ସିଏଚ୍‌ ସୁନ୍ଦରଗଡ଼ରେ ୯, ଭବାନୀପାଟଣା ସରକାରୀ ମେଡିକାଲ କଲେଜରେ ୪ଟି ଏବଂ ଡ୍ରିମ୍ସ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ହେଲ୍‌ଥ ସାଇନ୍ସ ଏବଂ ହସ୍ପିଟାଲରେ ୪୩ଟି ସିଟ୍‌ ରହିଛି। ତେବେ ପ୍ରଥମ ପର୍ଯ୍ୟାୟରେ କେବଳ ଏଫ୍‌ଏମ୍‌ ଏମ୍‌ସିଏଚ୍‌ ଓ ବାଲେଶ୍ୱରରେ ସବୁ ସିଟ୍‌ ପୂରଣ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆଇଏଫ୍ଏ ବଟିକା

ଭୁବନେଶ୍ୱର, ୨୭।୪: ଖରା ଛୁଟିରେ ଛାତ୍ରଛାତ୍ରୀଙ୍କୁ ଆଇରନ୍ ଓ ଫଲିକ୍ ଏସିଡ୍ (ଆଇଏଫ୍ଏ) ବଟିକା ବାଣ୍ଟିବେ ଶିକ୍ଷକ ଶିକ୍ଷୟିତ୍ରୀ। ଆନେମିଆ (ରକ୍ତହୀନତା) ମୁକ୍ତ ଲକ୍ଷ୍ୟ ଅଭିଯାନ...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ରାହୁଲ ଦିଲ୍ଲୀରୁ ଆସି ଆଜି ଭୁବନେଶ୍ୱର ବିମାନବନ୍ଦରରେ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ଟ୍ବିନ୍‌ ସିଟିକୁ ରେଡ୍‌ ଆଲର୍ଟ

ଭୁବନେଶ୍ୱର,୨୮ା୪(ଅସମାପିକା ସାହୁ): ତାତିରେ ସିଝୁଛି ସାରା ଓଡ଼ିଶା। ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିବା...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri